ମେଟ୍ରୋ

ଭୁବନେଶ୍ୱରରେ ବ୍ରିଟେନ୍‌ ଫେରନ୍ତା

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍‌ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍‌ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ...

ଆଇପିଏସ୍‌ ଅଫିସର ସ୍ତରରେ ବଡଧରଣର ଅଦଳ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍‌ ଓ ଜଣେ ଓପିଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ...

ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ଅସିତ୍‌ କୁମାର ତ୍ରିପାଠୀ ଆସନ୍ତା ୩୧ ତାରିଖ ଦିନ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ...

ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି) ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ...

ହାତ ପତେଇବେ ଅଭିନେତ୍ରୀ ମୀରା

ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ।...

ବ୍ରିଟେନ୍‌ ଫେରନ୍ତାଙ୍କୁ ୧୪ଦିନ ସଙ୍ଗରୋଧ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ) : ବ୍ରିଟେନରେ ଆତଙ୍କ ରଚିଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଯେପରି ଭାରତ ପ୍ରତି ବିପଦ ସୃଷ୍ଟି ନ କରିବ ସେଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଇଥିବାବେଳେ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ଼ଲାଇନ୍‌ ଜାରି କରିଛନ୍ତି...

ଫେବୃୟାରୀରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ହେବନି

ଭୁବନେଶ୍ୱର, ୨୩ା୧୨(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌କୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀରେ ହେବାକୁ ଥିବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଛନ୍ତି। ଏ ନେଇ...

ଭିଜିଲାନ୍ସ ଜାଲରେ ଆର୍‌ବି ଡିଭିଜନ କିରାଣି

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍‌ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଡୁମ୍‌ଡୁମାସ୍ଥିତ ୩ ମହଲା ଘର, ଜଟଣୀସ୍ଥିତ...

ବନ୍ଦ ଘରେ ‘ବର୍ଣ୍ଣବୋଧ’

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଆ ଭାଷା ଅସ୍ମିତାର ପରିଚୟ ହେଉଛି ‘ବର୍ଣ୍ଣବୋଧ’। ଶିଶୁ ସାହିତ୍ୟର ପ୍ରାଣପ୍ରତିଷ୍ଠାତା ମଧୁସୂଦନ ରାଓ ‘ବର୍ଣ୍ଣବୋଧ’ ମାଧ୍ୟମରେ ଓଡ଼ିଆ ଭାଷାକୁ ବର୍ଣ୍ଣ ପରିଚୟ ଦେଇଛନ୍ତି। ଓଡ଼ିଆ ବର୍ଣ୍ଣ, ମାତ୍ରା, ଯୁକ୍ତାକ୍ଷର, ବନାନ, ଉଚ୍ଚାରଣ ଓ ଶବ୍ଦ ଗଠନ ଆଦି...

ଆଇଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍‌ଏସ୍‌ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର...

ଓଡ଼ିଶାରେ ୭୬୦ କଲରାପତରିଆ ବାଘ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍‌ ଅଫ୍‌ ଲିଓପାର୍ଡସ୍‌ ଇନ୍‌ ଇଣ୍ଡିଆ ୨୦୧୮’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri