ମେଟ୍ରୋ

ହିତାଧିକାରୀଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା

ଭୁବନେଶ୍ୱର,୧।୯(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନା ହିତାଧିକାରୀମାନେ ୪ ମାସର ଆଗୁଆ ଭତ୍ତା ପାଇବେ। ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବରର ଆଗୁଆ ଟଙ୍କା ହିତାଧିକାରୀଙ୍କୁ ମିଳିବ। ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି ବୋଲି ସାମାଜିକ...

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ୩୦ ଜିଲାରୁ ୩୦୨୫ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୩୦୨୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦୬୫୬୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ...

ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା...

୨୫ ଓଏଏସ୍‌ ଅଫିସର୍‌ଙ୍କ ବଦଳି

ଭୁବନେଶ୍ୱର,୧।୯ (ବ୍ୟୁରୋ):  ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍‌ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ...

ଆଜିଠୁ ଜେଇଇ ମେନ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍‌) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ...

ପ୍ରଶାନ୍ତ ଭୂଷଣ ରାୟ: ସାଧାରଣରେ ନାପସନ୍ଦ

ଭୁବନେଶ୍ୱର,୧।୯(ବ୍ୟୁରୋ):  ଦୀର୍ଘଦିନ ଧରି ଜାତୀୟସ୍ତରଠାରୁ ଆରମ୍ଭକରି ଆଞ୍ଚଳିକ ଗଣମାଧ୍ୟମ ଏବଂ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା ସାମାଜିକ କର୍ମୀ ତଥା ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ଶୁଣାଇଥିବା ରାୟ ବେଶ୍‌...

ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଣବଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର ଶୋକ...

‘ଲୋକଙ୍କ ଆବଶ୍ୟକତା ପୂରଣ କର’

ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ଏହି ଆହ୍ବାନ ଦେଇଛନ୍ତି। ଲୋକସେବା ଭବନରେ...

କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍‌ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ...

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri