Advertisement

ମେଟ୍ରୋ

ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଭୁବନେଶ୍ୱର,୭ା୩: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିବାବେଳେ ଏହା ୭ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଅର୍ଥାତ୍‌ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ମରାମତି…

2 months ago
ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ

ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ

ଭୁବନେଶ୍ୱର,୭ା୩: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ନିୟମିତ କ୍ରିକେଟ ମ୍ୟାଚ୍ ପାଇଁ ଭିତ୍ତିଭୂମି ଉନ୍ନତ କରିବାର କୌଣସି ଯୋଜନା ଓଡ଼ିଶା ସରକାରଙ୍କର ନାହିଁ। କ୍ରୀଡ଼ା ଏବଂ ଯୁବ…

2 months ago
କିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ଜାରି ହେଲା ନୋଟିସକିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ଜାରି ହେଲା ନୋଟିସ

କିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ଜାରି ହେଲା ନୋଟିସ

ଭୁବନେଶ୍ୱର,୭।୩: କିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ନୋଟିସ ଜାରି କରାଯାଇଛି । କିଟ୍‌ର Director of Students affairs, DG…

2 months ago
ପରିବର୍ତ୍ତନ ହେବ କି ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ? ସ୍ପଷ୍ଟୀକରଣ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀପରିବର୍ତ୍ତନ ହେବ କି ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ? ସ୍ପଷ୍ଟୀକରଣ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ପରିବର୍ତ୍ତନ ହେବ କି ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ? ସ୍ପଷ୍ଟୀକରଣ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୭ା୩: ଗଲା ବର୍ଷ ରାଜନୈତିକ ବିବାଦ ସୃଷ୍ଟି କରିଥିବା ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ କରିବା ପ୍ରସ୍ତାବ ଉପରେ ଶୁକ୍ରବାର ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

2 months ago
ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା: ମନ୍ତ୍ରୀଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା: ମନ୍ତ୍ରୀ

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା: ମନ୍ତ୍ରୀ

ଭୁବନେଶ୍ୱର,୭।୪: ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏକ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ…

2 months ago
ସାବଧାନ ଅମାନିଆ, ଗଣିବେ ମୋଟା ଅଙ୍କର ଚାଲାଣ! ସପ୍ତାହକୁ ଦୁଇଥର ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାରସାବଧାନ ଅମାନିଆ, ଗଣିବେ ମୋଟା ଅଙ୍କର ଚାଲାଣ! ସପ୍ତାହକୁ ଦୁଇଥର ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାର

ସାବଧାନ ଅମାନିଆ, ଗଣିବେ ମୋଟା ଅଙ୍କର ଚାଲାଣ! ସପ୍ତାହକୁ ଦୁଇଥର ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୭।୩: ସଡକ ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛନ୍ତି। ଓଡିଶା ସରକାର ଘୋଷଣା କରିଛନ୍ତି ଯେ ରବିବାର ଏବଂ ବୁଧବାରକୁ ସଡ଼କ…

2 months ago
୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ: ବନ୍ଦ ରହିବ…୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ: ବନ୍ଦ ରହିବ…

୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ: ବନ୍ଦ ରହିବ…

ଭୁବନେଶ୍ୱର,୭।୩: ୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି।…

2 months ago
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନରଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର

କଟକ,୭।୩: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ STA ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨…

2 months ago
ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ

ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୭।୩: ଗୁରୁବାର ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ପୃଥକ…

2 months ago
ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ…

2 months ago