ମେଟ୍ରୋ

ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଏଥିରେ ପେଟ୍ରୋଲ ପମ୍ପ୍‌ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ...

ପ୍ରତି ଶୁକ୍ରବାର ସାଇକେଲ ଚଲାଇବାକୁ ଆହ୍ବାନ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ସାଇକେଲ ଚଲାଇଲେ ଶରୀର ସୁସ୍ଥ ରହିବା ସହ ପରିବେଶ ଉପରେ ସୁପ୍ରଭାବ ପଡ଼ିବ। ସାଇକେଲ ପ୍ରତି ଲୋକଙ୍କ ଉତ୍ସାହ ବୃଦ୍ଧି ନିମନ୍ତେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ...

୧୧୨୦ ଦୋକାନରେ ମିଳିବ ଫାଭିପିରାଭିର୍‌

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ଆକ୍ରାନ୍ତ ଚିକିତ୍ସା କ୍ଷେତ୍ରରେ ଫାଭିପିରାଭିର୍‌ ଔଷଧ ବ୍ୟବହାର କରାଯାଉଛି। ବିଶେଷକରି ହାମ୍‌ କ୍ୱାରାଣ୍ଟାଇନରେ ଥିବା ସଂକ୍ରମିତମାନେ ଏହି ଔଷଧ ଖାଇବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସରକାରୀ ସ୍ତରରେ ଫାଭିପିରାଭିର୍‌ ଟାବଲେଟ୍‌...

ବିସ୍ଫୋରଣସ୍ଥଳରୁ ମିଳିଲା ମଣିଷ କଙ୍କାଳ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣର ତୃତୀୟ ଦିନରେ ତଦନ୍ତକୁ ତ୍ୱରାନ୍ବିତ କରାଯାଇଛି। କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ (ପେସୋ) ଅଧିକାରୀଙ୍କ ସମେତ ରାଜ୍ୟ ଫରେନ୍‌ସିକର ୫ଜଣିଆ ଟିମ୍‌ ଏଥିରେ ସାମିଲ୍‌...

ପୁଣି ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପ୍ରଥମ ବର୍ଷ ଶ୍ରେଣୀ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ।...

ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ ପାଇଁ ୧୦ଦିନ ତଳେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ...

ହେଡ୍‌କ୍ୱାର୍ଟର୍ସରେ ରହିବାକୁ ଶିକ୍ଷକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ପାଇଁ ସାରା ରାଜ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେବ ସ୍କୁଲ ବନ୍ଦ ରହିଛି। ଏବେ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିଲେ ମଧ୍ୟ ସବୁ ଛାତ୍ରୀଛାତ୍ର ଉପକୃତ ହୋଇପାରୁନାହାନ୍ତି। ତେଣୁ ସ୍କୁଲ୍‌ ଖୋଲିବାକୁ ରାଜ୍ୟ ସରକାର ଚିନ୍ତା...

୧୮ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦ । ୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଲଗାତର ଲଘୁଚାପ ସୃଷ୍ଟି ହେଉଥିବାରୁ ଏହି ପ୍ରକ୍ରିୟା ବିଳମ୍ବିତ ହେଉଛି। ତେଣୁ...

ସୁରକ୍ଷା ପ୍ରତି ଧ୍ୟାନ ନାହିଁ

ଭୁବନେଶ୍ୱର,୧୦। ୧୦(ବ୍ୟୁରୋ): ରାଜ୍ୟରେ ଥିବା ପେଟ୍ରୋଲ ପମ୍ପ ତଥା ଗ୍ୟାସ ଫିଲିଂ ଷ୍ଟେଶନଗୁଡ଼ିକର ସୁରକ୍ଷା ପ୍ରତି ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ(ପେସୋ) ଗୁରୁତ୍ୱ ଦେଉନାହିଁ। ଫଳରେ ନିୟମିତ ବ୍ୟବଧାନରେ ପମ୍ପଗୁଡ଼ିକର ଯାଞ୍ଚ ହୋଇପାରୁ ନାହିଁ। ପେଟ୍ରୋଲ ପମ୍ପ୍‌ ପ୍ରତିଷ୍ଠା...

ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍‌

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ନୟାପଲ୍ଲୀସ୍ଥିତ କାର୍ଯ୍ୟାଳୟକୁ ଶନିବାର ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ଏହାକୁ ୧୫ ଦିନ ବନ୍ଦ କରିବାକୁ ବିଏମ୍‌ସି ନୋଟିସ ଦେଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...

ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭,...

ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri