ମେଟ୍ରୋ

୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ର ୫ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନତା ମିଳିଛି। ୩ ଆଦର୍ଶ...

ମାନସୀ ବଞ୍ଚାଇଲେ ୬ ହଜାର ଶ୍ରମିକଙ୍କ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା କଟକଣାରେ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବା ଲାଗି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ହେଲେ ମାଲିକ ଓ ଠିକାଦାରଙ୍କ ନିକଟରେ ଏବେ ବି ହଜାର ହଜାର ଦାଦନ...

‘ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ନାହିଁ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ମହାମାରୀ, ପ୍ରତ୍ୟେକଙ୍କ ଜୀବନ ରକ୍ଷା କରିବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ହେଲେ ପ୍ରତି ଘରେ କିମ୍ବା ରାସ୍ତାରେ ରହି ସବୁ ସମୟରେ ସଚେତନ କରାଇବା ସରକାରଙ୍କ ପକ୍ଷେ ସମ୍ଭବ ନୁହେଁ। ଜୀବନ ରକ୍ଷା...

ବାୟୋ ଟଏଲେଟ୍‌ଯୁକ୍ତ ହେଲା ସମସ୍ତ ଟ୍ରେନ୍‌

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପରିବେଶ ସ୍ବଚ୍ଛତା ଦିଗରେ ପୂର୍ବତଟ ରେଳପଥ ଏକ ନୂଆ ମାଇଲଖୁଣ୍ଟ ପ୍ରତିଷ୍ଠା କରିଛି। ନିଜ ଅଧୀନରେ ଥିବା ସମସ୍ତ ଟ୍ରେନ୍‌କୁ ବାୟୋ ଟଏଲେଟ୍‌ଯୁକ୍ତ କରିଛି। ପୂର୍ବତଟ ରେଳପଥରେ ମୋଟ ୩୨୪୭ଟି କୋଚ୍‌ରେ ବର୍ତ୍ତମାନ ପରିବେଶ ଅନୁକୂଳ ବାୟୋଟଏଲେଟ୍‌ଗୁଡ଼ିକ ସଂଯୋଗ...

ଆଦିତ୍ୟ ଦାସ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୩୦।୭: ସାମାଜିକ କର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ଏନେଇ ଗୁରୁବାର ଡିଜିପି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି।  ସୂଚନାଯୋଗ୍ୟ, ଗତ ଜୁଲାଇ ୭ରେ...

ଗଛରେ ଝୁଲୁଛି ୩ ମୃତଦେହ

ଛେଣ୍ଡିପଦା,୨୯ା୭(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟା ପଞ୍ଚାୟତର ଡିମିରିପଦା ପାହାଡ଼କୁ ଲାଗିଥିବା ବାଲିକୁଦିଆ ଜଙ୍ଗଲର ଏକ ଗଛରେ ୩ ଜଣଙ୍କ ମୃତଦେହ ଝୁଲୁଥିବା ବୁଧବାର ରାତିରେ ଦେଖିବାକୁ ମିଳିଛି। ବାଲିପଟା ଗାଁର ଜଣେ ଗାଈ ଚରାଳି ସାରେ ଫେରୁଥିବା...

ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ କରିବାକୁ ନିଷ୍ପତି ନେଇଛନ୍ତି। ପରେଡ କେବଳ ପୋଲିସ ବ୍ୟାଣ୍ଡ ପାର୍ଟି,...

ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ, କୋରାପୁଟରୁ ୩୫ଜଣ, ବାଲେଶ୍ୱରରୁ ୩୩ଜଣ, କନ୍ଧମାଳରୁ ୨୯ଜଣ, ଅନୁଗୋଳରୁ ୨୬ଜଣ, କେନ୍ଦୁଝରରୁ...

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ...

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ...

ରବିନ୍ଦ୍ର ମେଡିକାଲ ହଲ୍‌କୁ ବନ୍ଦ କଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବନ୍ଦ ହେଲା ବାପୁଜି ନଗରସ୍ଥିତ ରବୀନ୍ଦ୍ର ମେଡିକାଲ ହଲ। ଏହାର ଜଣେ କର୍ମଚାରୀ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଧବାର ଏହାକୁ ବନ୍ଦ କରି ଦିଆଯାଇଛି। ଏ ବିଏମ୍‌ସି ।...

ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍‌

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍‌ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri