ମେଟ୍ରୋ

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା ଅଞ୍ଚଳର ଝିଅ ଚିନ୍ମୟୀ ମହାପାତ୍ର (୨୨)ଙ୍କୁ ସାଇକୋ ଲେଡିର ଆଖ୍ୟା ଦେଇ ବଦନାମ...

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି ପ୍ରକ୍ରିୟାରେ ବହୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିବା...

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦ ଲୋକଙ୍କର ଜୀବନ ଯାଉଛି। ଜଳବାୟୁରେ ପରିବର୍ତ୍ତନ ଏବଂ ଆଗୁଆ ସୂଚନା ନ ମିଳିବାରୁ...

ରାଜଧାନୀରେ ବ୍ୟାଙ୍କ୍‌ ଲୁଟ୍‌: କର୍ମଚାରୀଙ୍କ ମୁଣ୍ଡରେ ଖେଳନା ବନ୍ଧୁକ ଲଗାଇ ଲୁଟିନେଲେ ୨.୮୦ଲକ୍ଷ

ଭୁବନେଶ୍ୱର,୭ା୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ବଡ଼ ଧରରଣ ଲୁଟ୍‌ ହୋଇଛି। ଏଥର ଲୁଟେରାମାନେ ବ୍ୟାଙ୍କକୁ ଟାର୍ଗେଟ କରିଛନ୍ତି। କର୍ମଚାରୀଙ୍କ ମୁଣ୍ଡରେ ଖେଳଣା ବନ୍ଧୁକ ଲଗାଇ ୨ଲକ୍ଷ ୮୦ହଜାର ଟଙ୍କା ଲୁଟି ନେଇଛନ୍ତି। ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରସ୍ଥିତ...

ଏଣିକି ରାତି ସାଢେ ୧୦ଟା ଯାଏ ଖୋଲିବ ମଦ ଦୋକାନ

ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦେଶୀ, ବିୟର, ଦେଶୀ ମଦ ଦୋକନ ରାତି...

ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି...

ଘୁଞ୍ଚିଲା ଓଜେଇଇ ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର,୭।୯(ବ୍ୟୁରୋ)-କରୋନା ପାଇଁ ଓଜେଇଇ ଅନଲାଇନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ପରୀକ୍ଷା ହେବାକୁ ଥିଲା। ଏଥିସକାଶେ ରାଜ୍ୟରେ ୨୧ଟି...

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍‌ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ରୁ ନିରନ୍ତର ଭାବେ କାର୍ଯ୍ୟ କରିଆସୁଥିଲି। ଏହି ମହାମାରୀ ସମୟରେ ଲୋକମାନେ...

ପୂର୍ବତନ ଏମ୍‌ପି ନରେନ୍ଦ୍ର ସ୍ବାଇଁଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୯(ବ୍ୟୁରୋ): ପୂର୍ବତନ ରାଜ୍ୟସଭା ଏମ୍‌ପି ନରେନ୍ଦ୍ର ସ୍ବାଇଁଙ୍କ ସୋମବାର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।...

ମହିଳାଙ୍କୁ ବ୍ଲାକମେଲିଂ: ୨ଲକ୍ଷ ନ ଦେଲେ ଅଶ୍ଳୀଳ ଭିଡିଓ ଭାଇରାଲ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଅଞ୍ଚଳର ଜଣେ ମହିଳାଙ୍କୁ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଜଣେ ଯୁବକ ବ୍ଲାକମେଲିଂ କରୁଥିବା ଅଭିଯୋଗ ହୋଇଛି। ଏପରିକି ୨ଲକ୍ଷ ଟଙ୍କା ନ ଦେଲେ ତାଙ୍କର କିଛି ଅଶ୍ଳୀଳ ଭିଡିଓ ଓ ଫଟୋକୁ...

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଡିସିପିଙ୍କୁ ରାଜ୍ୟ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ରାଜ୍ୟ ମହିଳା କମିଶନ ନିଜଆଡୁ ହସ୍ତକ୍ଷେପ କରିଛନ୍ତି। ମାମଲାର ଗୁରୁତ୍ୱକୁ ଦେଖି କମିଶନ ଅଧ୍ୟକ୍ଷା ମିନତି ବେହେରା ଭୁବନେଶ୍ୱର ଡିସିପି ଡା. ଉମାଶଙ୍କର ଦାଶଙ୍କୁ ରିପୋର୍ଟ ଦଲବ କରିଛନ୍ତି। କ’ଣ...

ଆଉ ୫ ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ

ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ୫ଟି ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ଦୁର୍ଗ-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍‌ ଦୈନିକ ଚାଲିବ। ଏହା ଭୁବନେଶ୍ୱରରୁ ରାତି ୭ଟା ୫୫ରେ ଛାଡ଼ିବ ଓ ୧୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri