ମେଟ୍ରୋ

ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଗର୍ଭବତୀ,...

ରାଜଧାନୀର ୩ ମହଲା କୋଠାରେ ଝୁଲୁଛି ମୃତଦେହ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ୩ ମହଲା କୋଠାରେ ଝୁଲୁଛି ମୃତଦେହ। ରାଜଧାନୀ ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୃତକ ଜଣଙ୍କ ହେଲେ ପିପିଲିର ଜାଜୁଲ୍ୟ ନାଥ(୫୭)। ଜାଜୁଲ୍ୟ ସହିଦସ୍ପୋଟିଂ ନିକଟ ଏକ ଘରୋଇ କମ୍ପାନୀରେ...

ବିଜେଡି ହାତରେ ବାଲେଶ୍ୱର, ତିର୍ତ୍ତୋଲ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଉଭୟ ଆସନରେ ବିଜୟୀ ହୋଇ ଦଳ ନିଜର ପ୍ରତିିପତ୍ତି ପୁଣି ଜାହିର କରିଛି। ବାଲେଶ୍ୱର ଆସନକୁ ବିଜେଡି ଭାଜପା ହାତରୁ ଛଡ଼ାଇ ଆଣିଛି। ଭାଜପାର ଅନୁକମ୍ପା ଭୋଟ...

ବଜେଟ ଖର୍ଚ୍ଚ ୫୧ ହଜାର କୋଟି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ଆଦାୟ ବୃଦ୍ଧି ଘଟିଛି। ଗତବର୍ଷ ତୁଳନାରେ ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ୨.୨୭ ପ୍ରତିଶତ ରାଜସ୍ବ ବୃଦ୍ଧି ଘଟିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ...

ଦୁଇଦିନ ଥଣ୍ଡା କମିବ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଚ୍ଛନ୍ନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ...

୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ...

ଘରେ ପହଞ୍ଚିବ ଡିଏଲ୍‌ସି

ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍‌ସନ୍‌ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ୍‌ (ଡିଏଲ୍‌ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ଘରେ ଘରେ ପହଞ୍ଚାଇବ। ପେନ୍‌ସନ୍‌ ପ୍ରଦାନକାରୀ କର୍ତ୍ତୃପକ୍ଷ ଡିଏଲ୍‌ସି ଗ୍ରହଣ ପାଇଁ ସମ୍ମତି ପ୍ରଦାନ କଲେ ପୋଷ୍ଟମ୍ୟାନ୍‌...

ଓଡ଼ିଆ ଫିଲ୍ମରେ ଗୀତ ଗାଇବେ ରାପର୍‌ ଦୁଲେ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କଳାହାଣ୍ଡିର ରାପର ଦୁଲେ ରକର୍‌ ଓଡ଼ିଆ ଫିଲ୍ମରେ ଗୀତ ଗାଇବେ। ୟୁଟ୍ୟୁବ୍‌ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ୱର ତାଣ୍ଡି ଓରଫ ଦୁଲେ ରକର୍‌ଙ୍କୁ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ...

କରୋନାରୁ ସୁସ୍ଥ ହେଲେ ଆଉ ୧୪୪୮, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୨,୯୧,୧୩୭କୁ ବୃଦ୍ଧି ପାଇଛି। ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୬୧ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

କମୁଛି ସଂକ୍ରମଣ: ଭୁବନେଶ୍ୱରରେ ଆଜି ଚିହ୍ନଟ ହେଲେ ୬୩ ଆକ୍ରାନ୍ତ; ୪୮ ଲୋକାଲ କେସ୍‌

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। ମଙ୍ଗଳବାର ସହରରେ ୬୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୮୩୭କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ...

୨୦ରୁ ବିଧାନସଭା ଶୀତ ଅଧିବେଶନ: ପୂର୍ବରୁ ହେବ କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। କରୋନା କଟକଣାକୁ ଦୃଷ୍ଟିରେ ରଖି ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ କୋଭିଡ୍‌ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଏ ନେଇ ବାଚସ୍ପତି କହିଛନ୍ତି, ପୂର୍ବ ଅଧିବେଶନ ଭଳି...

ସ୍କୁଲ ଫି’ ଛାଡ ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ଛାଡିଲେ ସରକାର

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ହାଇକୋର୍ଟରେ ଘରୋଇ ସ୍କୁଲ ଫି’ ଛାଡ ଆବେଦନ ମାମଲା। ରାଜ୍ୟ ସରକାର ସ୍କୁଲ ଫି’ ଛାଡ ନିଷ୍ପତ୍ତି ହାଇକୋର୍ଟଙ୍କ ଉପରେ ଛାଡି ଦେଇଛନ୍ତି। ତେଣୁ ଏବେ ସ୍କୁଲ ଫି’ ଛାଡ କରାଯିବ କି ନାହିଁ ସେ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri