ମେଟ୍ରୋ

ଅଭିନେତା ଅଜିତ ଦାସଙ୍କୁ କରୋନା

ଭୁବନେଶ୍ୱର(ବ୍ୟୁରୋ),୨ା୯: ବରିଷ୍ଠ ଓଡ଼ିଆ ସିନେ ଅଭିନେତା ତଥା ନାଟ୍ୟକାର ଅଜିତ ଦାସ କରୋନାରେ ଆକ୍ରାନ୍ତ ହୋଇଥିବା ତାଙ୍କ ପରିବାର ସୂତ୍ରରୁ ସୂଚନା ମିଳିଛି। ସୋମବାର ଦାସ କରୋନା ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ଦେଇଥିଲେ। ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ୍‌...

୨ ବିଧାୟକଙ୍କୁ କରୋନା

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଦୁଇଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ବିଜେଡି ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ...

ଜେଇଇ ମେନ୍‌ ଆରମ୍ଭ

ଭୁବନେଶ୍ୱର, ୨।୯(ବ୍ୟୁରୋ)- କରୋନା କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌ ଆରମ୍ଭ ହୋଇଛି। ଦେଶରେ ୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବାବେଳେ ଓଡ଼ିଶାର ୭ ସହରରେ ହୋଇଥିବା ୨୬ଟି ପରୀକ୍ଷା କେନ୍ଦ୍ରରେ ୩୮ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା...

ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା ଭଲ ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୭୨ ଲୋକାଲ କେସ୍‌ ରହିଛି। ତେବେ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରୁ ୨୦ଜଣ ଓୟୁଏଟି...

ଏହିସବୁ ରୁଟ୍‌ରେ ସବୁଦିନ ଚାଲିବ ମୋ’ ବସ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା। ଅଧିକ ଡିମାଣ୍ଡ ଥିବା ୮ ଟି ରୁଟ୍‌ରେ ସପ୍ତାହର...

ବିଏମ୍‌ସି କର୍ମଚାରୀଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ-ପୂର୍ବ ଜୋନ୍‌ରେ କାର୍ଯ୍ୟରତ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ବେହେରାଙ୍କର ସୋମବାର ପୂର୍ବାହ୍ନରେ କରୋନାରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ସେ ଆଗଧାଡ଼ିର ଯୋଦ୍ଧା ଥିଲେ। ତାଙ୍କ ନମୁନା ପଜିଟିଭ୍‌ ଆସିବା...

ପ୍ରଣବଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ଭୁବନେଶ୍ୱର, ୧।୯ (ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ସରକାର ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି। ଅଗଷ୍ଟ ୩୧ ତାରିଖରୁ ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ଏହି ଶୋକ ପାଳନ କରାଯିବ। ଏହି...

ସମ୍‌ରେ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭାରତର ନିଜସ୍ବ କୋଭିଡ୍‌-୧୯ ଟିକା ‘କୋଭାକ୍‌ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍‌ଶୀଘ୍ର ସମ୍‌ ହସ୍ପିଟାଲରେ ଆରମ୍ଭ ହେବ। ଏ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ପ୍ରକ୍ରିୟା ଜାରି ରହିଥିବାବେଳେ ଦ୍ୱିତୀୟ...

ଭାଜପାର ‘ସେବା ହିଁ ସଙ୍ଗଠନ’ ଇ-ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଆହ୍ବାନକ୍ରମେ ଭାଜପା କାର୍ଯ୍ୟକର୍ତ୍ତାମାନେ ଭାରତୀୟ ପରମ୍ପରା ‘ନର ସେବା-ନାରାୟଣ ସେବା’କୁ ସମ୍ମାନ ଜଣାନ୍ତୁ। ଏହି ଲକ୍‌ଡାଉନ ସମୟରେ ସ୍ବେଚ୍ଛାକୃତଭାବେ ସେମାନଙ୍କ ଅଞ୍ଚଳରେ ବାସ କରୁଥିବା ଗରିବ, ଦିନମଜୁରିଆ, ଦୁଃଖୀଜନ...

ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି ସେପ୍ଟେମ୍ବର ୭କୁ ବଢ଼ିଲା

ଭୁବନେଶ୍ୱର,୧।୯(ବ୍ୟୁରୋ): ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୭କୁ ବୃଦ୍ଧି କରାଯାଇଛି। ରାଜ୍ୟର ବନ୍ୟା ପରିସ୍ଥିତି ଏବଂ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ଚାଷୀମାନଙ୍କ ନାମ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri