ମେଟ୍ରୋ

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର,୬।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର...

ନିୟନ୍ତ୍ରଣକୁ ଆସିବ ‘ମୋ ବସ୍‌’ର ବେଗ, ଲାଗିବ ସ୍ପିଡ୍‌ ଗଭର୍ଣ୍ଣର

ଭୁବନେଶ୍ୱର,୬।୧୧: ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି ନିଆଯାଇଛି। ଏ ମ୍ପର୍କରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ସହର ଭିତରେ ଚାଲୁଥିବା ମୋ ବସ୍‌ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ...

ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍‌ପିଙ୍କ ବୟାନ…

ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ବଡ଼ ବୟାନ ଦେଇଛନ୍ତି। ଯାଜପୁରରୁ ପ୍ରକ୍ରିୟା ଆରମ୍ଭ ହେଲା, ୨୦୨୯ ନିର୍ବାଚନ...

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦...

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା...

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଥିବା ସୂଚନା ମିଳିଛି। ଦଳରେ ଅଣଦେଖା...

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା ବଢ଼ୁଛି। ପୂର୍ବତନ ବିଧାୟିକା ସୁନନ୍ଦା ଦାସ କିଛିିଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ।ବିଧାନସଭା...

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର...

୫୭ ନୂଆ ଏନ୍‌ଏସି ପ୍ରସ୍ତାବ: ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୬ା୧୧(ଅନିଲ ଦାସ)ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ...

ଭରତପୁର ଥାନାରେ ନିର୍ଯାତନା ଘଟଣା:୩୦୦ରୁ ଊର୍ଦ୍ଧ୍ୱ ସତ୍ୟପାଠ ଦାଖଲ

ଭୁବନେଶ୍ୱର,୬ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି। ଏଥିସହ ବିଚାର ବିଭାଗୀୟ ଯାଞ୍ଚ ଚାଲିଥିବାବେଳେ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲର ସମୟସୀମା ମଙ୍ଗଳବାର ଶେଷ ହୋଇଛି। ତେବେ...

ନରମିଲା ଇସ୍କନ: ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ୱର,୬।୧୦(ବନ୍ଦନା ସେଠୀ):ଶେଷରେ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗ ଆଗରେ ମୁଣ୍ଡ ନୁଆଁଇଛି ଇସ୍କନ। ଆମେରିକାର ହ୍ୟୁଷ୍ଟନ୍‌ରେ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ପୁରୀ ଶଙ୍କରାଚାର୍ଯ୍ୟ, ଗଜପତି ମହାରାଜା, ସେବାୟତ ଓ ଶ୍ରଦ୍ଧାଳୁମାନେ ତୀବ୍ର ବିରୋଧ କରିବା ପରେ ଇସ୍କନ କର୍ତ୍ତୃପକ୍ଷ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri