ମେଟ୍ରୋ

ଅଧା କର୍ମଚାରୀରେ ଷ୍ଟେଟ୍‌ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍‌ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ ଅପରାଧୀଙ୍କ ସୁରାକ ପାଇପାରୁନି ପୋଲିସ। ତେବେ ପୋଲିସକୁ ଅପରାଧୀଙ୍କ ସମ୍ପର୍କରେ ସୁରାକ ଦେଇଥାଏ...

ଯାନବାହନ ବିକ୍ରି ୨୨ % ବଢ଼ିଲା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଯାନବାହନ ବିକ୍ରି ଅତି ମାତ୍ରାରେ ପ୍ରଭାବିତ ହୋଇଥିଲା। ତେବେ ସେପ୍ଟେମ୍ବରରେ ୨୨ ପ୍ରତିଶତ ଅଧିକ ଯାନ ବିକ୍ରି ହୋଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ...

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,...

ଅଂଶୁପ୍ରଜ୍ଞାଙ୍କୁ ‘ଆର୍ଥ ହିରୋ ପୁରସ୍କାର’

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଓଡ଼ିଶାର ବନ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ନାଟ୍‌ୱେଷ୍ଟ ଗ୍ରୁପ୍‌ ଆର୍ଥ ହିରୋ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଅଂଶୁପ୍ରଜ୍ଞା ସାତକୋଶିଆର ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୫ବର୍ଷ କାମ କରୁଥିବା ସମୟରେ ବାଘର ବାସସ୍ଥାନ ସୁରକ୍ଷା, ମହାନଦୀ...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଜଙ୍ଗଲ ସମ୍ପଦ ଛାରଖାର ହୋଇଯାଉଛି । ପ୍ରତିବର୍ଷ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩,...

ଭୁବନେଶ୍ୱରରୁ ଆଜି ୩୧୨ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୪

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଏଥର ଝଲସିବ କଳାହାଣ୍ଡି: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୩ ଶକ୍ତି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲା ଜୟପାଟଣା ଅଞ୍ଚଳର ବାନେର୍‌ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ୍‌ ସବଷ୍ଟେଶନ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍‌ ମଧ୍ୟ...

ନିଖୋଜଙ୍କୁ ଖୋଜିବାରେ ନୈରାଶ୍ୟଜନକ ପ୍ରଦର୍ଶନ

ଭୁବନେଶ୍ୱର,୨।୧୦ (ବ୍ୟୁରୋ): ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ରାଜ୍ୟ ପୋଲିସ ଆରମ୍ଭ କରିଥିଲା ଅପରେଶନ ସ୍ମାଇଲ୍‌। ଏହାସତ୍ତ୍ୱେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ପୋଲିସର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସଦ୍ୟ ପ୍ରକାଶିତ ଏନ୍‌ସିଆର୍‌ବି ରିପୋର୍ଟ-୨୦୧୯ରୁ ଏହା...

ଆଜି ରାଜ୍ୟରୁ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୭୫ରେ ପହଞ୍ଚିଲା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ...

CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୧୦୯...

ଅଧ୍ୟାପକ ନିଯୁକ୍ତିରେ ଓଡ଼ିଆ ପିଲାଙ୍କୁ ଅଣଦେଖା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବଶେନର ଗୁରୁବାର ତୃତୀୟ ଦିବସ ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଭିନ୍ନଭିନ୍ନ ପ୍ରଶ୍ନ ମାଧ୍ୟମରେ ରାଜ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri