ମେଟ୍ରୋ

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି...

ସରକାରୀ ଅଧିକାରୀଙ୍କୁ ଅନୁକମ୍ପା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଧାରଣ ଲୋକ ଆଇନକୁ ହାତକୁ ନେଲେ ଅଭିଯୋଗର ୨୪ଘଣ୍ଟା ଭିତରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌ ପଠାଇ ଦେଉଛି। ହେଲେ ସରକାରୀ ପଦପଦବୀରେ ଥିବା ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଏଭଳି ତତ୍ପରତା ଦେଖାଉ...

‘ବାତ୍ସଲ୍ୟ’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍‌ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି...

ଯୁବକଙ୍କୁ ଗୋଡ଼ାଇ ପିଟିଲେ ଯୁବତୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜମହଲ ଛକର ରାସ୍ତା ମଝିରେ ମଙ୍ଗଳବାର ଅପରାହ୍ନରେ ଜଣେ ଯୁବତୀଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଥିଲା। ଯୁବତୀ ଜଣକ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଏପରି କି ପଥରରେ ଛେଚି ତାଙ୍କ ମୁଣ୍ଡ ଫଟାଇ...

୪୬୪.୭୨ କୋଟିର ୪ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି ସରକାର। ରାଜ୍ୟରେ ମେଟାଲ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ୪ଟି ଶିଳ୍ପ କ୍ଷେତ୍ରରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଏଥିରେ ୮୭୩ ଜଣଙ୍କ ପାଇଁ...

ଶ୍ରୀମନ୍ଦିରର ଭୁଲ୍‌ ଫଟୋ ଲଗାଇ ଅପପ୍ରଚାର

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍‌ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍‌ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଓ ୨ ଓ୍ବେବ୍‌ ନ୍ୟୁଜ୍‌ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ଟୁଇଟ୍‌...

ରାଜଧାନୀରୁ ୪୮ ନୂଆ ପଜିଟିଭ୍‌ ଚିହ୍ନଟ: ଲକ୍ଷ୍ମୀସାଗର-ଚନ୍ଦ୍ରଶେଖରପୁର ଅଞ୍ଚଳରୁ ସର୍ବାଧିକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ମଙ୍ଗଳବାର ସହରରେ ୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀର ମୋଟ ସଂକ୍ରମିତ ସଂଖ୍ୟା ୩୦,୨୨୭କୁ ବୃଦ୍ଧି ପାଇଛି। ସେଥିରୁ ୨୯୩୫୮ଜଣ...

ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ ବାଘ ଛାଲ ବାବୁଙ୍କ ପାଇଁ ଆଣିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଗରେ ସ୍ବୀକାର...

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି...

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ...

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri