ମେଟ୍ରୋ

E-KYCକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: ଏତିକି ଦିନ ଯାଏ ରହିଛି ଅପଡେଟ୍‌ କରିବାର ସମୟ, ଶୀଘ୍ର କରିନିଅନ୍ତୁ…

ଭୁବନେଶ୍ୱର,୩୦।୮: E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ...

ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ

ଭୁବନେଶ୍ୱର,୩୦ା୮: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍‌ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ...

ଓଡ଼ିଶାରେ ଖୋଲିବ ଆଉ ୧୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର,୩୦।୮: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ ଏବଂ...

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ...

ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି

ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ...

ମୁଁ ତଳେ ଥିବାବେଳେ ସେ ଆକାଶରେ ଉଡୁଥିଲେ…ବିଜେଡି ବିଧାୟକଙ୍କୁ ସାନ ଭାଇ ଏମିତି କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୯।୮(ଅନିଲ ଦାସ):ବିଜେଡି ସଭ୍ୟ ଦିବ୍ୟଶଙ୍କର ମିଶ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତରକୁ ନେଇ ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ପରିବେଶ ସୃଷ୍ଟି ହୋଇଥିଲା। ରାଜସ୍ବ ବିଭାଗ ସମ୍ପର୍କିତ ପ୍ରଶ୍ନରେ ଦିବ୍ୟଶଙ୍କର କହିଥିଲେ, ରାଜସ୍ବ ମନ୍ତ୍ରୀ...

କ୍ରୀଡ଼ାବିତ୍‌ଙ୍କ ସଫଳତାରେ ପ୍ରତ୍ୟେକ ଓଡ଼ିଆ ଗର୍ବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ତପନ ସ୍ବାଇଁ):ଜାତୀୟ କ୍ରୀଡ଼ା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନଶନ ହଲ୍‌ରେ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ...

ଲଘୁଚାପ ସକ୍ରିୟ:୨ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,୩୦ା୮ (ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକବ୍ରାର ପଶ୍ଚିମ ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ। ଏହା ପ୍ରଭାବରେ ଓଡ଼ିଶାରେ...

ଯୁବତୀଙ୍କୁ ଧୋକା ଦେଲେ ପ୍ରେମିକ: ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ,ଭିଡିଓ ଭାଇରାଲ୍‌

ଭୁବନେଶ୍ୱର,୨୯ା୮(ସତ୍ୟଜିତ୍‌ ରାଉତ): ଫେସବୁକ୍‌ରେରେ ଚିହ୍ନାଜଣା। ପରେ ପ୍ରେମ ସମ୍ପର୍କ। ଏହାପରେ ବଳପୂର୍ବକ ଶାରିରୀକ ସମ୍ପର୍କ ରଖିବା ବେଳେ ଏହାର ଭିଡିଓ ଓ ଫଟୋ ଶୁଟ୍‌ କରି ବ୍ଲାକମେଲ୍‌ କରିଥିଲେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫଶାଇ ଧୋକାବାଜ ପ୍ରେମିକ ଏଭଳି...

ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି...

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା

ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ...

ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ୪ ଜିଲାକୁ ଅରେଞ୍ଜ ୱାର୍ନିଂ

ଭୁବନେଶ୍ୱର,୨୯।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri