ମେଟ୍ରୋ

ଭୁବନେଶ୍ୱରରେ ହେବ ନୂଆ ଷ୍ଟାଡିୟମ୍‌

ଭୁବନେଶ୍ୱର,୨୬ା୭(ସୁନୀତ ମିଶ୍ର): ରାଜ୍ୟ ସରକାର ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ସହ ଏକ ନୂତନ ଷ୍ଟାଡିୟମ୍‌ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ରାଜ୍ୟର କ୍ରୀଡ଼ା ଓ ଯୁବସେବା ପାଇଁ...

ଆହୁରି ୫ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା):ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ...

୧ ଟଙ୍କାରେ ପ୍ରଧାନମନ୍ତ୍ରୀ ଫସଲ ବୀମା:କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୬ା୭(ଅସମାପିକା ସାହୁ):ଚଳିତ ବର୍ଷ ଖରିଫ ଋତୁରେ ୮ଟି ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌-ଏଫ୍‌ବିୱାଇ)ରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି କରିଛନ୍ତି। ଏଥିପାଇଁ କୃଷକଙ୍କ ପଞ୍ଜୀକରଣ ଅବଧି ଆସନ୍ତା ୩୧ ତାରିଖକୁ...

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା; ଦୁଗ୍ଧ ଉତ୍ପାଦନ ଦୁଇଗୁଣ କରିବା ଲକ୍ଷ୍ୟ

ଭୁବନେଶ୍ୱର,୨୬।୭: ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ...

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ...

ନବୀନ ପଟ୍ଟନାୟକଙ୍କୁ ଗିରଫ କରିବା ପ୍ରସଙ୍ଗ: ମନ୍ତ୍ରୀ-ବିଧାୟକ ମୁହାଁମୁହିଁ

ଭୁବନେଶ୍ୱର,୨୬।୭(ଅନିଲଦାସ):ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗରିଫ କରିବା ପ୍ରସଙ୍ଗକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ବିଜେଡି ବିଧାୟକ ଅରୁଣ ସାହୁ ମୁହାଁମୁହିଁ ହୋଇଛନ୍ତି। ଗୁରୁବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ଅରୁଣ କହିଛନ୍ତି,...

ବଜେଟରେ ସ୍ବାସ୍ଥକୁ ଗୁରୁତ୍ୱ, ବ୍ୟୟବରାଦ ହେଲା ଏତିକି କୋଟି

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ବଜେଟରେ ଜନସ୍ବାସ୍ଥ୍ୟ ସେବା...

୨୦୨୭ ସୁଦ୍ଧା ମେଟ୍ରୋ ରେଳ କାର୍ଯ୍ୟକ୍ଷମ, ପ୍ରଥମ ପର୍ଯ୍ୟାୟରେ ଗଡ଼ିବ ଏଇଠୁ…

ଭୁବନେଶ୍ୱର,୨୫।୭: ରାଜ୍ୟରେ ଭାଜପା ସରକାର ପ୍ରଥମ ବଜେଟ ଆଗତ କରିଛନ୍ତି । ଅର୍ଥବିଭାଗ ନିଜ ପାଖରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୁରୁବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର...

ନିଯୁକ୍ତିକୁ ନେଇ ବଜେଟରେ ବଡ଼ ଘୋଷଣା: ୨ ବର୍ଷରେ ପୂୂରଣ ହେବ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ବଜେଟରେ ଖାଲି ପଡିଥିବା ଦେଢ ଲକ୍ଷ ମୂଳ ସରକାରୀ ପଦବୀକୁ ଆଗାମୀ...

ବଜେଟରେ ଏହି ସବୁ ନୂଆ ଯୋଜନା ଆଣିଲେ ମୋହନ ସରକାର, ଜାଣନ୍ତୁ କ’ଣ କ’ଣ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ ଯୋଜନାର ନାମ ପରିବର୍ତ୍ତନ...

ପୂର୍ବ ମୁଖ୍ୟମନ୍ତ୍ରୀ କରିଥିବା ଏହି ସବୁ ଯୋଜନାକୁ ବଦଳାଇଲେ ମୋହନ, ରାଗିଯାଇ ନବୀନ କହିଲେ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା...

ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର। ଏହି ଯୋଜନା ଦ୍ୱାରା ମୋତିଆ ବିନ୍ଦୁ, ଗ୍ଲୁକୋମା ଓ କର୍ଣିଆର ଅସୁସ୍ଥତା କ୍ଷେତ୍ରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri