ମେଟ୍ରୋ

ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩...

ରାଜ୍ୟରେ ଆଜି ୧୫୪୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯୧...

ରାଜ୍ୟରେ ଅନୁଭୂତ ହେଲାଣି ଶୀତ, ୧୫ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ରାଜ୍ୟରୁ ମୌସୁମୀ ଫେରିଯାଇଛି। ମୌସୁମୀ ଫେରିଯିବା ପରେ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଶୀତ ଅନୁଭୂତ ହେଲାଣି। ରାଜ୍ୟରେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ସୋନପୁରରେ ତାପମାତ୍ରା ୧୨.୮ ଡିଗ୍ରୀ ରହିଛି। ଯାହାକି ସବୁଠୁ ଥଣ୍ଡା...

ବ୍ୟାଙ୍କ୍‌ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାକ୍ତର ଏବଂ କୋଭିଡ୍‌ ଯୋଦ୍ଧାମାନେ ଜନସାଧାରଣଙ୍କ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଥିବାବେଳେ ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଜନସାଧାରଣଙ୍କ ଜୀବିକା ବଞ୍ଚାଇବା କ୍ଷେତ୍ରରେ ମୁଖ୍ୟ ଭୂମିକା ନିର୍ବାହ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଭର୍ଚୁଆଲ୍‌...

ଥଇଥାନ ପ୍ୟାକେଜ୍‌ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍‌ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ...

ବଣଭୋଜି ସହ ଏଥର ଗ୍ଲାମ୍ପିଂର ମଜା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଶୀତ ଆଗମନ ସହ ଆରମ୍ଭ ହୋଇଛି ପର୍ଯ୍ୟଟନର ଋତୁ। ଏଭଳି ସମୟରେ କୋଭିଡ୍‌ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀଗୁଡିକରେ ପର୍ଯ୍ୟଟକଙ୍କ ଗହଳି ଚହଳି ମଧ୍ୟ ଦେଖିବାକୁ ମିଳୁଛି। ପୁରୀ, ଗୋପାଳପୁର, ଚାନ୍ଦବଲି, ଚନ୍ଦ୍ରଭାଗା ଆଦି ସମୁଦ୍ରକୂଳର ମଜାନେବା ସହ...

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ବ୍ରତ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୩୦ା୧୦(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶ ଏବଂ କାର୍ତ୍ତିକ ବ୍ରତ ପାଳନ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋଭିଡ-୧୯ ପାଇଁ ୭ମାସ ଧରି ଠାକୁରଙ୍କ ରୋଷ ତଥା ଆନନ୍ଦ ବଜାର ବନ୍ଦ ରହିଛି।...

ମରାମତି ହେବ ୭୩୬ ଡ୍ୟାମ୍‌

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୁରୁଣା ଜଳଭଣ୍ଡାରଗୁଡିକର ମରାମତି ହେବ। କେନ୍ଦ୍ର ସରକାର ୧୯ଟି ରାଜ୍ୟର ୭୩୬ ଡ୍ୟାମ୍‌ର ଉନ୍ନତୀକରଣ ଓ ମରାମତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୩୬ଟି ଡ୍ୟାମ୍‌ ରହିଛି। ଆସନ୍ତା ୧୦ ବର୍ଷ ଭିତରେ ଏହି କାର୍ଯ୍ୟ ଶେଷ ହେବ।...

ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି...

ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦...

ଘରେ ବସି ଦେଖିପାରିବେ ନନ୍ଦନକାନରର ଜୀବଜନ୍ତୁଙ୍କୁ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ଦୂରଦୂରାନ୍ତରୁ ନନ୍ଦନକାନନ ଆସିପାରୁ ନ ଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଯଦି କେହି ନନ୍ଦନକାନନ ଆସିପାରୁ ନାହାନ୍ତି , ତେବେ ସେମାନେ ଘରେ ବସି ନନ୍ଦନକାନରର ସମସ୍ତ ଜୀବଜନ୍ତୁଙ୍କୁ ଦେଖିପାରିବେ। ନନ୍ଦନକାନନର...

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri