ମେଟ୍ରୋ

ନୂଆ ମିଡିଆ ଟିମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ନେତାଙ୍କୁ ମିଳିଲା ସୁଯୋଗ

ଭୁବନେଶ୍ୱର,୨୨।୭: ସୋମବାର ବିଜେଡି ନୂଆ ମିଡିଆ ଟିମ ଘୋଷଣା କରିଛି। ଏଥିରେ ୧୬ ଜଣଙ୍କୁ ସାମିଲ କରାଯାଇଛି। ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ,...

ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର,୨୨।୭: ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ। ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରେ ଯୋଗ ଦେବା ପରେ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୀତାମ୍ବର କହିଛନ୍ତି, ବିନା...

ସଂସଦରେ ଗର୍ଜିଲେ ବିଜେଡି ଏମ୍‌ପି: ଓଡ଼ିଶାକୁ ଦିଆଯାଉ ସ୍ବତନ୍ତ୍ର ରାଜ୍ୟ ପାହ୍ୟା

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଓଡ଼ିଶାର ବିଜେଡି ଏମ୍‌ପି ରାଜ୍ୟ ସଭାରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଠାଇଛନ୍ତି। ବିଜେଡି ଏମ୍‌ପି ମୁନା ଖାଁ ଗୃହରେ କହିଛନ୍ତି,...

ରତ୍ନଭଣ୍ଡାର ନେଇ ପୁଣି ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨।୭: ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଦିନେ ଦୁଇଦିନ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସ୍‌ଆଇ। ଯାଞ୍ଚ କଲା ପରେ ଭିତର ଭଣ୍ଡାର ମରାମତି ନେଇ ନିଷ୍ପତ୍ତି ହେବ।...

ସୁଜିତ୍‌ ଆଉଟ୍‌ ଶୁଭାଶିଷ ଇନ୍‌ : ରାଜ୍ୟ ସଭା ପ୍ୟାନେଲରେ ସାମିଲ ହେଲେ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ୱର,୨୨।୭: ବିଜେଡି ଏମ୍‌ପି ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭା ପ୍ୟାନେଲରେ ସ୍ଥାନିତ ହୋଇଛନ୍ତି। ଶୁଭାଶିଷଙ୍କୁ ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ଦିଆଯାଇଛି। ବିଜେଡି ଏମ୍‌ପି ସୁଜିତ କୁମାରଙ୍କ ସ୍ଥାନରେ ଶୁଭାଶିଷଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟସଭା ଅଧ୍ୟକ୍ଷ...

ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ...

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..

ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ ନବୀନ ବଡ ମନ୍ତବ୍ୟ ଦେଇଛନ୍ତି। ନବୀନ ନିଜ ”ଏକ୍ସ’ ଆକାଉଣ୍ଟରେ ପାଣ୍ଡିଆନଙ୍କ...

୮ ରୁ ୧୭ ବର୍ଷ ବୟସର ଆଥଲେଟଙ୍କୁ ପ୍ରଶିକ୍ଷଣ ପାଇଁ କ୍ରୀଡ଼ା ଏକାଡେମୀ: ଅବସରପ୍ରାପ୍ତ କ୍ରୀଡ଼ାବିତ୍‌ଙ୍କୁ ମିଳବ ବୃତ୍ତି

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ କ୍ରୀଡ଼ାକୁ ଗୁରୁତ୍ୱ ଦେଇ ସେ କହିଛନ୍ତ ମୋ ସରକାର ଏକ ନୂତନ କ୍ରୀଡ଼ା ନୀତି ଆରମ୍ଭ କରିବାକୁ...

‘ରାଜ୍ୟପାଳଙ୍କ ପୁଅ ଉପରେ କିଛି କାର୍ଯ୍ୟାନୁଷ୍ଠାନ ନହେବା ବ୍ୟଥିତ କରିଛି’: ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ବିଧାନସଭା ଆରମ୍ଭ ହୋଇଥିଲା ବେଳେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଆଉ କଂଗ୍ରେସ। ଏହି ଅବସରରେ ବିରୋଧୀ ଦଳ ନେତା ମୁଖ୍ୟ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ନବୀନ...

ଏଣିକି ଷଷ୍ଠ ଶ୍ରେଣୀରୁ ପିଲାଙ୍କୁ ଦିଆଯିବ କୋଚିଂ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଏହା ସହ...

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହେଇଛି ଶୋକପ୍ରସ୍ତାବ । ଦିବଙ୍ଗତ ନେତା ତଥା ପୂର୍ବତନ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଛି। ମୁଖ୍ୟମନ୍ତ୍ରୀ ମୋହନ...

ଏଣିକି ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ: କ’ଣ ରହିବ ଜାଣନ୍ତୁ 

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ  ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri