ମେଟ୍ରୋ

ଓଡ଼ିଶା ପର୍ଯ୍ୟଟନକୁ ସାହା ‘ରୋଡ୍‌ ଟ୍ରିପ୍‌’

ଭୁବନେଶ୍ୱର,୪। ୮(ବ୍ୟୁରୋ): କରୋନା ସ୍ଥିତି ସୁଧୁରିବା ପରେ ଓଡ଼ିଶା ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ସଡକ ପଥେ ପର୍ଯ୍ୟଟନ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ‘ରୋଡ୍‌ ଟ୍ରିପ୍‌ସ ଟୁ ଆଣ୍ଡ୍‌ ଥ୍ରୁ ଓଡ଼ିଶା’ ନାମକ ଏହି...

ଖାଦ୍ୟ ସଙ୍କଟ ସୃଷ୍ଟି କରିପାରେ ସବୁଜ କୃଷି

ଭୁବନେଶ୍ୱର,୪। ୮(ବ୍ୟୁରୋ) କୃଷି କ୍ଷେତ୍ରରୁ ନିର୍ଗତ ହେଉଥିବା ଗ୍ରୀନ ହାଉସ ଗ୍ୟାସ୍‌କୁ ହ୍ରାସ କରିବା ଲକ୍ଷ୍ୟରେ ଗତ ଜୁଲାଇ ୨୮ରେ କେନ୍ଦ୍ର ସରକାର ଗ୍ରୀନ-ଏଜି(ସବୁଜ କୃଷି) ପ୍ରକଳ୍ପ ନାମରେ ଏକ ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଏହା...

ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହାର,...

ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା। ସୋମବାର ଆଉ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୩୪୫ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ୯୭, ଗଜପତିରୁ୮୩, ଯାଜପୁରରୁ ୭୦, କେନ୍ଦୁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ୪୦, ନୟାଗଡ଼ରୁ...

ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା...

ଭୁବନେଶ୍ୱରରେ ଆଉ ୮୯ ପଜିଟିଭ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮୯ ଚିହ୍ନଟଙ୍କ ମଧ୍ୟରେ ୬୫ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୪ ଲୋକାଲ କଣ୍ଟାକ୍ଟ କେସ। ଆଇଗିଣିଆ ଆଳୁ ଗଦିରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି...

କାଲିଠାରୁ ୮ଟି ରୁଟରେ ଗଡିବ ମୋ’ ବସ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ଆସନ୍ତା କାଲିଠାରୁ ୮ଟି ରୁଟରେ ଗଡିବ ମୋ ବସ୍‌। ସକାଳ ୭ଟାରୁ ସା ୭ଟା ଯାଏ ନନଏସି ବସ ଚାଲିବ। ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର ରୁଟରେ ଗଡିବ ବୋଲି ସୂଚନା...

ଆଗକୁ ଜିମ୍‌, ଯୋଗକେନ୍ଦ୍ର ଯିବାକୁ ଭାବିଛନ୍ତି କି.. , ଜାଣନ୍ତୁ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩।୨(ବ୍ୟୁରୋ): ଅଗଷ୍ଟ ୫ ତାରିଖରୁ ଜିମ୍‌ ଏବଂ ଯୋଗକେନ୍ଦ୍ର ଖୋଲିବ। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହା କେବଳ କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଖୋଲିବ। ଯୋଗ...

ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର

କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର...

ବଦଳିଲେ ଖୋର୍ଦ୍ଧା ଜିଲାପାଳ

ଭୁବନେଶ୍ୱର,୩ା୮(ବ୍ୟୁରୋ): ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କର ସୋମବାର ବଦଳି ହୋଇଛି। ତାଙ୍କ ବଦଳି ପରେ ସନତ କୁମାର ମହାନ୍ତି ନୂତନ ଜିଲାପାଳ ହୋଇଛନ୍ତି। ଏଥିସହିତ ଗଞ୍ଜାମ କୋଭିଡ୍‌ ମ୍ୟାନେଜମେଣ୍ଟର ଓଏସ୍‌ଡି ଭାବେ ଆଇଏଏସ୍‌ କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି।...

ପଶ୍ଚିମବଙ୍ଗ ଲକ୍‌ଡାଉନ୍‌ ଯୋଗୁ ରେଳସେବା ପ୍ରଭାବିତ

ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮,...

ରାଜ୍ୟରେ ୨୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ରାୟଗଡ଼ାରୁ ୩,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri