ମେଟ୍ରୋ

ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ କିଛିଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ବର୍ତ୍ତମାନ ଖରିଫ ଫସଲ ପାଇଁ ଅନୁକୁଳ ହୋଇଛି। ଚାଷୀମାନେ ଜମି ହଳ କରିବାଠାରୁ ଆରମ୍ଭ କରି ଧାନ ପହ୍ଲାରୁଆରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ...

ଭୁଆଁବୁଲାଉଛି ବିଜେଡି: ଏମିତି କାହିଁକି କହିଲେ ଜୟନାରାୟଣ

ଭୁବନେଶ୍ୱର, ୭।୮(ସୁନିତ୍‌ ମିଶ୍ର): ଲୋକଙ୍କ ଭଲ ପାଇବା ପାଇଁ ଭାଜପା ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ଭାଜପା ସରକାର ଉଚିତ ସମୟରେ ଠିକ୍‌ ପଦକ୍ଷେପ ନେବ। ମାତ୍ର...

ପୁଣି ୫୦ ଟପିଲା ଆଳୁ

କଟକ,(କାର୍ତ୍ତିକ ସାହୁ)/ ଭୁବନେଶ୍ୱର,(ଅନିଲ ଦାସ), ୭ା୮: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି। ପଶ୍ଚିମବଙ୍ଗରୁ ଆଳୁ ଗାଡ଼ି ଓଡ଼ିଶାକୁ ଆସିବା ବନ୍ଦ ହେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଭୁବନେଶ୍ୱର ଉପକଣ୍ଠ ଆଇଗିଣିଆର ଆଳୁ ଗଦି ଖାଁ ଖାଁ...

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ ଗତ ନିର୍ବାଚନରେ ଦଳ କେତେ ଟଙ୍କା ଖର୍ଚ୍ଚ କରିଛି, ସେନେଇ ତଥ୍ୟ...

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ...

‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ

ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା...

ବଜାରରେ ନାହିଁ ଆଳୁ: ପୁଣି ବଢ଼ିଲା ଦର

ଭୁବନେଶ୍ୱର,୬।୮: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ...

ଗାନ୍ଧୀ ମାର୍ଗରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...

ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ: ମ୍ୟୁନିସିପାଲିଟ, ଏନ୍‌ଏସିକୁ ନେଇ କହିଲେ…

ଭୁବନେଶ୍ୱର,୬।୮: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଙ୍ଗଳବାର ବଡ଼ ବୟାନ ଦେଇଛନ୍ତି। ବିଧାନସଭା ଶେଷ ହେବା ପରେ ନୂଆ ମ୍ୟୁନିସିପାଲିଟି ଓ ଏନ୍‌ଏସି ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ବିଜେଡି ସରକାର କେବଳ ନିର୍ବାଚନକୁ...

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା

ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧...

ଆହୁରି ୩ ଦିନ ବର୍ଷା:  ପ୍ରବଳ ବର୍ଷିବ 

ଆହୁରି ୩ ଦିନ ବର୍ଷା:  ପ୍ରବଳ ବର୍ଷିବ ଭୁବନେଶ୍ୱର,୬।୮: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆହୁରି ୩ ଦିନ ବର୍ଷିବ। କଟକ ଭୁବନେଶ୍ୱରରେ ସକାଳୁ  ବର୍ଷା ହେଉଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri