ମେଟ୍ରୋ

୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ କାହିଁକି ଲାଗୁ ହୋଇନି। ଆସନ୍ତା ୪ ସପ୍ତାହ ମଧ୍ୟରେ ଜବାବ ଦାଲଖ କରିବାକୁ ସୁପ୍ରିମକୋର୍ଟ ଓଡିଶା ସମେତ ୪ ରାଜ୍ୟ ତେଲଙ୍ଗାନା, ପଶ୍ଚିମବଙ୍ଗ ଓ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ୍ମାନ...

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୩୭୭୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୮୦୦ ପାର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ୩୭୭୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୪୬୮୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯୧...

ସଫେଇ କର୍ମଚାରୀଙ୍କ ପାଇଁ ‘ଗରିମା’

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ‘ଗରିମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସେଫ୍ଟିକ ଟାଙ୍କି ତଥା ଅନ୍ୟାନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ...

ଚାଷୀଙ୍କ ପାଇଁ ୩୦୦ କୋଟିର ପ୍ୟାକେଜ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଚଳିତ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ଯୋଗୁ...

ଚେଲ୍ଲାକୁମାର ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ

ଭୁବନେଶ୍ୱର ୧୧।୯(ବ୍ୟୁରୋ):ଓଡିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ର ନୂଆ ପ୍ରଭାରୀ ଭାବେ ଚେଲ୍ଲାକୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଶୁକ୍ରବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତାଙ୍କ ପୂର୍ବରୁ ଜିତେନ୍ଦ୍ର ସିଂହ ଓପିସିସିର ପ୍ରଭାରୀ ଥିଲେ। ୨୦୧୮...

ଏନ୍‌ଇଇଟି ପାଇଁ ୪ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୧୧ା୯ (ବ୍ୟୁରୋ)-ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଏନ୍‌ଇଇଟି ପରୀକ୍ଷା ପାଇଁ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରୁ ୪ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ପ୍ରଥମଟି ଖରିଆର ରୋଡ୍‌ରୁ ଅପରାହ୍ନ ୪ଟାରେ ବାହାରି ରାତି ୧୦ଟା ୩୦ରେ ସମ୍ବଲପୁରରେ...

ବିଏମ୍‌ସିରୁ ଆଜି ୪୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ୩୦୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଆଜି ସର୍ବାଧିକ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ ସୁସ୍ଥ

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୨୫, ସୁନ୍ଦରଗଡରୁ ୨୬୭, ବରଗଡରୁ ୨୪୪, ମୟୂରଭଞ୍ଜରୁ ୨୪୦, ବାଲେଶ୍ୱରରୁ ୧୮୭, ଯାଜପୁରରୁ ୧୮୫, କେନ୍ଦ୍ରାପଡାରୁ ୧୭୯,...

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କରୋନା

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ ଆଇସୋଲେଶନରେ ଥିବା ପ୍ରକାଶ କରିଛନ୍ତି। ଯେଉଁ ମାନେ ତାଙ୍କ...

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ରୁ ଆରମ୍ଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍‌ ଏବଂ ଓପନ୍‌ ସ୍କୁଲ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିଭଳି ଓପନ୍‌ ସ୍କୁଲ୍‌ର ୧୨,୯୩୯ ଛାତ୍ରୀଛାତ୍ର ପରୀକ୍ଷା ଦେବେ।...

୧୩ରେ ଭୁବନେଶ୍ୱର ୟୁନିଟ-୧ ହାଟ ବନ୍ଦ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍‌ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରିଛି। ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହାଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri