ମେଟ୍ରୋ

କୃଷି ବିଲ୍‌ ଚାଷୀଙ୍କୁ ରସାତଳଗାମୀ କରିବ: ଯୁବ କଂଗ୍ରେସ

ଭୁବନେଶ୍ୱର ୨୨।୯ (ବ୍ୟୁରୋ) କେନ୍ଦ୍ରର କୃଷି ବିଲ୍‌ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଓଏଏସ ସ୍ତରରେ ସୋମବାର ଛୋଟ ଧରଣର ଅଦଳ ବଦଳ ହୋଇଛି। ସାଧାରଣ ପ୍ରଶାନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଜାରି ବିଜ୍ଞପ୍ତି ଅନୁଯାୟୀ ୮ଜଣ ଅଧିକାରୀଙ୍କ ବଦଳି ହୋଇଛି।...

ଭେଣ୍ଟିଲେଟର ଅଭାବରୁ ରୋଗୀ ମରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର ୨୨।୯(ବ୍ୟୁରୋ):ରାଜ୍ୟରେ ଦୈନିକ ପ୍ରାୟ ୪ଶହରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ବାହାରୁଛନ୍ତି। ଦୈନିକ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ କେରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା ୭ଶହ ଟପିଲାଣି। ଭେଣ୍ଟିଲେଟର ଅଭାବରୁ ପ୍ରତ୍ୟେକ ଦିନ ରୋଗୀ ମରୁଛନ୍ତି। ଏଭଳି...

ପ୍ରସାର ଭାରତୀର ପୂର୍ବତନ ଏଡିଜି ଅଭୟ ପାଢ଼ୀଙ୍କ ପରଲୋକ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପ୍ରସାର ଭାରତୀର ପୂର୍ବତନ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଭୟ କୁମାର ପାଢ଼ୀଙ୍କ ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ସପ୍ତାହେ ଧରି ବରଗଡ଼ର ବିକାଶ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ...

ବିଧାନସଭା ଅଧିବେଶନ ପରିଚାଳନା: ୨୫ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। କରୋନା ମହାମାରୀ ଯୋଗୁ ଆସନ୍ତା ଅଧିବେଶନର ଅବଧି ମାତ୍ର ୮ ଦିନ ରଖାଯାଇଛି। ଏହି ସ୍ବଳ୍ପ ମିଆଦ ଅଧିବେଶନ ପାଇଁ ଆସନ୍ତା ୨୫ ତାରିଖରେ ବିଧାନସଭା ପରିସରରେ...

ନିଜ ସ୍ବାର୍ଥକୁ ଗୁରୁତ୍ୱ ଦେଉଛନ୍ତି ବିରୋଧୀ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ବିରୋଧୀ ଦଳଗୁଡିକ କୃଷକଙ୍କ ଅପେକ୍ଷା ନିଜ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଯାହା ଦୁଃଖର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଦେଶରେ ବ୍ରିଟିଶ ଯୁଗର ଆଇନକୁ...

ଓଡ଼ିଶା କ୍ୟାଡର ଆଇପିଏସ୍‌ ବିଏସ୍‌ଏଫ୍‌ ଆଇଜି ନିଯୁକ୍ତ

ଭୁବନେଶ୍ୱର,୨୨।୯(ବ୍ୟୁରୋ)-ଓଡ଼ିଶା କ୍ୟାଡର ୧୯୯୩ ବ୍ୟାଚ ଆଇପିଏସ୍‌ ଅଫିସର ସୁଶାନ୍ତ କୁମାର ନାଥକୁ କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର(ବିଏସ୍‌ଏଫ୍‌)ର ଇନ୍‌ସପେକ୍ଟର ଜେନେରାଲ (ଆଇଜି) ଭାବେ ନିଯୁକ୍ତି ଦେଇଛନ୍ତି। ସୋମବାର ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ...

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

କରୋନା ମୁକାବିଲା: ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): କରୋନା ସାରା ବିଶ୍ୱରେ ଏକ ବଡ ବିପଦ ସୃଷ୍ଟି କରିଥିବା ବେଳେ ଏହି ପ୍ରସଙ୍ଗକୁ ନେଇ ବିଜେଡି-ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ପାର୍ଲାମେଣ୍ଟରେ ଓଡିଶାର କୋଭିଡ ପରିଚାଳନା ନେଇ ଭାଜପା ସଦସ୍ୟ ଅଭିଯୋଗ ଆଣୁଥିବା...

କରୋନା ଆକ୍ରାନ୍ତ ଶିଶୁଙ୍କୁ ଭଲ କରିବ ମା’ କ୍ଷୀର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ଆକ୍ରାନ୍ତ ଶିଶୁ ମା’ କ୍ଷୀର ଖାଇପାରିବେ। ମା’ କ୍ଷୀର ହିଁ ଶିଶୁଙ୍କୁ ଶୀଘ୍ର ଭଲ କରିଦେବ ବୋଲି ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. ଅରବିନ୍ଦ ମହାନ୍ତି କହିଛନ୍ତି। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ...

୧୬ ପଇସା କମିଲା ଡିଜେଲ

ଭୁବନେଶ୍ୱର, ୨୨।୯: ଲଗାତର ୫ ଦିନ ଲାଗି ଡିଜେଲ ଦର ହ୍ରାସ ପାଇଛି। ଫଳରେ ସୋମବାର ଭୁବନେଶ୍ୱରରେ ଡିଜେଲ ୧୬ ପଇସା କମି ୭୭.୭୨ ଟଙ୍କା ରହିଛି। ଏଠାରେ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ଆସିନାହିଁ। ପେଟ୍ରୋଲ ଲିଟର ପିଛା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri