ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ...

ବନ୍ୟା ମୁକାବିଲା ପାଇଁ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ. ସିଂହଙ୍କୁ...

CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍‌ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍‌ ସେବାର ସଦସ୍ୟ...

୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା...

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା...

୫ କୋଟିର ବ୍ୟାଙ୍କ ଠକେଇ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍‌ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍‌ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ...

ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର ୧୨ ଦିନ ପରେ ଘଟଣାର ପର୍ଦ୍ଦାଫାଶ କରିଛି ସିସିଟିଭି। ଦୁଇ କୁକୁର ସାପ...

ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧...

ପେଟ୍ରୋଲ ୧୧ ପଇସା ବଢ଼ିଲା

ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧...

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି।...

ଉଛୁଳୁଛି ନଦନଦୀ

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହିତ ବହୁ ଲୋକ ଜଳବନ୍ଦୀ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri