ମେଟ୍ରୋ

ସିଭିଲ୍‌ ସର୍ଭିସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୬ା୯(ବ୍ୟୁରୋ)-ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ଆସନ୍ତା ୩ ତାରିଖରେ ରାଜ୍ୟରେ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶପରେ...

ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪,...

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୭

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

କାର୍‌ ପାର୍କିଂ ପାଇଁ ବିଏମ୍‌ସିର ଉଚ୍ଛେଦ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ୟୁନିଟ୍‌-୨ ମାର୍କେଟ ବିଲଡିଂ ପାର୍ଶ୍ୱରେ ନିର୍ମାଣାଧୀନ ବହୁତଳ କାର୍‌ ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ ଉଠାଦୋକାନୀଙ୍କୁ ଶନିବାର ଉଚ୍ଛେଦ କରିଛି ବିଏମ୍‌ସି। ବେଆଇନ ନିର୍ମାଣ ଅଭିଯୋଗରେ ପୋଲିସ ସହାୟତାରେ ବୁଲ୍‌ଡୋଜର ଲଗାଇ ବିଏମ୍‌ସି ପକ୍ଷରୁ ଏହି...

ଅପହରଣ ପରେ ଆକ୍ରମଣ କରି ଲୁଟିଲେ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାତି ହେଲେ ଖଣ୍ଡଗିରି ଥାନା ଅଞ୍ଚଳରେ ଚାଲୁଛି ନିଶାଡ଼ି ଓ ଲୁଟେରାଙ୍କ ରାଜ୍‌। ଗତ ସପ୍ତାହରେ ଆନ୍ଧ୍ରରୁ ଆଳୁ ନେଇ ଆସିଥିବା ଟ୍ରକ୍‌ ଡ୍ରାଇଭରଙ୍କଠାରୁ ୩ଲକ୍ଷ ଟଙ୍କା ଲୁଟି ନେଇଥିବାବେଳେ ଗୁରୁବାର ରାତିରେ ଆଉଏକ ବଡ଼ଧରଣର ଘଟଣା ଘଟାଇଛନ୍ତି...

ପୁରୀ, କୋଣାର୍କକୁ ଗଡ଼ିବ ‘ମୋ ବସ୍‌’

ଭୁବନେଶ୍ୱର,୨୬।୯(ବ୍ୟୁରୋ):  ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଆସନ୍ତା ୨୭ ତାରିଖରେ ବିଶ୍ୱ ପର୍ଯ୍ୟଟନ ଦିବସରୁ ମୋ ବସ୍‌ ସେବା ଆରମ୍ଭ ହେବ ବୋଲି ମୋ ବସ୍‌ ପରିଚାଳନା ସଂସ୍ଥା କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ...

ଟ୍ରେନ୍‌ ଚଳାଚଳରେ ପ୍ରତିବନ୍ଧକ ନାହିଁ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଥିବା ସମସ୍ତ ପ୍ରତିବନ୍ଧକକୁ ହଟାଇବାକୁ ରାଜ୍ୟ ସରକାର ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ସଚିବ ତଥା ଆଇଆର୍‌ଟିଏସ୍‌ ଅଧିକାରୀ ମନୋଜ କୁମାର ମିଶ୍ର ଶୁକ୍ରବାର...

ଖୁସି ନୁହନ୍ତି ଓଡ଼ିଶାବାସୀ

ଭୁବନେଶ୍ୱର(ବ୍ୟୁରୋ),୨୬।୯: କରୋନାରେ ଓଡ଼ିଆମାନେ ଖୁସି ନ ଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଶୁକ୍ରବାର ଇଣ୍ଡିଆ ହାପିନେସ୍‌ ରିପୋର୍ଟ-୨୦୨୦ ପ୍ରକାଶ ପାଇଥିବାବେଳେ ତାଲିକାର ସବୁଠାରୁ ଶେଷରେ ରହିଛି ଓଡ଼ିଶା। ଦେଶବ୍ୟାପୀ ହୋଇଥିବା ଏହି ସର୍ଭେରେ ଓଡ଼ିଶା ୩୪ତମ ସ୍ଥାନରେ ରହିଛି। ଆର୍ଥିକ,...

ବଜାର ବୁଲି ସଚେତନ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱରରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଏବେ ବି ଜଟିଳ ସ୍ଥିତି ଜାରି ରହିଛି। ଅମାନିଆଙ୍କ ପାଇଁ ସଂକ୍ରମଣ ବଢ଼ୁଥିବାବେଳେ ଦିନକୁ ୩ଶହ ଉପରେ ପଜିଟିଭ୍‌ ବାହାରୁଛନ୍ତି। ସେହିଭଳି ଏହି ମହାମାରୀ ଏକାଧିକ ଜୀବନ...

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗରି, କୋରାପୁଟ, ରାୟଗଡା,...

୨୮ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ବିଜେଡି ବିଧାୟକ ଦଳ ବୈଠକ ଆସନ୍ତା ୨୮ ତାରିଖ ଅପରାହ୍ନ ୫ଟା ୩୦ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ବୈଠକରେ ସମସ୍ତ ବିଧାୟିକା ଓ ବିଧାୟକମାନଙ୍କୁ ଯୋଗ ଦେବା ପାଇଁ ଶୁକ୍ରବାର ସରକାରୀ ମୁଖ୍ୟସଚେତକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri