ମେଟ୍ରୋ

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ...

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୨ରେ ଦମନ ଶ୍ରେଷ୍ଠ ଫିଲ୍ମ ।୨୦ରେ ଦେବାଶିଷ ପାତ୍ର ଓ ୨୧ରେ ଅଙ୍କିତ...

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ...

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ।...

ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…

ଭୁବନେଶ୍ୱର,୧୪।୧୧: ଆସନ୍ତା ୧୯ ତାରିଖରୁ OSSTET -୨୦୨୪ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର ୧୯ ତାରିଖରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା...

ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ କରିଥିଲେ। ତେବେ ପ୍ରଥମେ ମାନ୍ୟବର ହାଇକୋର୍ଟ ଜୟନାରାୟଣଙ୍କ ଏହି ଆବେଦନକୁ ଖାରଜ...

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ...

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ ସୁନିୟନ୍ତ୍ରିତ ଗାଡ଼ି ଚଳାଚଳ, ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା...

ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୧୩।୧୧: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ...

ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

ଭୁବନେଶ୍ୱର,୧୩।୧୧: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri