ମେଟ୍ରୋ

ବିଷାକ୍ତ ହେଉଛି ଦୟା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବାୟୁ ପ୍ରଦୂଷଣ ପରେ ଏବେ ଚିନ୍ତା ବଢାଇଛି ଜଳ ପ୍ରଦୂଷଣ। ନଦୀ ଜଳ ପ୍ରଦୂଷଣ ଏବେ ଆଉଏକ ବଡ଼ ସମସ୍ୟାଭାବେ ଉଭା ହୋଇଛି। ବିନା ଟ୍ରିଟ୍‌ମେଣ୍ଟରେ ସ୍ବେରେଜ ଓ ଡ୍ରେନ୍‌ ପାଣି ନଦୀରେ ମିଶିବା ଯୋଗୁ ଏହାର ଜଳ...

ସାରୁଅ ଜମି ବିବାଦ: ଓଟିଭି ସିଏଫ୍‌ଓଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧ ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଇଓଡବ୍ଲ୍ୟୁ ଓଟିଭିର ସିଏଫ୍‌ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଗିରଫ କରିଛି। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ରବିବାର ତାଙ୍କୁ ୯ଘଣ୍ଟା ଜେରା କରାଯିବା ପରେ ଗିରଫ କରାଯାଇଛି। ମନୋରଞ୍ଜନ ଷଡ଼ଙ୍ଗୀଙ୍କ...

ଭୁବନେଶ୍ୱରରେ ଆଜି ୮୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍‌ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା...

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: ଅସନ୍ତୋଷ ପରେ ଟପ୍ପର ତାଲିକା ପ୍ରକାଶ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ଥିବା ରାଜ୍ୟର ୪୮ ମହିଳା ମହାବିଦ୍ୟାଳୟର ୟୁଜି ଓ ପିଜି ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିଲା। କିନ୍ତୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଟପ୍ପର ତାଲିକା ପ୍ରକାଶ ପାଇ ନ ଥିବାରୁ ବିଭିନ୍ନ...

ରଞ୍ଜନ କୁମାର ଦାସ ସଂସ୍କୃତି ବିଭାଗ ଭାରପ୍ରାପ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କୁମାର ନାୟକ ଶନିବାର ଅବସର ଗ୍ରହଣ...

ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ କରିବାକୁ ବିକଳ୍ପ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ...

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮୫...

ନଭେମ୍ବର ୨ ରୁ ୧୭ ରୁଟ୍‌ରେ ଗଡ଼ିବ ମୋ-ବସ୍‌

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ସୋମବାର ଅର୍ଥାତ୍‌ ନଭେମ୍ବର ୨ରୁ ମୋ-ବସ୍‌ ୧୭ ରୁଟ୍‌ରେ ଗଡ଼ିବ। ରୁଟ୍‌ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ...

ରାଜ୍ୟରେ ସୁସ୍ଥ ହେଲେ ୧୯୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୯୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୩, ବଲାଙ୍ଗୀରରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୋଳରୁ ୭୮, କଳାହାଣ୍ଡିରୁ ୭୮,...

ରାଜଧାନୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ତଥାପି ରହିବାକୁ ପଡ଼ିବ ସତର୍କ: ବିଏମ୍‌ସି କମିଶନର

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri