ମେଟ୍ରୋ

‘ଏବେ ବି ପ୍ରେମ ସରିନି’, ନବୀନ-ପାଣ୍ଡିଆନଙ୍କ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ପ୍ରଶାନ୍ତ

ଭୁବନେଶ୍ୱର,୯।୬: ଖୋର୍ଦ୍ଧା ଜେଲରୁ ବାହାରୁ ବାହାରୁ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତ କହିଛନ୍ତି, ନବୀନଙ୍କ ପାଣ୍ଡିଆନ ପ୍ରେମ ଏବେ ବି ସରିନି। ଲୋକଙ୍କ ଭଲ ପାଇବା ଏବେ ବି ମୋ ପ୍ରତି ରହିଛି। ଜୀବନର ଶେଷ...

୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି...

ରାଜନେତା ପୂର୍ବରୁ ଅଭିନେତା ଥିଲେ ନବୀନ ପଟ୍ଟନାୟକ, ଚରିତ୍ର ଥିଲା…

ଭୁବନେଶ୍ୱର,୯।୬: ଦୀର୍ଘ ୨୪ ବର୍ଷ କ୍ଷମତାରେ ରହିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଇଛନ୍ତି ନବୀନ ପଟ୍ଟନାୟକ। ୨୦୨୪ ନିର୍ବାଚନର ଫଳାଫଳ ଆସିବା ପରେ କ୍ଷମତାରୁ ଇସ୍ତଫା ଦେଇଛନ୍ତି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ। ଏହାପରେ ସାରା ଓଡ଼ିଶା ନବୀନ...

ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ପାଖକୁ ଗଲା ଫୋନ୍‌, ଲିଷ୍ଟରେ ନାହିଁ ଓଡ଼ିଶା ନେତାଙ୍କ ନାଁ

ନୂଆଦିଲ୍ଲୀ,୯।୬: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ପାଖକୁ ଫୋନ୍‌ ଆସିଛି। ଟିଡିପି, ଏଲଜେପି (ଆର) ଏବଂ ଜେଡିୟୁ ଭଳି ଦଳର ଏମ୍‌ପିମାନେ କଲ ପାଇଛନ୍ତି। ମନ୍ତ୍ରୀ ହେବା ପାଇଁ ଟିଡିପି ଏମ୍‌ପି ଚନ୍ଦ୍ରଶେଖର ପେମାସାନି ଏବଂ...

୭୮ ବିଧାୟକଙ୍କ ମଧ୍ୟରୁ କିଏ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ? ମନ୍ତ୍ରୀ ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ…

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ସର୍ବାଧିକ ୭୮ ଆସନରେ ବିଜୟ ପରେ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ପ୍ରଥମ ଥର ପାଇଁ ରାଜ୍ୟରେ ଦଳର ମୁଖ୍ୟମନ୍ତ୍ରୀ ହେବ। ଏହାକୁ ନେଇ ସସ୍‌ପେନ୍ସ ଜାରି ରହିଥିବା ବେଳେ ଆସନ୍ତା ୧୦...

ଗୋଟିଏ ଦିନରେ ନବଯୈାବନ ଦର୍ଶନ, ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଯାତ୍ରା

ପୁରୀ,୯ା୬(ଅଜିତ୍‌ ମହାନ୍ତି)ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଜୁଲାଇ ୭ତାରିଖରେ ଅନୁଷ୍ଠିତ ହେବ। ଆସନ୍ତା ୨୨ତାରିଖରେ ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ ଅଣସର ୧୫ଦିନ ପରିବର୍ତ୍ତେ ୧୩ଦିନ ପଡୁଛି। ଫଳରେ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନେତ୍ରୋତ୍ସବ, ନବଯୌବନ ଦର୍ଶନ...

୨ବର୍ଷରେ ସରିବ ଜାତୀୟ ଅଭିଲେଖାଗାର ଡିଜିଟାଇଜେଶନ

ଭୁବନେଶ୍ୱର,୯ା୬(ଶର୍ମିଷ୍ଠା ପାଣିଗ୍ରାହୀ)ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ଅଭିଲେଖାଗାର ସହିତ ଜାତୀୟ ଅଭିଲେଖାଗାରର ଏକ ଆଞ୍ଚଳିକ ଶାଖା ରହିଛି। ମାତ୍ର ଏହି ଜାତୀୟ ଅଭିଲେଖାଗାର ସମ୍ପର୍କରେ ବହୁ ଲୋକ ଜାଣିନାହାନ୍ତି। ଏପରିକି ଦେଶରେ ମଧ୍ୟ ଅଭିଲେଖାଗାରଗୁଡ଼ିକର ବିଭିନ୍ନ ବିକାଶମୂଳକ କାମ ଅନ୍ୟ କ୍ଷେତ୍ର...

ଏସ୍‌ସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ

କଟକ,୯।୬ (ଶିଳ୍ପା ପ୍ରିୟଦର୍ଶିନୀ): ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୧୧ ଦିନ ପରେ ଆଜି କଟକ ଏସ୍‌ସିବିରୁ ଡିସଚାର୍ଜ କରାଯାଇଛି। ଗତ ମେ’ ୨୯ ତାରିଖରେ ସେ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ ବିଭାଗରେ ଭର୍ତ୍ତି...

ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ...

ମୋଦି କ୍ୟାବିନେଟରେ ଓଡ଼ିଶାର ଏହି ନେତାଙ୍କୁ ମିଳିବ ବାଚସ୍ପତି ପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ...

କାର୍ଯ୍ୟରତ ଅବସରପ୍ରାପ୍ତ କର୍ମଚାରୀଙ୍କ ତାଲିକା ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୯ା୬(ଅନିଲ ଦାସ)ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘ ସମୟ ଧରି ଅବସରପ୍ରାପ୍ତ କର୍ମଚାରୀମାନେ ଆଡ୍ଡା ଜମାଇ ରହିଥିଲେ। ନୂଆ ସରକାର ଆସିବା ପୂର୍ବରୁ ସେହି ସେମାନଙ୍କ ମନରେ ଛନକା ପଶିଛି। କେଉଁ ବିଭାଗରେ କେତେ ଅବସରପ୍ରାପ୍ତ କର୍ମଚାରୀ ଅଛନ୍ତି, ସେ ସମ୍ପର୍କିତ...

ପାଣ୍ଡିଆନ ଖେଳିଲେ ପୁତୁରା କାର୍ଡ

ଭୁବନେଶ୍ୱର,୯ା୬(ଅନିଲ ଦାସ)ବିଜେଡିର ପରାଜୟ ପରେ ଦଳ ଭିତରେ ଅସନ୍ତୋଷ ତେଜିବାରେ ଲାଗିଛି। ବରିଷ୍ଠ ନେତାମାନେ ଏ ପର୍ଯ୍ୟନ୍ତ ପାଟି ଫିଟାଇ ନ ଥିବା ବେଳେ ଏହି ନିର୍ବାଚନରେ ମୁଖ୍ୟ ଭୂମିକା ନେଇଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ଦଳର ମଧ୍ୟମ ବର୍ଗ ନେତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri