ମେଟ୍ରୋ

ଘଣ୍ଟାଏରେ ଗୋଟିଏ ସ୍ଥାନରେ କାମୁଡୁଛନ୍ତି ୬୦ ମଶା

ଭୁବନେଶ୍ୱର, ୧୮।୧୧ (ବନ୍ଦନା ସେଠୀ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଦ୍ୱିପ୍ରହର, ଶାନ୍ତିରେ ବସି କି ଶୋଇ ହେଉନାହିଁ। ଘରଠୁ ବାହାର,…

10 months ago

୮ ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ୧୨୪ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକ ଅନୁଷ୍ଠିତ…

10 months ago

ସୁରେଶ ମହାପାତ୍ର ହେଲେ ସିଏମ୍‌ଓ ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ୱର,୧୭।୧୧(ଅନୀଲ ଦାସ): ପୂର୍ବତନ ମୁଖ୍ୟ ଶାସନସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂତନ ମୁଖ୍ୟ ପରାମର୍ଶଦାତା…

10 months ago

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୫୦କି.ମି., ପାରାଦୀପରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ…

10 months ago

ଓଡ଼ିଶା ଉପକୂଳ ଦେଇ ଯିବ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୫ା୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା…

10 months ago

ଖସୁଛି ପାଇକାରୀ ମୁଦ୍ରାସ୍ଫୀତି ହାର

ଭୁବନେଶ୍ୱର, ୧୫।୧୧: ଗତ କିଛି ମାସ ହେଲା ପାଇକାରୀ ମୁଦ୍ରାସ୍ଫୀତି ହାର କ୍ରମାଗତ ଭାବେ ହ୍ରାସ ପାଇଚାଲିଛି। ଏପରିକି ଚଳିତ ବର୍ଷ ଅକ୍ଟୋବରରେ ପାଇକାରୀ ମୁଦ୍ରାସ୍ଫୀତି ହାର-୦.୫୨%…

10 months ago

୧୬, ୧୭ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୫।୧୧(ଅସମାପିକା ସାହୁ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ,…

10 months ago

ମେଟ୍ରୋ ରେଳ ପ୍ରକଳ୍ପକୁ ୫୯୨୯.୩୮ କୋଟି ମଞ୍ଜୁର

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ ପାଇଁ…

10 months ago

ଋଷିକୁଲ୍ୟା ନଦୀରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜାନିବିଲି ଗ୍ରାମ ନିକଟରେ ଋଷିକୁଲ୍ୟା ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…

10 months ago

ରୂପାନ୍ତରଣ ହେବ ସରକାରୀ ହସ୍ପିଟାଲ

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ହସ୍ପିଟାଲ ଆହୁରି ହେବ ଚକାଚକ୍‌। ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ।…

10 months ago