ମେଟ୍ରୋ

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ...

ବସ୍ତିରୁ ମିଳିଲା ମହିଳାଙ୍କ ମୃତଦେହ: ସ୍ବାମୀ ପୋଲିସକୁ କହିଥିବା କଥାକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ବର୧୦।୧୧: ଭୁବନେଶ୍ବରସ୍ଥିତ ୟୁନିଟ-୪ ରାମପୁର ବସ୍ତିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମହିଳା ଜଣଙ୍କ ରାତିରେ ଖାଇ ଶୋଇଥିବା ବେଳେ ସକାଳେ ମୃତଦେହ ମିଳିବା ଘଟଣାକୁ ନେଇ ଚର୍ଚ୍ଚା ବଢ଼ୁଛି। ତେବେ ମହିଳାଙ୍କ ସ୍ବାମୀ ପୋଲିସକୁ ଜଣାଇଥିଲେ ଯେ, ତାଙ୍କ...

୧୬ ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା)- ଆସନ୍ତା ୫ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୧୬ ତାରିଖ ଯାଏ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ...

ପୋତିଦେଲେ ଅନନ୍ତ ବାସୁଦେବଙ୍କ ଐତିହ୍ୟ କୂଅ

ପୁରୁଣା ଭୁବନେଶ୍ବର,୯ା୧୧(ସୁବାସ ଚନ୍ଦ୍ର ପ୍ରଧାନ): ଏକାମ୍ର କ୍ଷେତ୍ରର ଅନ୍ୟତମ ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିର ପରିସରରେ ଥିବା ପୁରାତନ କୂଅକୁ ପୋତିଦିଆଯାଇଛି। ଏଥିସହ କୁଅ ନିକଟରେ ଥିବା ଅନେକ ପୁରାତନ ଚୁଲାକୁ ମଧ୍ୟ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଏନେଇ...

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ...

ଶ୍ମଶାନରୁ ଜବତ ହେଲା ପୂର୍ବତନ ବିଧାୟକଙ୍କ ସ୍ତ୍ରୀଙ୍କ ମୃତଦେହ, ବୋହୂଙ୍କୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୧୧।୯: ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ହାଇଡ୍ରାମା  ଦେଖିବାକୁ ମିଳିଛି। ଅର୍ଦ୍ଧଦଗ୍ଧ ମୃତଦେହକୁ ନେଇ ସନ୍ଦେହ ବଢ଼ୁଛି। ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ସବୁଠୁ ବଡ଼ କଥା  ହେଉଛି ଏହା କୌଣସି ସାଧାରଣ ମୃତଦେହ ନୁହେଁ ଏହା ବ୍ରହ୍ମଗିରିର...

ଲଭ୍‌-ଜିହାଦକୁ ନେଇ ଡିସିପି ଦେଲେ ବଡ଼ ସୂଚନା: କହିଲେ ଦରକାର ହେଲେ…

ଭୁବନେଶ୍ୱର,୯ା୧୧: ଲଭ୍‌-ଜିହାଦ ଅଭିଯୋଗ ଘଟଣାରେ ଡିସିପି ପିନାକ ମିଶ୍ର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତ ମହମ୍ମଦ ସମୀର ମନସୁରଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମନସୁର ବିହାର ଇଷ୍ଟ ଚମ୍ପାରନ ଅଞ୍ଚଳର ହୋଇଥିବାବେଳେ ସେ...

ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୯ା୧୧: ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ଅଣବିଘଟନ ପ୍ଲାଷ୍ଟିକ୍‌କୁ ବାରଣ କରାଯାଇଛି। ଛାତ୍ରୀଛାତ୍ର କିଭଳି ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବେ ସେନେଇ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି। ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୯ା୧୧(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ରାଜ୍ୟର ବିକାଶ ପରିବର୍ତ୍ତେ ବ୍ୟକ୍ତିଗତ ଉନ୍ନତିକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି। ଝାଡ଼ଖଣ୍ଡରେ ବର୍ତ୍ତମାନ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri