ମେଟ୍ରୋ

୩୦% କମିଲା ସିଲାବସ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): କରୋନା ପାଇଁ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କମିଲା ସିଲାବସ୍‌। ୩୦% ସିଲାବସ୍‌ ହ୍ରାସ ହୋଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ସୂଚନା ଦେଇଛନ୍ତି। ତେବେ ୩ଟି କମିଟିର ସୁପାରିଶ...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୫ ବର୍ଷରେ ଗାଁରେ ୨୬ ଲକ୍ଷ ୮୪ ହଜାର ପକ୍କାଘର

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ସଫଳ ରୂପାୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହୋଇଛି। ୨୦୧୪-୧୫ରୁ ୨୦୨୦ ମଧ୍ୟରେ ରାଜ୍ୟରେ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କାଘର ନିର୍ମାଣ ହୋଇଛି। ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନା (ପିଏମ୍‌ଏଓ୍ବାଇ-ଜି)ରେ...

ଓଏସ୍‌ଆର୍‌ଟିସିକୁ ଟେକ୍ନୋଲୋଜି ସଭା ପୁରସ୍କାର

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ସମ୍ମାନଜନକ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ଟେକ୍ନୋଲୋଜି ସଭା ପୁରସ୍କାର-୨୦୨୦ ହାସଲ କରିଛି। ପରିଚାଳନା ଓ ଦକ୍ଷତାରେ ଉନ୍ନତି ପାଇଁ ଡିପୋ ମ୍ୟାନେଜମେଣ୍ଟ ସିଷ୍ଟମରେ ଆଇଟି ବ୍ୟବହାର ଯୋଗୁ ଏହି ସଫଳତା...

ଅକ୍ଟୋବର ୧ରୁ ବିମାନବନ୍ଦର ରନ୍‌ୱେ କାର୍ପେଟିଂ କାମ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସନ୍ତା ଅକ୍ଟୋବର ୧ତାରିଖରୁ ରନ୍‌ୱେର କାର୍ପେଟିଂ କାମ ଆରମ୍ଭ ହେବ। ୪ମାସ ଧରି କାର୍ପେଟିଂ କାମ ଚାଲିବ। ପ୍ରତିଦିନ ରାତି ୧୧ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କାମ ହେବ। ଏଥିପାଇଁ ଏହି ସମୟରେ...

ତୁଟୁନି ଭାଜପା-ବିଜେଡି ଆବାସ କଳି

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସବୁ ଜିଲାରେ ଦୁର୍ନୀତି ହୋଇଥିବା ନେଇ ଭାଜପା ଅଭିଯୋଗ କରିଛି। ଭାଜପାର ଅଭିଯୋଗ ପରେ ବିଜେଡି ମଧ୍ୟ ପଲଟା ଜବାବ ରଖିଛି। ଯଦି ଆବାସ ଯୋଜନରାରେ ଦୁର୍ନୀତି ହେଉଛି, ତେବେ କେଉଁ ଆଧାରରେ ଓଡିଶାକୁ...

ବଜେଟ୍‌ ପ୍ରକ୍ରିୟାରେ ସ୍ବଚ୍ଛତା: ୩ୟରେ ଓଡ଼ିଶା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟର ଆର୍ଥିକ ପ୍ରସଙ୍ଗରେ ୫-ଟି ଫ୍ରେମଓ୍ବାର୍କ କାର୍ଯ୍ୟକାରୀ କରିବା ସହ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ବଜେଟ୍‌ ସ୍ବଚ୍ଛତା ରକ୍ଷା କରିବାରେ ଓଡ଼ିଶା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ...

‘ଡିଜିନ୍‌’ ମାଗାଜିନ୍‌ରେ ଓଡ଼ିଶା କୃଷିଭବନ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରଶଂସା ସାଉଣ୍ଟିଥିବା ଓଡ଼ିଶାର କଳା ଏବେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି। ବିଶ୍ୱସ୍ତରୀୟ ସ୍ଥାପତ୍ୟ କଳା ମାଗାଜିନ ‘ଡିଜିନ୍‌’ରେ ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା ସ୍ଥାନ ପାଇଛି। ଏହି ପତ୍ରିକାରେ କୌଣସି...

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ...

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ...

ଏଣିକି ୨୨ଶହ ନୁହେଁ ୧୨ଶହ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍‌ଟି ପିସିଆର୍‌ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ ଏହା ୨୨ଶହ ଟଙ୍କା ଥିଲା। ଏନେଇ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri