ମେଟ୍ରୋ

ଆଗକୁ୍‌ କ’ଣ କରିବେ ପାଣ୍ଡିଆନ୍‌ ? ଖୋଲାଖୋଲି କହିଦେଲେ ନିଜ ମନର କଥା

ଭୁବନେଶ୍ୱର,୯।୬: ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କରିଛନ୍ତି କାତ୍ତିକ। ରାଜନୀତି ଛାଡି ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କହିଥିବା କଥା...

କ’ଣ ପାଇଁ ରାଜନୀତି ଛାଡିଲେ ପାଣ୍ଡିଆନ୍‌: ନିଜେ କଲେ ଖୁଲାସା

ଭୁବନେଶ୍ୱର,୯।୬: ଗତ ନିର୍ବାଚନରେ ବିଜେଡିର ମଙ୍ଗ ଧରିଥିବା କାତ୍ତିକ ପାଣ୍ଡିଆନ ଶେଷରେ ରାଜନୀତିରୁ ଅବସର ନେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ରାଜନୀତି ଛାଡୁଥିବା କଥା କହିଛନ୍ତି। ପରେ ଏକ ସାକ୍ଷାତକାରରେ ସେ ରାଜନୀତି ଛାଡିବାର ପ୍ରକୃତ କାରଣ ବିଷୟରେ...

ପୁଣି ଆଇଏଏସ ପଦବୀକୁ ଫେରିବେ କି ପାଣ୍ଡିଆନ, ଜାଣନ୍ତୁ ନିୟମରେ କ’ଣ ରହିଛି…

ଭୁବନେଶ୍ୱର,୮।୬: ଦେଶର ଅନେକ ଲୋକ IAS ଅଧିକାରୀ ହେବାର ସୱପ୍ନ ଦେଖିଥା’ନ୍ତି, କିନ୍ତୁ ଖୁବ କମ ଏହି ସ୍ବପ୍ନକୁ ପୂରଣ କରିବାରେ ସକ୍ଷମ ହୁଅନ୍ତି। ସିଭିଲ ସର୍ଭିସ କ୍ଷେତ୍ରରେ ଜଣେ ଆଇଏଏସ ଅଧିକାରୀ ପଦବୀ ସବୁବେଳେ ସର୍ବୋଚ୍ଚ ଏବଂ ସମ୍ମାନିତ...

ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ

ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ ସେ କହିଛନ୍ତି, ମୋ’ ପାଇଁ ବିଜୁ ଜନତା ଦଳ ବହୁତ କ୍ଷତି ସହିଛି।...

ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ

ଭୁବନେଶ୍ୱର,୯।୬: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀ ତଥା ବିଜୁ...

ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀଙ୍କ ଇସ୍ତଫା

ଭୁବନେଶ୍ୱର, ୭।୬: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି। ଆଇଏମ୍‌ଏସ୍‌ଏମ୍‌ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ୨ ଥର...

ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ...

ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର କନ୍ଧମାଳ ଲୋକ ସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ପ୍ରତ୍ୟକ୍ଷ ରାଜନୀତିରୁ ଅବ୍ୟାହତି ନେଇ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି।...

କେନ୍ଦ୍ରମନ୍ତ୍ରୀ ହେବେ ଧର୍ମେନ୍ଦ୍ର, ଜାଣନ୍ତୁ ଓଡ଼ିଶାରୁ କିଏ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬: ସମ୍ବଲପୁର ଏମ୍‌ପି ଧମେନ୍ଦ୍ର ପ୍ରଧାନଙ୍କୁ ପିଏମ୍‌ ଅଫିସରୁ ରବିବାର ଫୋନ୍‌ ଆସିଛି। ତେବେ ଏହି କଲ୍‌ ଆସିବା ପରେ ମନ୍ତ୍ରିମଣ୍ଡଳରେ ଧର୍ମେନ୍ଦ୍ର ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଧର୍ମେନ୍ଦ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୁଅନ୍ତି ତେବେ...

୧୦ ନୁହେଁ ଏହି ଦିନ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ନେବେ। ୧୦ ପରିବର୍ତ୍ତେ ୧୨ ତାରିଖରେ ଶପଥ ନେବା ନେଇ ସୂଚନା ମିଳିଛି। ପୂର୍ବରୁ ସୂଚନା ମିଳିଥିଲା...

ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଆସିଲା ଫୋନ, ମିଳିବ ଏହି ମନ୍ତ୍ରୀପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ...

‘ଏବେ ବି ପ୍ରେମ ସରିନି’, ନବୀନ-ପାଣ୍ଡିଆନଙ୍କ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ପ୍ରଶାନ୍ତ

ଭୁବନେଶ୍ୱର,୯।୬: ଖୋର୍ଦ୍ଧା ଜେଲରୁ ବାହାରୁ ବାହାରୁ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତ କହିଛନ୍ତି, ନବୀନଙ୍କ ପାଣ୍ଡିଆନ ପ୍ରେମ ଏବେ ବି ସରିନି। ଲୋକଙ୍କ ଭଲ ପାଇବା ଏବେ ବି ମୋ ପ୍ରତି ରହିଛି। ଜୀବନର ଶେଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri