ମେଟ୍ରୋ

ଆଇନମନ୍ତ୍ରୀ ଦେଲେ ବଡ଼ ବୟାନ: କହିଲେ ମଦ କାରବାରରେ ସମ୍ପୃକ୍ତ ଥିଲେ ହେବ…

ଭୁବନେଶ୍ୱର,୨୧ା୮: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥି ସହିତ ବେଆଇନ ତଥା...

ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୧।୮: ଆଜି ରାଜ୍ୟର ୪ଟି ଜିଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି...

ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିବେ କି ସରକାର ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ଯୋଜନାରେ ଗରିବ ପରିବାରର ସଦସ୍ୟମାନଙ୍କର ମୃତ୍ୟୁ ପରେ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ୧୮୧ କୋଟି ୮୪ ଲକ୍ଷ ଟଙ୍କାର ସହାୟତା ଦେଉଛନ୍ତି। ୨୦୧୯-୨୦ ମସିହାରୁ ରାଜ୍ୟ ସରକାର ଆରମ୍ଭ କରିଥିବା ହରିଶ୍ଚନ୍ଦ୍ର ଯୋଜନାରେ ଗ୍ରାମାଞ୍ଚଳରେ ୨...

ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ...

ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା, ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର,୨୧।୮: ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ପ୍ରତି ମିଲ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ,...

୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ…

ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ...

ନାମାଙ୍କନ ଭରିଲେ ମମତା

ଭୁବନେଶ୍ୱର,୨୧।୮: ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ କରିଛନ୍ତି। ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲଥିଲେ।...

ଚିକିଟି ମଦମୃତ୍ୟୁ: ବର୍ଷବର୍ଷ ଧରି ବିଜେଡି ଲିଙ୍କ୍‌ରେ ଚାଲିଥିବା କହିଲେ ବିଧାୟକ

ଭୁବନେଶ୍ୱର,୨୧।୮: ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ତେବେ...

ଆଜି ନାମାଙ୍କନ ଭରିବେ ମମତା: ତାଙ୍କ ରାଜ୍ୟ ସଭାକୁ  ଯିବା ଏକ ପ୍ରକାର…

ଭୁବନେଶ୍ୱର,୨୧।୮: ଭାଜପା ମମତା ମହନ୍ତଙ୍କୁ  ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିଛି। ମମତା ଆଜି ନାମାଙ୍କନ ଭରିବେ । ତେବେ ଭାଜପା ପାଖରେ ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ଏକପ୍ରକାର ରାଜ୍ୟ ସଭାକୁ ଯିବା ନିଶ୍ଚିତ ହୋଇସାରିଛି।...

୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ

ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ...

ବିଧାନସଭାରେ କଲେଜ ନିର୍ବାଚନ ତାତି

ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ସବୁ କିଛି ବିରୋଧୀଙ୍କ ହୋ ହଲ୍ଲାରେ ହଜିଯାଇଛି। କିଛିଦିନ ବ୍ରେକ...

ଭାଜପା ଉଦ୍ୟମ ପଣ୍ଡ ହୋଇଛି: ବିଜେଡି

ଭୁବନେଶ୍ୱର,୨୧।୮(ଅନିଲ ଦାସ):ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ମଙ୍ଗଳବାର ଅଣାଯାଇଥିବା ଅନାସ୍ଥା ଭୋଟ କାଟ୍‌ ଖାଇଯିବାରୁ ବିଜେଡି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ସସ୍ମିତା ପଦ ବଜାୟ ରଖିଥିବାରୁ ଭାଜପା ପାଇଁ ଏହା ଏକ ଶକ୍ତ ଧକ୍କା ହୋଇଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri