‘ପିଲାମାନଙ୍କ ମଧ୍ୟରେ କୁଇଜିଂର ସ୍ପିରିଟ୍ ବଢିଛି’
ଭୁବନେଶ୍ୱର,୯।୮: ‘ମେଟଲ ମିଟ୍’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ୍ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ...
‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ମୁଖ୍ୟମନ୍ତ୍ରୀ କହିଲେ, ନାରୀକୁ ସ୍ବାବଲମ୍ବୀ କରିବା ପାଇଁ…
ଭୁବନେଶ୍ୱର,୯।୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା। ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ...
ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି ଛାତ୍ରୀ
ଭୁବନେଶ୍ୱର,୯।୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି ପିଲା। ଜୟପୁରର ସରସୱତୀ ଶିଶୁ ମନ୍ଦିରର ଛାତ୍ରଛାତ୍ରୀ ବାନ୍ଧିଲେ ରାକ୍ଷୀ, ଆଶୀର୍ବାଦ ଦେଲେ ମୁଖ୍ୟମନ୍ତ୍ରୀ। ଜଣଙ୍କ ପରେ ଜଣେ...
‘କୁଇଜିଂକୁ ନୂଆ ଜୀବନ ଦେଇଛି ମେଟଲ ମିଟ୍’
ଭୁବନେଶ୍ୱର,୯।୮: ଆରମ୍ଭ ହୋଇଯାଇଛି କୁଇଜ ମହାକୁମ୍ଭ ‘ମେଟଲ ମିଟ ୨୦୨୫’। ଦୈନିକ ଇଂରାଜି ଖବର କାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜ ମହାକୁମ୍ଭ ‘ମେଟଲ ମିଟ’ର ଏହା ହେଉଛି ସପ୍ତମ ସଂସ୍କରଣ। ଏହି ଅବସରରେ ଧରିତ୍ରୀ...
ଜୟପୁରରେ ରୋଚକ ଦୃଶ୍ୟ: ତାରାଙ୍କ ହାତରେ ରାକ୍ଷୀ ବାନ୍ଧିଲେ ପ୍ରଭାତୀ
ଭୁବନେଶ୍ୱର,୯।୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ଏମିତି କିଛିି ରୋଚକ ଦୃଶ୍ୟ ମିଳିଛି କୋରାପୁଟର ଜୟପୁରରେ। ଯେଉଁଠି ଭାଜପା ନେତ୍ରୀ ପ୍ରଭାତୀ...
ମେଟଲ ମିଟ ୨୦୨୫: ପ୍ରିଲିମ ରାଉଣ୍ଡ ଆରମ୍ଭ
ଭୁବନେଶ୍ୱର,୯।୫: ଦୈନିକ ଇଂରାଜୀ ଖବର କାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜ ମହାକୁମ୍ଭ ‘ମେଟଲ ମିଟ ୨୦୨୫’ର ସପ୍ତମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ଏହି ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର...
କୁଇଜ୍ ମହାକୁମ୍ଭ ‘ମେଟଲ ମିଟ୍’ର ରେଜିଷ୍ଟ୍ରେସନ ଆରମ୍ଭ
ଭୁବନେଶ୍ୱର,୯।୮: ‘ମେଟଲ ମିଟ୍’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ୍ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ।...
ରାଜଧାନୀରେ ଚାଞ୍ଚଲ୍ୟ: ହସ୍ପିଟାଲ ବାଥରୁମ୍ରୁ ମିଳିଲା ନର୍ସଙ୍କ ମୃତଦେହ
ଭୁବନେଶ୍ବର,୯।୮: ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି। ହସ୍ପିଟାଲ ବାଥରୁମ୍ରୁ ମୃତଦେହ, ମିଳିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ ନର୍ସ ଗଞ୍ଜାମ ଜିଲାର ବୋଲି ଜଣାପଡିଛି।...
ଆଜିଠାରୁ କୁଇଜ୍ ମହାକୁମ୍ଭ ‘ମେଟଲ ମିଟ୍’
ଭୁବନେଶ୍ୱର,୯ା୮(ସୁଚିସ୍ମିତା ସାହୁ):ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କୁଇଜ୍ ମହାକୁମ୍ଭ ‘ମେଟଲ ମିଟ୍’ର ସପ୍ତମ ସଂସ୍କରଣ ଶନିବାର ଆୟୋଜନ ହେବ। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ହେବାକୁ ଥିବା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ...
୧୩ରେ ରାଜ୍ୟ କ୍ୟାବିନେଟ: ଆସିପାରେ ୮ରୁ ଅଧିକ ପ୍ରସ୍ତାବ
ଭୁବନେଶ୍ୱର,୯ା୮ (ରବିନାରାୟଣ ଜେନା):ଅଗଷ୍ଟ ୧୩ରେ ରାଜ୍ୟ କ୍ୟାବିନେଟ୍ର ୨୪ତମ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ ୭ ବିଭାଗର ୮ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିପାରେ...
ଆଜି ୩ୟ କିସ୍ତି ସୁଭଦ୍ରା ଟଙ୍କା:ଏହି ସମୟରେ ଖାତାକୁ ଆସିବ..
ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ):ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଶନିବାର ରକ୍ଷାବନ୍ଧନ ଅବସରରେ ପ୍ରଦାନ କରାଯିବ। ଜୟପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କୋଟିଏରୁ ଊର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କୁ ଏହି ଟଙ୍କା ଦିଆଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା...
କାଲି ରାଜ୍ୟରେ ଅତି ପ୍ରବଳ ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୮।୮(ଅନୁରାଧା ମହାରଣା)- ରାଜ୍ୟରେ ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ ଜିଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ...
Archives


