ମେଟ୍ରୋ

IPSସ୍ତରରେ ବଡ଼ ଧରଣର ଅଦଳବଦଳ: ଜାଣନ୍ତୁ କିଏ ଗଲେ କେଉଁଠିକି…

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର IPSସ୍ତରରେ ଗୁରୁବାର ବଡ଼ ଧରଣର ଅଦଳବଦଳକରିଛନ୍ତି। ୧୭ ବରିଷ୍ଠ IPS ଅଫିସରଙ୍କୁ ସରକାର ବଦଳି କରାଯାଇଛି। IPS ସନ୍ତୋଷ ବାର୍ଲାଙ୍କୁ SFSL ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଏସ୍‌ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ...

ହାଇକୋର୍ଟଙ୍କ ତୋରଣ କଟକଣା

କଟକ,୨୧।୮: କଟକ ଦୁର୍ଗାପୂଜା ପ୍ରସଙ୍ଗ ଉପରେ ହାଇକୋର୍ଟ ଗୁରୁବାର ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା ଲଗାଇଛନ୍ତି। ଏପରିକି ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ...

ଏବେ ବି ଦଳରେ ରାଜ୍‌ କରୁଛନ୍ତି ପାଣ୍ଡିଆନ! ବିଜେଡି ନେତାଙ୍କ ବଡ଼ ଖୁଲାସା, ରାଜ୍ୟରେ ଚହଳ

ଭୁବନେଶ୍ୱର,୨୧।୮: ବିଜେଡିରେ ଭି କାର୍ତ୍ତିକେୟନ ପାଣ୍ଡିଆନ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ସହଯୋଗୀ। କିନ୍ତୁ ବିଜେଡି ଗତ ନିର୍ବାଚନ ହାରିବା ପରେ ପରେ ପାଣ୍ଡିଆନଙ୍କୁ ବିଜେଡି ସମର୍ଥକ ଦୋଷ ଦେବାରୁ ପ୍ରାୟୋଜିତ ଭାବେ ରାଜନୀତିରୁ ସନ୍ୟାସ ନେଇଥିଲେ...

ସ୍ପେଶାଲ OTET ପୁଣି ସ୍ଥଗିତ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ…

ଭୁବନେଶ୍ୱର,୨୧।୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର...

ଘୋଷଣା ହେବ ଆଉ ୯ ନୂଆ NAC, ନଗର ଉନ୍ନୟନ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧ା୮: ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC...

ଆସନ୍ତା ୧୮ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୧।୮: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।

ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୮: ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି। ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି...

ଭାଜପା-କଂଗ୍ରେସରୁ ନବୀନଙ୍କୁ ଆସିଲା ଘନଘନ ଫୋନ, ଆଜି କରିବେ ବଡ଼ ଘୋଷଣା!

ଭୁବନେଶ୍ୱର, ୨୧।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଫୋନ କରି ଖୋଜଖବର ନେଇଛନ୍ତି। ନବୀନ ପଟ୍ଟନାୟକ ଡିହାଇଡ୍ରେସନ ସମସ୍ୟା କାରଣରୁ...

ପାର୍ବଣରେ ବିଭିନ୍ନ ମଣ୍ଡପରେ ବ୍ୟବହୃତ ଫୁଲରୁ ସୁଗନ୍ଧିତ ଧୂପକାଠି ତିଆରି କରି ବିକ୍ରି କରିବ BMC

ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା): ଗଣେଶ ପୂଜା ପାଖେଇ ଆସୁଛି। ତେବେ ସେଥିପାଇଁ ରାଜଧାନୀବାସୀଙ୍କ ମଧ୍ୟରେ ଉସତ୍ାହ ଦେଖିବାକୁ ମିଳିଛି। ମାତ୍ର ଉତ୍ସବରେ ଲାଗି ହେଉଥିବା ଫୁଲ ଏବଂ ପୂଜାର୍ଚ୍ଚନ ବର୍ଜ୍ୟର ଅନୁପଯୁକ୍ତ ନିଷ୍କାସନ ଅସୱାସ୍ଥ୍ୟକର ପରିସ୍ଥିତି ସୃଷ୍ଟି କରିଥାଏ ଏବଂ ଭକ୍ତମାନଙ୍କ...

୨୫ ଯାଏ ବର୍ଷା, ୨୦ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା): ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ...

ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ, ଖୁବଶୀଘ୍ର ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୮: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇ...

କଟକରେ ୨୨୧ ବିପଦଜନକ ଘର: ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ

କଟକ,୨୦ା୮: କଟକ ସହରରେ ୨୨୧ଟି ଘର ବାସ ପାଇଁ ବିପଦଜନକ ଘୋଷଣା କରାଯାଇଛି। ଏହି ଅଟ୍ଟାଳିକାଗୁଡ଼ିକରେ ଅନେକର କାନ୍ଥରୁ ପ୍ଲାଷ୍ଟର ଖସୁଛି ଓ ଛାତ ଦୁର୍ବଳ ହୋଇପଡ଼ିଛି, ଯାହା ବାସିନ୍ଦାଙ୍କ ପାଇଁ ଗୁରୁତର ବିପଦ ସୃଷ୍ଟି କରୁଛି। ଜିଲା ପ୍ରଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri