ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ...

ଦିଲୀପ ରାୟଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: ଦଣ୍ଡାଦେଶକୁ ସସ୍‌ପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ତାଙ୍କ ୩ ବର୍ଷର ଜେଲ ଦଣ୍ଡାଦେଶକୁ ଦିଲ୍ଲୀ ହାଇକୋର୍ଟ ସସ୍‌ପେଣ୍ଡ କରିଛନ୍ତି। ସୂଚନାଯୋଗ୍ୟ, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା...

ଉପ ନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଆସନ ଲାଗି ଉପ ନିର୍ବାଚନ ହେବ। ଏ ନେଇ ପ୍ରଚାର ପ୍ରସାର ଜୋରଦାର ଚାଲିଛି। ୩ ଦଳ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଥିବା ବେଳେ ବିଜେଡି ସୁପ୍ରିମୋ ତଥା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ,...

ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ...

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି...

ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...

ସମ୍ପାତି ଚଢ଼େଇ

ଶାରଦୀୟ ଦୁର୍ଗାପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଏକ ଭିନ୍ନ ପରମ୍ପରା ଦେଖାଯାଏ। ଏଠାରେ ସଂସ୍କୃତ ରାମାୟଣର ଚରିତ୍ର (ଅଷ୍ଟବୀର)ଙ୍କୁ ସମ୍ପାତି ଚଢ଼େଇ ଉପରେ ବସାଯାଇ ଉପାସନା କରାଯାଏ। ଏହି ଅଷ୍ଟବୀର ହେଲେ ସୁଗ୍ରୀବ, ଅଙ୍ଗଦ, ନଳ, ନୀଳ, ହନୁମାନ, ଜାମ୍ବବାନ, ସୁଶେଣ...

କାର୍‌ରେ କଳାକାଚ ପାଇଁ ଗଣିଲେ ୫ଶହ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ପାର୍ବଣରେ ଅପରାଧୀମାନେ ଗାଡ଼ିରେ କଳାକାଚ ଲଗାଇ ଅପରାଧ ଘଟାଇ ପାରନ୍ତି। କାରରେ ମଧ୍ୟ ଅନୈତିକ କାର୍ଯ୍ୟ ବଢିବା ଆଶଙ୍କା କରାଯାଉଛି। ତେଣୁ କଳାକାଚ ଲଗାଥିବା କାରକୁ ଧରିବା ପାଇଁ ଭୁବନେଶ୍ୱରରେ ଟ୍ରାଫିକ ପୋଲିସ ପକ୍ଷରୁ କଡାକଡି ଯାଞ୍ଚ କରାଯାଉଛି।...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri