ମେଟ୍ରୋ

ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ...

CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୧୩ ତାରିଖରେ ଏହା ଲଘୁଚାପ...

ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ । ଏ ନେଇ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୩ ପଜିଟିଭ

ଭୁବନେଶ୍ୱର, ୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ୪୮୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସେଥିମଧ୍ୟରୁ ୨୦୫ ଜଣ କ୍ୱାରାଣ୍ଟାଇନରୁ ଏବଂ ୨୭୮ ଜଣ ଲୋକାଲ...

ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍‌ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍‌ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍‌ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍‌ରେ ବହୁ...

ନୂଆ ବନ୍ଦର ଆଇନକୁ ବିରୋଧ କରିବ ଓଡ଼ିଶା

ଭୁବନେଶ୍ୱର,୬ା୯(ବ୍ୟୁରୋ): କେନ୍ଦ୍ର ସରକାର ଦୀର୍ଘବର୍ଷ ପରେ ପୁରାତନ ବନ୍ଦର ଆଇନକୁ ପରିବର୍ତ୍ତନ କରି ନୂତନ ଆଇନ-୨୦୨୦ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକଠାରୁ ମତାମତ ଲୋଡ଼ାଯାଇଛି। ତେବେ ଏହି ନୂତନ ବନ୍ଦର ଆଇନରେ ରାଜ୍ୟଗୁଡ଼ିକର...

ଆଜି ଆଉ ୮ ମୁଣ୍ଡ ନେଲା କରୋନା: ଅଛନ୍ତି ୨ ବୃଦ୍ଧ, ୬ କମ୍‌ ବୟସ୍କ ବ୍ୟକ୍ତି

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ୪୫ ବର୍ଷୀୟ ବ୍ୟକ୍ତି, ୭୮ ବର୍ଷୀୟ ବୃଦ୍ଧ, ୫୬ ବର୍ଷୀୟ ବ୍ୟକ୍ତି, କୋରାପୁଟର...

ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା; ୨ ପୋଲିସ କର୍ମଚାରୀ, ୨ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ : ଡିସିପି

ଭୁବନେଶ୍ୱର,୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ରାଜଧାନୀରେ ଜଣେ ନାବାଳିକା ଗଣବଳାକତ୍ାରର ଶିକାର ହୋଇଥିଲେ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତର ସହ ନେଇଛି। ମହିଳା ଥାନା ପୋଲିସ ପୋକ୍‌ସୋ ଆକ୍ଟରେ କେସ୍‌ ନଂ-୪୪/୨୦ ରୁଜୁ କରି ମାମଲା ତଦନ୍ତ କରୁଥିଲା। କିନ୍ତୁ...

ଏକାଧିକ ଟ୍ରେନ୍‌ ସମ୍ପୂର୍ଣ୍ଣ, ଆଂଶିକ ବାତିଲ

ଭୁବନେଶ୍ୱର,୬।୯ (ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ପାଇଁ ପୂର୍ବତଟ ରେଳପଥର ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। କେତେକ ଟ୍ରେନକୁ ବାତିଲ କରାଯାଇଥିବାବେଳେ ଆଉକିଛି ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୭, ୧୧...

୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ପାଇଁ କେନ୍ଦ୍ର ସାହିତ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri