ମେଟ୍ରୋ

ଶୋଷରେ ନୟାପଲ୍ଲୀବାସୀ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନ ଓ୍ବାର୍ଡ ନଂ.୩୭ର ନୟାପଲ୍ଲୀ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଲାଗି ରହିଛି। ବିଶେଷକରି ନୟାପଲ୍ଲୀର ବେହେରାସାହି, ଆଖଣ୍ଡଳମଣି ମନ୍ଦିର ଅଞ୍ଚଳ, କଳିଙ୍ଗ ଷ୍ଟାଡିୟମ ପଛରେ ରହୁଥିବା ଲୋକେ ପିଇବା ପାଣି ପାଇଁ...

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କୋରାପୁଟ ଓ କେନ୍ଦୁଝର। ତେବେ ଏହି ସମୟ ମଧ୍ୟରେ...

ସହର ପାଣି ବିପଦ ଆଣିପାରେ

ଭୁବନେଶ୍ୱର,୨।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟବାସୀ ନିଜ ଜୀବନକୁ ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ରାଜ୍ୟ ସରକାର ମଧ୍ୟ ଲୋକମାନଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ପ୍ରୟାସ ଚଳାଇଛନ୍ତି। ହେଲେ କରୋନା ଯୋଗୁ ଗତ ୪ମାସ ଧରି ଜଳର ନମୁନା ଠିକ୍‌ଭାବେ ପରୀକ୍ଷା...

ଭୁବନେଶ୍ୱରରେ ଖୋଲିବ ସପିଂ ମଲ

ଭୁବନେଶ୍ୱର,୧ା୮(ବ୍ୟୁରୋ)-ଭୁବନେଶ୍ୱରରେ ଖୋଲିବ ସପିଂ ମଲ। ଏ ନେଇ ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅନୁମତି ଦେଇଛି। ତେବେ ମଲ ଖୋଲିବା ନେଇ ବିଏମସି ପକ୍ଷରୁ ଏସଓପି ଜାରି କରାଯାଇଛି। ମଲ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଖୋଲିବନି। ସେହିପରି...

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧ା୮(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଏହି ସମୟରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ଏବଂ...

ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧ା୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୧୩୯ ଜଣ , କଟକରୁ ୭୮, ସୁନ୍ଦରଗଡରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩, କେନ୍ଦୁଝରରୁ...

ଶସ୍ତା ସାମଗ୍ରୀ ଆଳରେ କରୋନା କିଣନ୍ତୁ ନାହିଁ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧ା୮(ବ୍ୟୁରୋ)-ବଜାରକୁ ଯାଉଥିଲେ, ଭିଡରୁ ନିବୃତ୍ତ ରୁହନ୍ତୁ। ବର୍ତ୍ତମାନ ସମୟରେ ସଂକ୍ରମଣରୁ ବର୍ତ୍ତିବାକୁ ହେଲେ ଭିଡ଼ରୁ ଦୂରରେ ରହିବା ଭଲ। ଘରୁ ବାହାରକୁ ଗଲା ପରେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦିଅନ୍ତୁ, ସାମାଜିକ ଦୂରତା ନିୟମ ପାଳନ କରନ୍ତୁ। ଟଙ୍କା ବଞ୍ଚାଇବା...

ରାଜଧାନୀରେ ସାବାଡ ହେବେ ଅମାନିଆ: ଜାରି ହେଲା ହ୍ବାଟ୍ସଆପ୍‌ ନମ୍ବର

ଭୁବନେଶ୍ୱର,୧।୮(ବ୍ୟୁରୋ)-ଏଥର ସାବାଡ ହେବେ ଅମାନିଆ। ରାଜଧାନୀରେ କୋଭିଡ କଟକଣାକୁ ନ ମାନି ବୁଲୁଥିବା ଆମାନିଆଙ୍କୁ ସାବାଡ କରିବା ପାଇଁ ଶନିବାର ନୂଆ ତରିକା ଆପଣାଇଛନ୍ତି ଡିସିପି ଉମାଶଙ୍କର ଦାଶ। ସର୍ବସାଧାରଣଙ୍କ ପାଇଁ ଡିସିପି ହ୍ବାଟ୍ସଆପ ନମ୍ବର ଜାରି କରିଛନ୍ତି। ଯଦି...

ରାଜଧାନୀରେ ୧୨୬ ପଜିଟିଭ୍‌: ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୨୮୬୧କୁ ବୃଦ୍ଧି

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧ରେ ପହଞ୍ଚିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ...

ଓଡ଼ିଶାରେ ଚିହ୍ନଟ ହେଲା ୫ ପ୍ରକାର କରୋନା ଭୂତାଣୁ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି ଭାଇରସ୍‌ ଠାବ ହୋଇଛି। ଏନେଇ ଆର୍‌ଏମ୍‌ଆର୍‌ସି ଓ ଆଇଏଲ୍‌ଏସ୍‌ ପକ୍ଷରୁ ଶନିବାର କରାଯାଇଥିବା...

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ଗଞ୍ଜାମରୁ ଅଛନ୍ତି ୫ଜଣ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆକ୍ରାନ୍ତରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନୀତ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri