ମେଟ୍ରୋ

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ...

ଟୁଇନ୍‌ ସିଟିରେ ସନ୍ଧ୍ୟା ୬ଟାରୁ ୨ ମିନିଟ୍‌ ବନ୍ଦ ରହିବ ଟ୍ରାଫିକ୍‌, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୫।୮(ବ୍ୟୁରୋ): ବୁଧବାର ଟୁଇନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ୨ ମିନିଟ ପାଇଁ ଟ୍ରାଫିକ ବନ୍ଦ ରହିବ। କରୋନା ଯୋଦ୍ଧାଙ୍କ ସମ୍ମାନର୍ଥେ ନିରବ ପ୍ରାର୍ଥନା ଲାଗି ସନ୍ଧ୍ୟା ୬ଟାରୁ ୬ଟା ୨ ପର୍ଯ୍ୟନ୍ତ ଟ୍ରାଫିକ ବନ୍ଦ ରହିବ। ଏ...

CORONAVIRUS UPDATE: ରାଜ୍ୟରେ ୨୮ ଜିଲାରୁ ୧୩୩୭ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮ ଜିଲାରୁ ୧୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୨ ଲୋକାଲ କେସ୍‌ ରହିଛି। ଏ ନେଇ ସୂଚନା...

୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ

ଭୁବନେଶ୍ୱର,୫ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ମାସେ ବିତିବାକୁ ବସିଲାଣି। କିନ୍ତୁ କ୍ରାଇମ୍‌ବ୍ରାଞ୍ଚ ହାତରେ ସେଭଳି କିଛି ବଳିଷ୍ଠ ସୁରାକ ଲାଗିନାହିଁ। କେବଳ ଜିଆରପିର ତଦନ୍ତ ରିପୋର୍ଟ ଓ ସମସ୍ତ ବୟାନକୁ ନେଇ ଅନ୍ଧାରରେ ବାଡ଼ି ବୁଲାଉଛି କ୍ରାଇମ୍‌ବ୍ରାଞ୍ଚ...

୪ ଦିନ ଅଚଳ ଆର୍‌ଏମ୍‌ଏସ୍‌

ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍‌ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍‌ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି ହୋଇଛି। ସ୍ଥାନୀୟ ରେଲୱେ ମେଲ୍‌ ସର୍ଭିସ୍‌(ଆର୍‌ଏମ୍‌ଏସ୍‌) କାର୍ଯ୍ୟାଳୟରେ ଏହି ଅବ୍ୟବସ୍ଥା ଦେଖାଦେଇଛି। ଫଳରେ...

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ...

ଲଘୁଚାପ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୫ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପିପିଲିରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନିମାପଡ଼ା ୧୩,...

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍‌ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍‌ଧ୍ୟା...

ବସି ଖାଇବେନି, ଖାଲି ପାର୍ସଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢ଼ାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ତଦନୁଯାୟୀ, ହେଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲି ପାରିବ।...

ରାଜଧାନୀରେ କରୋନା ବେଲଗାମ: ଆଜି ଚିହ୍ନଟ ହେଲେ ଆଉ ୧୪୯ ଆକ୍ରାନ୍ତ; କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୪।୮(ବ୍ୟୁରୋ): କଟକଣା ସତ୍ତ୍ୱେ ରାଜଧାନୀରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଭୁବନେଶ୍ୱରରେ ଆଉ ୧୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି। ସେଥିରୁ ୧୯୪୩ ସୁସ୍ଥ ହୋଇ ଘରକୁ...

ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର,୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଜ୍ଞାନ ଓ ବାଣିଜ୍ୟ ଖାତା...

ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ: ଟପ୍‌ ଟେନ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୪।୮(ବ୍ୟୁରୋ): ୟୁପିଏସ୍‌ସି (ୟୁନିୟନ ପବ୍ଲିକ ସର୍ଭିସ କମିଶନ) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତ ବର୍ଷ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଦୀପ ସିଂ ଟପ୍ପର ହୋଇଛନ୍ତି। ଏହା ସହ ଟପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri