ମେଟ୍ରୋ

ଇସ୍ତଫା ଦେଲେ ମମତା ମହନ୍ତ: କାହାକୁ ରାଜ୍ୟ ସଭା ପଠାଇବ ଭାଜପା, ଚର୍ଚ୍ଚାରେ…

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ...

ବିଜେଡିରୁ ଇସ୍ତଫା ଦେଲେ ମମତା ମହନ୍ତ: ଦଳ ଛାଡିବା ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୭: ରାଜ୍ୟ ସଭାରୁ ବିଜେଡି ଏମ୍‌ପି ମମତା ମହନ୍ତ ଇସ୍ତଫା ଦେବାର କିଛି ସମୟ ପରେ ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି ରାଜ୍ୟ ସଭା ସଦସ୍ୟ...

ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।...

ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…

ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି।...

କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ...

ଓ୍ବାୟନାଡ ଭୂସ୍ଖଳନ: ଡାକ୍ତର ବିଷ୍ଣୁଙ୍କ ମିଳିଲା ମୃତଦେହ

ଭୁବେନେଶ୍ୱର,୩୧।୭: କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ...

ଏଣିକି ଘରେ ବସି ପାଇବେ ଚାଉଳ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୩୧।୭: ଆଜି ସପ୍ତମ ଦିନରେ ସ୍ବାଭିବକ ରହିଛି ବିଧାନସଭା ପ୍ରଶ୍ନକାଳ । ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବୟସାଧିକ ଲୋକଙ୍କୁ ପିଡିଏସ ସମାଗ୍ରୀ ପହଞ୍ଚାଇବାକୁ ସରକାର...

୨ ଡାକ୍ତରଙ୍କ ଉଦ୍ଧାର ପାଇଁ କଥାହେଲେ ରାଜ୍ୟସରକାର, ମନ୍ତ୍ରୀ କହିଲେ… 

ଭୁବନେଶ୍ୱର,୩୧।୭: କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ୨ ଓଡ଼ିଆ ଡାକ୍ତର ନିଖୋଜ ଅଛନ୍ତିି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାର କଥାହୋଇଛନ୍ତି।  କେରଳ ସ୍ବତନ୍ତ୍ର ରିଲିଫ କମିଶନର ଓ ଓଡ଼ିଆ ଅଧିକାରୀଙ୍କ ସହ ଏସଆର୍‌ସି କଥା...

ବର୍ଷାରେ କ୍ଷତି ହୋଇଛି କି ଫସଲ, ମିଳିବ ସହାୟତା, ଜାଣନ୍ତୁ କ’ଣ କହିଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୩୧।୭: ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳିବ। ଆର୍‌ଆଇଙ୍କ ରିପୋର୍ଟ ପରେ କ୍ଷତିପୂରଣ ମିଳିବ ବୋଲି ବୁଧବାର ଗୃହରେ କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବର୍ଷାରେ ଯଦି ଫସଲ କ୍ଷତି ହୋଇଛି, ତା’ହେଲେ ତାହାର କ୍ଷତିପୂରଣ...

ରାଶନ କାର୍ଡ କାହାର ରହିବ , କାହାର କଟିବ: ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୧।୭: ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର...

ବ୍ରିଜ୍‌ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ

କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ...

ବିରୋଧୀ ଦଳ ନେତାଙ୍କୁ ଟାର୍ଗେଟ କଲେ ହରିଚନ୍ଦନ

ଭୁବନେଶ୍ୱର, ୩୧।୭(ସୁନିତ୍‌ ମିଶ୍ର): ବିଧାନସଭାରେ ସାଧାରଣ ବଜେଟ ନେଇ ମଙ୍ଗଳବାର ଅପରାହ୍ନରେ ଚାଲିଥିବା ଆଲୋଚନା ସମୟରେ ପଏଣ୍ଟ ଅଫ୍‌ ଅର୍ଡର ଆଣି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ୨୪ ବର୍ଷ ସରକାର ପରେ ମାତ୍ର ୨ ମାସ ଧରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri