ମେଟ୍ରୋ

ସ୍ତନ୍ୟପାନବେଳେ ମା’ମାନେ ସଚେତନ ରୁହନ୍ତୁ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଶିଶୁର ଉତ୍ତମ ସ୍ବାସ୍ଥ୍ୟ ଏବଂ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀର ହେଉଛି ସର୍ବୋତ୍ତମ ବିକଳ୍ପ। ମା’ କ୍ଷୀରରେ ଥିବା ଭିଟାମିନ୍‌, ଶ୍ୱେତସାର, ପୁଷ୍ଟିସାର, ଲୌହସାର, ଖଣିଜ ଲବଣ, କ୍ୟାଲ୍‌ସିୟମ୍‌ ଏବଂ ଜଳ ଶିଶୁ...

ବୈଦ୍ୟୁତିକ ସମସ୍ୟାର ସମାଧାନ କରିବ ଟାଟା ପାଓ୍ବାର କଲ୍‌ ସେଣ୍ଟର

ଭୁବନେଶ୍ୱର, ୮।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଲ୍ୟାଣୀ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱାରା ଟାଟା ପାଓ୍ବାର କଲ୍‌ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଏହା ଉପଭୋକ୍ତା ଏବଂ କମ୍ପାନୀ ମଧ୍ୟରେ ସେତୁ ସାଜିବ। ବିଦ୍ୟୁତ୍‌ ସମସ୍ୟାର ତ୍ବରିତ ସମାଧାନ ଏହାର...

ନାଳିଆସାହି, ଭେଙ୍କଟରାୟପୁର ଗାଁକୁ ମିଳିଲା ୟୁନେସ୍କୋ ପ୍ରମାଣପତ୍ର

ଭୁୂବନେଶ୍ୱର,୮।୮(ବ୍ୟୁରୋ): ଜଗତସିଂହପୁର ଜିଲାର ନୋଳିଆ ସାହି ଏବଂ ଗଞ୍ଜାମ ଜିଲାର ଭେଙ୍କଟରାୟପୁର ଗ୍ରାମକୁ ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ (ଆଇଓସି) ପକ୍ଷରୁ ସୁନାମୀ ପ୍ରସ୍ତୁତ(ସୁନାମୀ ରେଡି) ଗ୍ରାମର ମାନ୍ୟତା ମିଳିଛି। ଶୁକ୍ରବାର ଭର୍ଚୁଆଲ କାର୍ଯ୍ୟକ୍ରମ ଜରିଆରେ ୟୁନେସ୍କୋ ପକ୍ଷରୁ ଓଏସଡିଏମଏକୁ...

କୃତ୍ରିମ ପ୍ରଜନନ ପ୍ରକ୍ରିୟାରେ ସାମିଲ ହେବ ୧୫ ଲକ୍ଷ ଗୋସମ୍ପଦ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜାତୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଲକ୍ଷ ଗୋସମ୍ପଦକୁ ସାମିଲ କରାଯିବ। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ରୁ ଆରମ୍ଭ କରାଯିବ। ପ୍ରତ୍ୟେକ ଜିଲାରେ ୫୦୦ ଗ୍ରାମକୁ ଏଥିନିମନ୍ତେ ଚିହ୍ନଟ କରାଯିବ। ଏହାଛଡା ଡିପ୍‌ଲିଟର ପଦ୍ଧତିରେ ୫୦୦...

ଆହୁରି ବର୍ଷିବ ୪ଦିନ

ଭୁବନେଶ୍ୱର, ୭।୮(ବ୍ୟୁରୋ)-ଉତ୍ତର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏହି ୪ଦିନ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

ରାଜଧାନୀରେ ଚାଞ୍ଚଲ୍ୟ: ମଲ୍‌ରୁ ୫୦ ହଜାର ଟଙ୍କାର ସାମଗ୍ରୀ ନେଇଗଲେ ମହିଳା

ଭୁବନେଶ୍ୱର, ୭ା୮(ବ୍ୟୁରୋ) – ଶପିଂ ମଲ୍‌ରେ ପଶି ମନଇଚ୍ଛା ୫୦ହଜାର ଟଙ୍କାର ସାମଗ୍ରୀ ବାଛିଲେ। ପେମେଣ୍ଟ ନ କରି ପଳାଉଥିବାବେଳେ କର୍ମଚାରୀମାନେ ଅଟକାଇଲେ। ହେଲେ ସେ କର୍ମଚାରୀଙ୍କୁ ଗାଳିଗୁଲଜ ସହ ନାଲିଆଖି ଦେଖାଇଲେ। ବଳାତ୍କାର ମାମଲାରେ ଫସାଇ ଦେବାକୁ ଧମକ...

ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଆଉ ୧୦୧ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୫୨ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୪୯ ଲୋକାଲ କଣ୍ଟାକ୍ଟ କେସ। ସାଲିଆସାହିରୁ ଆଉ ୫ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପଟିଆରୁ...

ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡା ୫୫, କେନ୍ଦୁଝରରୁ...

୯ରୁ ବର୍ଷା, ଝଡ଼ତୋଫାନ: ୧୩ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୭।୮(ବ୍ୟୁରୋ): ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ଏବେ ସକ୍ରିୟ ରହିଥିବାବେଳେ ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମକେନ୍ଦ୍ର ଓ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ରାଜ୍ୟର ବିଭାନ୍ନ...

ରାଜ୍ୟରେ ହେବ ଆଉ ୬ ନୂଆ ଥାନା

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ ଥାନା ଏବଂ ୯୦୫ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ଥିବା ଥାନାର ସୀମା ଭାଗ କରାଯାଇ ଏହି ନୂଆ ଥାନା ହେବ। ଖଣ୍ଡଗିରି, ଅନୁଗୋଳ...

ଏମ୍‌ସରେ ପଦବୀ ଖାଲି, ବହୁ ମେଶିନ ଅଚଳ

ଭୁବନେଶ୍ୱର,୭।୮ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍‌ସ)କୁ ପ୍ରତିଦିନ ଓଡ଼ିଶା ତଥା ପଡୋଶୀ ରାଜ୍ୟରୁ ହଜାର ହଜାର ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ଅଧିକାଂଶ ଜରୁରିକାଳୀନ ଚିକିତ୍ସା ଆଶାରେ ଏହି କେନ୍ଦ୍ରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନକୁ...

ଆଜି ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri