ମେଟ୍ରୋ

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ, ଅପ୍ସନାଲ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କଳାରେ ପାସ୍‌ହାର ୮୦.୮୪% ଥିବାବେଳେ ବିଜ୍ଞାନରେ ୬୨%, ବାଣିଜ୍ୟରେ ୫୭.୫୫% ଓ ଧନ୍ଦାମୂଳକ ଶିକ୍ଷାରେ ୫୨% ରହିଛି। କଳାରେ ପ୍ରଥମ ଶ୍ରେଣୀରେ ୨୯ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ଜଣ...

ପ୍ରଥମ ଡୋଜ୍‌ ପରେ ପଜିଟିଭ ଆସିଲେ ଦ୍ୱିତୀୟ ଡୋଜ୍‌ ନେବେନି

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାରେ ଶନିବାରଠାରୁ ୧୬୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହେବ। ପ୍ରତି କେନ୍ଦ୍ରରେ ଦୈନିକ ସର୍ବାଧିକ ୧୦୦ ଜଣଙ୍କୁ ଟିକା ଦିଆଯିବ। କମ୍‌ ହିତାଧିକାରୀ ଥିଲେ ୨/୩ କେନ୍ଦ୍ରକୁ ମିଶାଇ ଗୋଟିଏ କେନ୍ଦ୍ରରେ ଟିକା ଦିଆଯିବ। ଦୈନିକ ସକାଳ...

ଭୁବନେଶ୍ୱରରେ କୋଭାକ୍ସିନ, ବାକିି କୋଭିଶିଲ୍ଡ

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାକୁ ଦୁଇ ପ୍ରକାର କରୋନା ଟିକା ଆସିଛି। ‘କୋଭିଶିଲ୍ଡ’ ଟିକାର ୪ଲକ୍ଷ ୮ହଜାର ଡୋଜ୍‌ ଓ ‘କୋଭାକ୍ସିନ’ର ୨୦ହଜାର ଡୋଜ୍‌ ଆସିଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବାକୁ ଥିବାବେଳେ କାହାକୁ କେଉଁ ଟିକା ଦିଆଯିବ...

ଆଜି ଭୁବନେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଖୁସି ଖବର: ‘କୋଭିସିଲ୍‌ଡ’ ପରେ ରାଜ୍ୟରେ ପହଞ୍ଚିଲା ‘କୋଭାକ୍ସିନ’

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଗତ ୨ ଦିନ ହେଲା ରାଜ୍ୟବାସୀଙ୍କୁ ମିଳୁଛି ଆଶ୍ୱସ୍ତିକର ଖବର। ମଙ୍ଗଳବାର ଓଡ଼ିଶାରେ କରୋନା ଟିକା ‘କୋଭିସିଲ୍‌ଡ’ ପହଞ୍ଚିଥିବା ବେଳେ ବୁଧବାର ସକାଳେ ପହଞ୍ଚିଥି କୋଭିସିଲ୍ଡ। ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ୨୦ ହଜାର ଡୋଜ...

ପ୍ରଧାନମନ୍ତ୍ରୀଙ୍କୁ ନିରଞ୍ଜନଙ୍କ ଚିଠି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୮୫ ଜଣିଆ କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ...

ବଜେଟରେ ଜନଜାତି ସ୍ବାସ୍ଥ୍ୟ, କୃଷିକୁ ଗୁରୁତ୍ୱ ଦିଆଯାଉ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): କରୋନା କାଳରେ ସମଗ୍ର ବିଶ୍ୱରେ ଜନସାଧାରଣଙ୍କ ସ୍ବାସ୍ଥ୍ୟ, ଜୀବିକା ଓ ଅର୍ଥନୀତି ପ୍ରଭାବିତ ହୋଇଛି। ତେବେ ସବୁଠାରୁ ଅଧିକ ଆଦିବାସୀ ଓ ପ୍ରବାସୀ ଶ୍ରମିକମାନେ ହନ୍ତସନ୍ତ ହୋଇଛନ୍ତି। ଜନଜାତିଙ୍କ ସ୍ବାସ୍ଥ୍ୟ ଏବେ ବି ଚିନ୍ତାର ବିଷୟ ହୋଇରହିଛି। ସେମାନଙ୍କ...

ଭୁବନେଶ୍ୱର ଏମ୍ସକୁ ପ୍ରଥମ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) କେବଳ ଦେଶର ସର୍ବୋତ୍ତମ ଚିକିତ୍ସା ପ୍ରତିଷ୍ଠାନ ନୁହେଁ, ସ୍ବଚ୍ଛତା ଓ ରୋଗୀ ପାଇଁ ନିରାପଦ ପରିବେଶ ଯୋଗାଇବାରେ ମଧ୍ୟ ନିଜକୁ ପ୍ରମାଣିତ କରିପାରିଛି। ଏମ୍ସକୁ ସ୍ବଚ୍ଛତା...

ରାଜଧାନୀରେ ନକଲି ଘିଅ କାରଖାନା ଠାବ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୧୩।୧(ଡି.ଏନ୍‌.ଏ.): ଭେଜାଲ ଖାଦ୍ୟ ସାମଗ୍ରୀ କାରଖାନା ଏବେ ସାରା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। କେଉଁଠି ନକଲି ମସଲା ତ ଆଉ କେଉଁଠି ନକଲି ତେଲ କାରଖାନା ଠାବ କରାଯାଉଛି। ରାଜ୍ୟବାସୀ ଏବେ ଖାଦ୍ୟ ନାଁରେ...

ସୁପ୍ରିମକୋର୍ଟଙ୍କ ରାୟ ସତର୍କଘଣ୍ଟି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସୁପ୍ରିମକୋର୍ଟ ୩ଟି କୃଷି ଆଇନ ବାବଦରେ ଯେଉଁ ରାୟ ଦେଇଛନ୍ତି ତାହା କେନ୍ଦ୍ରରେ ଥିବା ଏକ ଅଗଣତାନ୍ତ୍ରିକ ସରକାର ପାଇଁ ସତର୍କଘଣ୍ଟି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଏକ ଗଣତାନ୍ତ୍ରିକ...

କେନ୍ଦୁପତ୍ର ବୋନସ ଘୋଷଣାକୁ ଲଲିପପ୍‌ କହିଲା ଭାଜପା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ରାଜ୍ୟ ସରକାର ଏକ ‘ଲଲିପପ୍‌’ ଧରାଇ ଦେଇଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ସରକାରଙ୍କ ବୋନସ ଘୋଷଣାକୁ ନେଇ ପ୍ରଦୀପ କହିଛନ୍ତି, କେନ୍ଦୁପତ୍ର ତୋଳାଳି, ଗଛ କଟାଳି, ବନ୍ଧେଇ ଶ୍ରମିକ, ସିଜିନାଲ...

ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡ଼ିିଶା ସ୍ଥାନ ପାଇଛି। ଏଥିଲାଗି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri