ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ...

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ...

ଭୁବନେଶ୍ୱରରେ ପୁଣି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୪୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨୫ରେ ପହଞ୍ଚିଛି। ତେବେ ଆଜି ୨୭ ନଂ. ଓ୍ବାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି...

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ...

ରାଜ୍ୟରେ ୪ ଯାଏ ବର୍ଷା: ଏ ସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସେଷ୍ଟେମ୍ବର ୪ ଯାଏ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପାଣିପାଗ ବିଭାଗ...

ଏଥର ଝଲସିବନି ରାଜଧାନୀ: ଆଡ଼ମ୍ବରଶୂନ୍ୟ ହେବ ପୂଜା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସମସ୍ତ ପୂଜାପର୍ବ ଉପରେ କଟକଣା ଲାଗିଛି। ସେହିପରି ଭୁବନେଶ୍ୱରେ ଦୁର୍ଗାପୂଜା କେମିତି ହେବ ସେନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ କମିଟି ସଦସ୍ୟଙ୍କ ସହ କମିଶନରେଟ ପୋଲିସର ଏହି ବୈଠକ ହୋଇଥିଲା। ଏହି...

ଜେଇଇ, ଏନ୍‌ଇଇଟି ପାଇଁ ବିଏମ୍‌ସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା...

ଘର ଦେବା ଆଳରେ ବହୁ କୋଟି ଠକେଇ

ଭୁବନେଶ୍ୱର,୩୧।୮ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ଉଭାନ ହୋଇଯାଇଛି ଭୁବନେଶ୍ୱରର ଏକ ବିଲ୍ଡର ସଂସ୍ଥା। ଏନେଇ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଘଟଣାର ତଦନ୍ତ କରି ସତ୍ୟାସତ୍ୟ ପାଇବା...

ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ...

CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ୟୁଜି, ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ଆଜି ବୈଠକ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ସୋମବାର ବୈଠକ ବସିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ସବୁ ବିଶ୍ୱବିଦ୍ୟାଳୟ କୁଳପତି, ପରୀକ୍ଷା ନିୟନ୍ତ୍ରକ ଏବଂ...

ଆଜି ସ୍ବାୟତ୍ତ ଶାସନ ଦିବସ

ଭୁବନେଶ୍ବର, ୩୧।୮(ବ୍ୟୁରୋ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri