ମେଟ୍ରୋ

ଚଢ଼ାଉ ସତ୍ତ୍ୱେ ପାର୍ବଣ ଭିଡ଼

ଭୁବନେଶ୍ୱର,୨୫।୧୦ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ ସ୍ବତନ୍ତ୍ର କରୋନା ଗାଇଡ୍‌ଲାଇନ୍‌ ଜାରି କରିଥିବାବେଳେ ପୋଲିସ ଲୋକଙ୍କୁ ସତର୍କ ଓ ସଚେତନ କରି ଆସୁଛି। ହେଲେ ରାଜଧାନୀର ହାଟ, ବଜାର, ମଲ୍‌ରେ ଏବେ ପାର୍ବଣ ଭିଡ଼ ଅସମ୍ଭାଳ...

ସହାୟତା ବାହାନାରେ ୧୦ ଲକ୍ଷ ଲୁଟିଲେ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବିଦେଶୀଙ୍କ ନାଁରେ ସହାୟତା ବାହାନାରେ ଲୁଟୁଛନ୍ତି ସାଇବର ଅପରାଧୀ। ପୂର୍ବରୁ ଓଡ଼ିଶାର ୨ଜଣ ବ୍ୟକ୍ତି ଏମିତି ଠକେଇର ଶିକାର ହୋଇ ଲକ୍ଷ ଲକ୍ଷ ଟଙ୍କା ହରାଇଥିବାବେଳେ ଏବେ ଆଉଜଣଙ୍କଠାରୁ ସାଇବର ଅପରାଧୀମାନେ ୧୦ଲକ୍ଷ ୩୬ହଜାର ଟଙ୍କା ଲୁଟି ନେଇଛନ୍ତି।...

ଦୂରରୁ ମିଳୁଛି ଦର୍ଶନ, ନିରାଶ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଫିକା ପଡ଼ିଛି ମା’ଙ୍କ ଧରାବତରଣ। ଭକ୍ତ ନିରାଡମ୍ବରରେ ପାଳିତ ହେଉଛି ମା’ଙ୍କ ପୂଜାର୍ଚ୍ଚନା। ନା ଆଗ ପରି ବଡ଼ ତୋରଣ ଅଛି ନା ଜାକଜମକ। କେବଳ ପରମ୍ପରା ଓ ରୀତିନୀତି ଅନୁସାରେ ମା’ ଦୁଗର୍ର୍ାଙ୍କ ପୂଜାର୍ଚ୍ଚନା ଜାରି...

୫ ଦିନ ବର୍ଷା ନାହିଁ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଆଉ ବର୍ଷାର ସମ୍ଭାବନା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ନେଇ ପାଗ ଅନୁକୂଳ ହେଲାଣି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ସୁବର୍ଣ୍ଣପୁର ଜିଲାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ...

ନିଜ ମାମଲା ଲଢ଼ି କୋଟିଏ ଫେରିପାଇଲେ

ଭୁବନେଶ୍ୱର,୨୫।୧୦:  ନ୍ୟାୟ ପାଇଁ ଜନସାଧାରଣ କୋର୍ଟଙ୍କ ଦ୍ୱାରସ୍ଥ ହୁଅନ୍ତି। କିନ୍ତୁ ବିନା ଆଇନଜୀବୀରେ କୋର୍ଟରେ ମାମଲା ଲଢ଼ିବା ଓ ଜିତିବା କାଠିକର ପାଠ। ହେଲେ ଏମିତି ବି ବ୍ୟକ୍ତି ଅଛନ୍ତି, ଯିଏ ଆଇନ ବହି ଅଧ୍ୟୟନ କରି ସେଥିରୁ ଜ୍ଞାନ...

ଜଳ ନଷ୍ଟକଲେ ୫ ବର୍ଷ ଜେଲ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦିନକୁ ଦିନ ଜଳର ଅପବ୍ୟବହାର ଏବଂ ଅଯଥା ଅପଚୟ ବଢ଼ିଚାଲିିଛି। ବର୍ଷା ଅଭାବରୁ ଦେଶ ତଥା ରାଜ୍ୟର ଅନେକ ଭାଗରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଆସନ୍ତା ୨୦୫୦ ବେଳକୁ ସମଗ୍ର ଦେଶରେ ଜଳ ସଙ୍କଟ...

ଆକୃଷ୍ଟ କରୁଛି ହେରିଟେଜ୍‌ ହୋମ୍‌ ଷ୍ଟେ’

ଭୁବନେଶ୍ୱର,୨୫।୧୦(ବ୍ୟୁରୋ):  ରାଜ୍ୟରେ ରୟାଲ ହେରିଟେଜ୍‌ ଟୁର୍‌ ପ୍ୟାକେଜ୍‌ ମାଧ୍ୟମରେ ଓଡ଼ିଶା ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପର୍ଯ୍ୟଟନ ବିଭାଗ ‘ହେରିଟେଜ୍‌ ପ୍ୟାଲେସ୍‌ ଟୁରିଜମ୍‌’ ଯୋଜନା ଉପରେ ଗୁରୁତ୍ୱ ଦେଉଛି। ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଗୁଜରାଟ ଆଦି ରାଜ୍ୟ ଭଳି ରୟାଲ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୋଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫,...

ଆଜି ରାଜଧାନୀରୁ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୭୬

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୮ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି...

ପୋଲିସକୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୪ା୧୦ (ବ୍ୟୁରୋ): ଭୁବନେଶ୍ୱର ସାଲିଆସାହିରେ ଦାଦାବଟି ମାଗୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ନୟାପଲ୍ଲୀ ଥାନାର ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଅଭିଯୁକ୍ତର ମା’ ଓ ଭଉଣୀ ମିଳିତ ଭାବେ ବିଧା ଗୋଇଠା ମାରିବା ସହ କାଠ...

ହାତ ତିଆରି ଖାଦ୍ୟର ହୋମ୍‌ ଡେଲିଭରି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କରୋନା ଲୋକଙ୍କ ଜୀବିକା ଛଡ଼ାଇ ନେଇଛି, ଆଉ ଅନେକଙ୍କୁ ନୂଆ ରାହା ବି ଦେଖାଇଛି। ବିଶେଷକରି ଯୁବବର୍ଗ ଘରେ ହାତବାନ୍ଧି ନ ବସି ଭିନ୍ନ ପନ୍ଥା ବି ଖୋଜି ପାଇଛନ୍ତି। ଲକ୍‌ଡାଉନ୍‌ରେ ରୋଜଗାର ହରାଇବା ପରେ ଅନନ୍ୟ...

ଏଥର କଟକଣାରେ ଭସାଣି

ପୁରୀ ଅଫିସ,୨୪ା୧୦: ଶାରଦୀୟ ଦୁର୍ଗାପୂଜାର ସମସ୍ତ ରୀତିନୀତି କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ପୁରୀ ଜିଲା ପ୍ରଶାସନ। ଚଳିତବର୍ଷ ମହାମାରୀ କରୋନା ପାଇଁ ସବୁକିଛି ନିରାଡ଼ମ୍ବର ଭାବେ କରାଯିବ। ମା’ ଦୁର୍ଗା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri