ମେଟ୍ରୋ

ରାଜ୍ୟ ସରକାରଙ୍କ ଅକ୍ଟୋବର ଗାଇଡଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ପଡିବ ତାଲା

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ଅକ୍ଟୋବର ମାସ ପାଇଁ ରାଜ୍ୟ ସରକାର ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି। କଣ୍ଟେନମେଣ୍ଟ ଜୋନରେ ଅକ୍ଟୋବର ୩୧ ଯାଏ ଲକଡାଉନ ବଳବତ୍ତର ରହିବ। ପୂର୍ବଭଳି ରାଜ୍ୟରେ ସମସ୍ତ ସିନେମା ହଲ ଓ ସୁଇମିଂ ପୁଲ ବନ୍ଦ ରହିବ। କେବଳ କ୍ରୀଡାବିତଙ୍କ...

୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ)-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୬ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୮, ଜଗତସିଂହପୁରରୁ ୨୩୩, ସୁନ୍ଦରଗଡରୁ ୨୩୩, ଯାଜପୁରରୁ ୧୯୮, ପୁରୀରୁ ୧୯୨, ଝାଡସୁଗୁଡାରୁ ୧୬୮, ମୟୂରଭଞ୍ଜରୁ ୧୫୫,...

ରାଜଧାନୀରେ ମାତିଲେ ଦୁର୍ବୃତ୍ତ: ଯୁବତୀଙ୍କଠାରୁ ଲୁଟିନେଲେ ମୋବାଇଲ

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରସୁଲଗଡ଼ କେନାଲ ରୋଡ ଅଞ୍ଚଳରେ ଜଣେ ଯୁବତୀଙ୍କଠାରୁ ଗୁରୁବାର ଦିନ ଦ୍ୱି’ପ୍ରହରରେ ଲୁଟ୍‌ ହୋଇଛି। ଯୁବତୀ ଜଣକ ସ୍କୁଟିରେ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କଠାରୁ ମୋବାଇଲ ଲୁଟିନେଇଛନ୍ତି। ଫଳରେ ଯୁବତୀ ଜଣକ ସ୍କୁଟିରୁ ପଡି ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ...

ଆଜିଠୁ ଲାଗୁହେଲା ନୂଆ ମୋଟରଯାନ ଆଇନ, ଜାଣନ୍ତୁ କ’ଣ ରହିଛି ନିୟମ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଗୁରୁବାରଠାରୁ ଲାଗୁ ହୋଇଛି ନୂଆ ନିୟମ। ଏଣିକି ଗାଡ଼ି ଚଳାଇବା ସମୟରେ ଡ୍ରାଇଭିଂ ଲାଇସେନ୍ସ କିମ୍ବା ଗାଡ଼ି କାଗଜପତ୍ରର ମୂଳ କପି ରଖିବା ବାଧ୍ୟତାମୂଳକ ନୁହେଁ। ମୂଳ କପି ରଖି ନ ଥିଲେ...

ବିଧାନସଭା ସମ୍ମୁଖରେ ମା’ଙ୍କ ବେକରେ ଛୁରି ଲଗାଇଲେ ପୁଅ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ବିଧାନସଭାର ସୁରକ୍ଷା ବଳୟ ବାହାରେ ଗୁରୁବାର ଏକ ଅଭାବନୀୟ  ଘଟଣା  ଘଟିଛି।  ଜଣେ ଯୁବକ ତାଙ୍କ ମା’ଙ୍କ ବେକରେ ଛୁରୀ ଲାଗାଇ ହତ୍ୟା ଧମକ ଦେଇଥିଲେ। ପୋଲିସ ଯୁବକଙ୍କ କବଳରୁ ମହିଳାଙ୍କୁ ରକ୍ଷା କରିବା ପାଇଁ ନାକେଦମ ହୋଇଥିଲା।...

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯୭ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ଲାଗି ଭାଜପାର ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର, ୧ା୧୦(ବ୍ୟୁରୋ):ରାଜ୍ୟରେ ଖାଲି ହୋଇଥିବା ଦୁଇଟି ବିଧାନସଭା ଆସନ ତିର୍ତ୍ତୋଲ ଏବଂ ବାଲେଶ୍ୱର ଆସନରେ ଉପନିର୍ବାଚନ ନେଇ ନିର୍ବାଚନ ତାରିଖ ଘୋଷଣା ସରିଛି। ଆସନ୍ତା ନଭେମ୍ବର ୩ ତାରିଖରେ ନିର୍ବାଚନ ହେବାକୁ ଥିବାବେଳେ ବର୍ତ୍ତମାନଠାରୁ ସବୁ ରାଜନୈତିକ ଦଳଗୁଡ଼ିକ ଜୋରଦାର...

ମୁଖ୍ୟମନ୍ତ୍ରୀ ଘରୁ ବାହାରନ୍ତୁ: ସୁର

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ରାଜ୍ୟରେ କରୋନା ପରିସ୍ଥିତି ମେ’ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଥିଲା। ହେଲେ ରାଜ୍ୟ ସରକାର ପ୍ରବାସୀ ଓଡ଼ିଆଙ୍କୁ ଆଣି ଭୁଲ୍‌ କଲେ। ବିଭିନ୍ନ ଷ୍ଟେଶନରେ ସେମାନେ ଓହ୍ଲାଇବା ଫଳରେ ରାଜ୍ୟ ସାରା ସଂକ୍ରମଣ ବ୍ୟାପିଲା। ଗଞ୍ଜାମ ଓ ଖୋର୍ଦ୍ଧା...

ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ମହାମାରୀ ପରିଚାଳନାରେ ରାଜ୍ୟ ସରକାର ଉତ୍କୃଷ୍ଟ ପଦକ୍ଷେପ ନେଇଥିବାରୁ ଅନ୍ୟରାଜ୍ୟ ତୁଳନାରେ ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ରହିଛି। ବୁଧବାର ବିଧାନସଭାରେ ବିରୋଧୀଙ୍କ କୋଭିଡ୍‌ ସଂକ୍ରାନ୍ତ ମୁଲତବୀ ନୋଟିସ୍‌ ପରେ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ନିଜ...

ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡ ପାଇଁ ଏସ୍‌ଓପି

କଟକ ଅଫିସ, ୧ା୧୦: ଏସ୍‌ସିବିର କୋଭିଡ ଆଇସୋଲେଶନ ୱାର୍ଡ ଓ ପ୍ରସ୍ତାବିତ କୋଭିଡ ହସ୍ପିଟାଲ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ତ୍ରୁଟି ବିହୀନ ସେବା ଯୋଗାଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ନୂଆ ଏସ୍‌ଓପି ଅନୁଯାୟୀ, ପ୍ରତ୍ୟେକ ଫ୍ଲୋର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri