ମେଟ୍ରୋ

ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନରୁ ୧୪୫ ଓ ଲୋକାଲ କଣ୍ଟାକ୍ଟ କେସ ୨୩୧ ରହିଛି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ସୁଦ୍ଧା ବିଏମସି...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୮୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦, ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬,...

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩...

CORONAVIRUS UPDATE: ରାଜ୍ୟରେ ୩୪୯୦ ନୂଆ ପଜିଟିଭ୍‌ ଚିହ୍ନଟ, ଆଜିବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୪୯୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୩୧୩୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪...

ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବିଭିନ୍ନ ସମୟରେ ଏମ୍‌ପି ଅନୁଭବ ମହାନ୍ତି କାହାକୁ ନା କାହାକୁ ଦୁର୍ବ୍ୟବହାର କରିଛନ୍ତି। କେତେବେଳେ ମହିଳାଙ୍କୁ ପୁଣି କେତେବେଳେ ରାଜନୈତିକ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା କେନ୍ଦ୍ରାପଡ଼ା ଏମ୍‌ପିଙ୍କୁ ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି।...

ଶିଶୁକନ୍ୟା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୮।୯ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଅଞ୍ଚଳରେ ୨୦୧୭ରେ ଘଟିଥିବା ଶିଶୁକନ୍ୟା ବଳାକତ୍ାର ମାମଲାର ରାୟ ସୋମବାର ଅତିରିକ୍ତ ଜିଲା ଦୌରାଜଜ୍‌ କମ୍‌ ପକ୍‌ସୋ କୋର୍ଟରେ ପ୍ରକାଶ ପାଇଛି। ଏୟାରଫିଲ୍ଡ ଥାନା ରେତଙ୍ଗ ଅଞ୍ଚଳର ଅଭିଯୁକ୍ତ ଦେବାଶିଷ ସାମନ୍ତରାୟ(୨୩)ଙ୍କୁ କୋର୍ଟ ୧୦...

ଅନୁଭବ ଇସ୍ତଫା ନ ଦେଲେ ଭୁଲ୍‌ ବାର୍ତ୍ତା ଯିବ: ଭାଜପା

ଭୁବନେଶ୍ୱର,୮।୯(ବ୍ୟୁରୋ): କାହାର ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ ଆଦୌ ଉଚିତ୍‌ ନୁହେଁ। ମାତ୍ର ଯେତେବେଳେ ସମାଜର ପ୍ରତିଷ୍ଠିତ ବ୍ୟକ୍ତି କିମ୍ବା ରୋଲ୍‌ ମଡେଲ ମହିଳା ହିଂସାରେ ଲିପ୍ତ ରହିବା ଘଟଣା ସାମ୍ନାକୁ ଆସିବ ସେତେବେଳେ ସୁରକ୍ଷା ଦୃଷ୍ଟିରୁ ଏହାକୁ ପ୍ରତିବାଦ କରିବା...

ବିଧାୟକ, ମନ୍ତ୍ରୀଙ୍କ ହେବ କରୋନା ପରୀକ୍ଷା

ଭୁବନେଶ୍ୱର, ୮।୯(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର ପ୍ରସ୍ତୁତି ଓ ବିଧାୟକମାନଙ୍କର କରୋନା ପରୀକ୍ଷା ନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ...

ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୯(ବ୍ୟୁରୋ): କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। କେତେକ ବ୍ୟକ୍ତି କୋଭିଡ ଗାଇଡ ଲାଇନରେ ଥିବା କଟକଣାକୁ ଅଣ ଦେଖା କରୁଛନ୍ତି। କେତେକ ଲୋକ ବିନା ମାସ୍କରେ ଗହଳି କରୁଛନ୍ତି।...

ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଦେଉନି ଜେଲ ବିଭାଗ

ଭୁବନେଶ୍ୱର,୮।୯ (ବ୍ୟୁରୋ):  ଜେଲରେ ରହୁଥିବା କଏଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସବୁ ରାଜ୍ୟର ଜେଲ ବିଭାଗ ଗୁରୁତ୍ୱ ଦେଉଛନ୍ତି। କଏଦୀମାନେ ଜେଲରୁ ମୁକ୍ତ ହେବାପରେ ଯେପରି ଅପରାଧରେ ଲିପ୍ତ ନ ରହି ସ୍ବାବଲମ୍ବୀ ହୋଇ ସମାଜରେ...

ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି ଭିଲାର ଏମ୍‌ଆଇଜି-୧୦ରେ ରହୁଥିବା ପ୍ରଶାନ୍ତ କୁମାର ମହାନ୍ତି(୩୭)। ତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ...

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ ରହିଛି। ଏଠାରେ ପେଟ୍ରୋଲ ଦର ଅପରିବର୍ତ୍ତିତ ୮୨.୬୪ ଟଙ୍କା ଥିବା ଜଣାପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri