ମେଟ୍ରୋ

ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ ଆଦିତ୍ୟ

ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ ରେଳଧାରଣାରୁ ତାଙ୍କର ମୃତଦେହ ମିଳିଥିଲେ ମଧ୍ୟ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ...

ୟୁଜି, ପିଜି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗ: ୟୁଜିସି ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରାଯାଉ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ରାଜ୍ୟରେ ସ୍ନାତକ(ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷାକୁ ୟୁଜିସି ବାଧ୍ୟତାମୂଳକ କରିଛି। ଏନେଇ ଜୁଲାଇ ୬ରେ ଜାରି ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରିବାକୁ ରାଜ୍ୟ ସରକାର ପୁଣିଥରେ ଅନୁରୋଧ କରିଛନ୍ତି। କୋଭିଡ୍‌-୧୯ ପରିସ୍ଥିତିରେ ରାଜ୍ୟ ସରକାରଙ୍କ ବିକଳ୍ପ...

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା...

ଶିଳ୍ପାନୁଷ୍ଠାନ କର୍ମଚାରୀଙ୍କ ପାଇଁ ୧୩ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ଶିଳ୍ପାନୁଷ୍ଠାନର ଅଧିକାରୀ ଏବଂ କର୍ମଚାରୀଙ୍କ ଲାଗି ୧୩ କୋଭିଡ୍‌ କେୟାର ସେଣ୍ଟର କାର୍ଯ୍ୟକ୍ଷମ ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ବିଭିନ୍ନ ଶିଳ୍ପସଂସ୍ଥା ଏବଂ ନିଗମ କାର୍ଯ୍ୟାଳୟ ପରିସରରେ ଏଗୁଡ଼ିକ ଆରମ୍ଭ ହୋଇଛି। ଗୁରୁବାର ଅନୁଷ୍ଠିତ...

ବଦଳିଲେ ୨୮ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ ୨୮ ମେଡିକାଲ ଅଫିସରଙ୍କୁ ବଦଳି କରାଯାଇଛି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଉରକେଲା ଜେନେରାଲ ହସ୍ପିଟାଲ(ଆର୍‌ଜିଏଚ୍‌)ନିର୍ଦ୍ଦେଶକ ନୀଳକଣ୍ଠ...

୧୫ସୁଦ୍ଧା ବାହାରିପାରେ ବାଣିଜ୍ୟ, ବିଜ୍ଞାନ ଫଳ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ବର୍ତ୍ତମାନ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଖାତା ମୂଲ୍ୟାୟନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡିଯାଇଛି। ସିବିଏସ୍‌ଇ ପକ୍ଷରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ଫଳ ପ୍ରକାଶ ପାଇସାରିଛି। ବର୍ତ୍ତମାନ...

ରାଜ୍ୟରେ ପୁଣି ୬୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୩।୪(ବ୍ୟୁରୋ)-ରାଜ୍ୟରେ ଗୁରୁବାର ପୁଣି ୬୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୦୭ ଜଣ ଥିବାବେଳେ ଖୋର୍ଦ୍ଧାରୁ ୪୪, ବାଲେଶ୍ୱରରୁ ୩୧, ମୟୂରଭଞ୍ଜରୁ ୨୮, କଟକରୁ ୨୭, ଜଗତସିଂହପୁରରୁ ୧୫, ବରଗଡ ଓ କନ୍ଧମାଳରୁ ୧୪...

କୌଣସି ବ୍ୟକ୍ତି କରୋନା ଲକ୍ଷଣ ଲୁଚାନ୍ତୁ ନାହିଁ, ଶୀଘ୍ର କରନ୍ତୁ ଟେଷ୍ଟିଂ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଗୁରୁବାର ୪ଟି ଅପିଲ କରିଛନ୍ତି। ପ୍ରଥମଟି ହେଲା ଯଦି କୌଣସି ବ୍ୟକ୍ତିଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଉଛି ତେବେ ସେ ଲକ୍ଷଣ ଲୁଚାନ୍ତୁନାହିଁ। ଦ୍ୱିତୀୟଟି ହେଲା କରୋନା...

ରାଜ୍ୟର ଆଉ ୨ଟି ସ୍ଥାନରେ ପ୍ଲାଜମା ବ୍ୟାଙ୍କ: ସୁସ୍ଥ ହେଉଥିବା ରୋଗୀ ଦାନ କରିବାକୁ ଆଗେଇ ଆସନ୍ତୁ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ସ୍ଥାନରେ ପ୍ଲାଜମା ବ୍ୟାଙ୍କ ହେବ। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ହେବ। ଏନେଇ ଗୁରୁବାର ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର...

ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହୁଅନ୍ତୁ, ୧୦ ଦିନରେ ହେବେ ସୁସ୍ଥ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଲକ୍ଷଣ ନ ଥିବା ରୋଗୀ ନିଜ ଘରେ ରହି ଚିକିତ୍ସିତ ହୁଅନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକେ ଘରେ ରହି ଚିକିତ୍ସିତ ହୋଇପାରିବେ। ଘରେ ରହିବା ବ୍ୟବସ୍ଥା ଥିଲେ, ଘରେ ରହି ଚିକିତ୍ସିତ ହୁଅନ୍ତୁ। ୧୦ ଦିନରେ ଭଲ...

ଅଧିକ ଟ୍ରେସିଂ ଯୋଗୁ ବଢୁଛି ସଂଖ୍ୟା; ରାଜ୍ୟବାସୀ ଚିନ୍ତା କରନ୍ତୁ ନାହିଁ: ଏସିଏସ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଧିରେ ଧିରେ କେସ୍‌ ବଢ଼ୁଥିଲେ ବି ଏଥିଲାଗି ରାଜ୍ୟବାସୀ ଚିନ୍ତା କରିବା ଅନାବଶ୍ୟକ। କରୋନାକୁ ଗୋଡ଼େଇ ଗୋଡ଼େଇ ଧରାଯାଉଛି, ଟ୍ରେସ୍‌ କରାଯାଉଛି। ଗୋଟିଏ ବି କେସ୍‌ ଯେପରି...

ଚିନ୍ତା ବଢ଼ାଇଲାଣି ମଞ୍ଚେଶ୍ୱର ଅଟାକଳ: ଦୁଇ ଦିନରେ ଚିହ୍ନଟ ହେଲେଣି ୬୧ ଆକ୍ରାନ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଗୋଟିଏ ପଟେ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗୋଟିଏ ସ୍ଥାନରୁ ଅଧିକ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେବା ପ୍ରଶାସନକୁ ଚିନ୍ତାରେ ପକାଇଛି। ଏହି କ୍ରମରେ ମଞ୍ଚେଶ୍ୱରର ଏକ ଅଟାକଳରୁ ଦୁଇ ଦିନରେ ୬୧ଜଣ କର୍ମଚାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri