ମେଟ୍ରୋ

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ ଆଦିତ୍ୟ ସ୍ତ୍ରୀ ବିଦ୍ୟାଶ୍ରୀ ଓ ୩ସାଙ୍ଗକୁ ଜେରା କରିବା ସହ ପଲିଗ୍ରାଫ...

୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଓଡ଼ିଶାର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଆଦି ସହରରେ...

ଫେରିଯିବ ମୌସୁମୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ ଆଉ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ସ୍ଥାନୀୟ ଜଳବାୟୁ ଆଧାରରେ କାଁ...

ପୁରୀ, କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର, ୨୭ା୯ (ବ୍ୟୁରୋ)- ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହୋଇଛି। ରବିବାର ବିଶ୍ୱ ପର୍ଯ୍ୟଟନ ଦିବସରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍ବତନ୍ତ୍ର ଉପହାର ସ୍ବରୂପ ମୋ ବସ୍‌ ସେବା ଆରମ୍ଭ ହେବ ବୋଲି ମୋ ବସ୍‌ ପରିଚାଳନା...

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ...

ଅକ୍ଟୋବରରେ ଖୋଲିପାରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): କୋଭିଡ୍‌ କଟକଣା ଭିତରେ ଅକ୍ଟୋବରରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲାଯିବା ନେଇ ଯୋଜନା ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆଜି ମନ୍ତ୍ରୀ ମନ୍ତ୍ରୀ କହିଛନ୍ତି, କରୋନାରେ ପର୍ଯ୍ୟଟନ...

ଜମି ଦେବାକୁ କହି ୭୦ ଲକ୍ଷ ଠକେଇ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ଜଣେ ବ୍ୟକ୍ତି ୭୦ ଲକ୍ଷ ଟଙ୍କା ଠକେଇ କରିଛନ୍ତି। ଏ ନେଇ ଠକେଇର ଶିକାର ହୋଇଥିବା ଧଉଳିସ୍ଥିତ ଗଙ୍ଗୋତ୍ରୀ ଅଞ୍ଚଳର ଛବିନ୍ଦ୍ରନାଥ ପାତ୍ର ବଡ଼ଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ପୋଲିସ ଏକ...

ଭୁବନେଶ୍ୱରରେ ଜିଗଲୋ ର଼୍ୟାକେଟ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କେତେକ ଯୁବକ ଜିଗଲୋ(କଲ୍‌ ବୟ) ସାଜି ମହିଳାଙ୍କ ଯୌନ ଲାଳସା ମେଣ୍ଟାଉଛନ୍ତି। ଏହି ର଼୍ୟାକେଟ ପଛରେ ଥିବା ମାଷ୍ଟରମାଇଣ୍ଡ ଅନ୍‌ଲାଇନ୍‌ରେ କାରବାର କରୁଛନ୍ତି। ଏପରି କି ଏଭଳି କାରବାର ରାଜଧାନୀର ବଡ଼ ବଡ଼ ହୋଟେଲରେ...

ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ...

CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୦୯...

ଓଟିଭି ନାଁରେ ଜମି ହଡ଼ପ ଅଭିଯୋଗ

ଖୋର୍ଦ୍ଧା ଅଫିସ,୨୭।୯: ଓଡ଼ିଶା ଟେଲିଭିଜନ (ଓଟିଭି) କର୍ତ୍ତୃପକ୍ଷଙ୍କ ବିରୋଧରେ ଚାଷଜମି ହଡ଼ପ କେଳେଙ୍କାରୀ ଅଭିଯୋଗ ଆସିଛି। ଶନିବାର ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ, ଜୟମଙ୍ଗଳ ଓ ଗଉଡ଼ପୁଟ ଗ୍ରାମର ଶତାଧିକ ଚାଷୀ ସମ୍ପୃକ୍ତ ଚ୍ୟାନେଲ କତ୍ତୃର୍ର୍ପକ୍ଷଙ୍କ...

ଅନିଶ୍ଚିତତାରେ ଓଡ଼ିଶାର ପ୍ରସ୍ତାବିତ ବନ୍ଦର: ଅଣ-ବୃହତ୍‌ ବନ୍ଦର ଉପରେ କେନ୍ଦ୍ରର ଆଖି

ଭୁବନେଶ୍ୱର,୨୭।୯(ବ୍ୟୁରୋ): କେନ୍ଦ୍ର ସରକାର ନୂତନ ବନ୍ଦର ଆଇନ-୨୦୨୦ ପ୍ରଣୟନ କରି ଅଣ ବୃହତ୍‌ ବନ୍ଦରଗୁଡ଼ିକ ଉପରୁ ରାଜ୍ୟର ଅଧିକାର ଛଡ଼ାଇ ନେବାକୁ ଯୋଜନା ଆରମ୍ଭ କରିଛନ୍ତି। ଏହାକୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ କଡ଼ା ବିରୋଧ କରିଛନ୍ତି। କେନ୍ଦ୍ର ସରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri