ମେଟ୍ରୋ

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ ୩ରୁ ୭ ତାରିଖ ମଧ୍ୟରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ...

ଏଥର ଓଡିଶା ବାହାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର କରିବାକୁ ଓଜେଇଇ ନିଷ୍ପତ୍ତି ନେଇଛି। ଏହିସବୁ କେନ୍ଦ୍ର ହେଲା ପାଟନା, ରାଞ୍ଚି ଓ କୋଲକାତା। ସେହିପରି...

ସ୍ବାଧିନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରୀଛାତ୍ର: ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ସ୍କୁଲରେ ସ୍ବାଧିନତା ଦିବସ ପାଳନ ନେଇ ଗୁରୁବାର ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଗାଇଡଲାଇନ ଅନୁସାରେ, ପ୍ରତି ସ୍କୁଲରେ...

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି,...

ରାଜ୍ୟରେ ସୁସ୍ଥ ହେଲେ ୧୪୨୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି…

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୭ ଜିଲାରୁ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୭,୯୦୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି...

୨୦ ସୁଦ୍ଧା ଦୈନିକ ୫୦ ହଜାର ଟେଷ୍ଟ

ଭୁବନେଶ୍ୱର, ୧୩ା୮(ବ୍ୟୁରୋ) – କରୋନା ମୁକାବିଲାକୁ ରାଜ୍ୟ ସରକାର ଆହୁରି ବ୍ୟାପକ କରିଛନ୍ତି। ବିଶେଷକରି ପଜିଟିଭ୍‌ ଚିହ୍ନଟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୪୦ ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଇଛି। ଏନେଇ...

ଆଜି କଟକରୁ ୧୧୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୩।୮-କଟକ ସହରରୁ ଗୁରୁବାର ପୁଣି ୧୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୬୩ ଜଣ, କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ ଓ ୨୮ ଲୋକଲ କଣ୍ଟାକ୍ଟ କେସ୍‌ ରହିଛି। ମାଛୁଆ ବଜାରରୁ ୧୧...

ବ୍ରହ୍ମପୁରରେ ୩୧ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି

ଭୁବନେଶ୍ୱର, ୧୩।୮(ବ୍ୟୁରୋ)-ଗ୍ରାମର ଏକ ତୃତୀୟାଂଶ ଲୋକଙ୍କ ନିିକଟରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ନିକଟରେ ବ୍ରହ୍ମପୁରରେ ଶେଷ ହୋଇଥିବା ସେରୋ ସର୍ଭିଲାନ୍ସ ସର୍ଭେରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ ୩ରୁ ୭ ତାରିଖ ମଧ୍ୟରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ରାଜ୍ୟ...

ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ସୁରଜ ସମ୍ମାନ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ମିଳିଛି ସୁରଜ ସମ୍ମାନ। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗଦାନ କରିଥିବା ମହିଳାଙ୍କ ପରିବାରଙ୍କୁ ସୂରଜ ସମ୍ମାନ ପ୍ରଦାନ କରିଛନ୍ତି। ଅଙ୍ଗଦାତା ବ୍ରହ୍ମପୁରର ପ୍ରିୟଙ୍କା ପାତ୍ର, ଭୁବନେଶ୍ୱରର ସୁଚିତ୍ରା...

ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ କରିଛି। ବୁଧବାର ଅଜୟଙ୍କ ଘର ସମେତ ୬ ସ୍ଥାନରେ ଛାପା ମାରିଥିଲା ଭିଜିଲାନ୍ସର ୫ଟି...

ଲଘୁଚାପ ପ୍ରଭାବରେ ୪ ଦିନ ବର୍ଷିବ: ୧୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିଦ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି...

ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍‌ ବିଭୂ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ। ବିଭୂଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ଥିଲା। ଜୁଲାଇ ୯ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri