ମେଟ୍ରୋ

ବିକାଶମୂଳକ କାର୍ଯ୍ୟକୁ ରୋକିଲା କରୋନା

ଭୁବନେଶ୍ୱର,୯ା୯(ବ୍ୟୁରୋ): କରୋନା କେବଳ ଯେ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରି ନାହିଁ, ସମସ୍ତ ପ୍ରକାର ବିକାଶମୂଳକ କାର୍ଯ୍ୟ ମଧ୍ୟ ଗୁରୁତର ଭାବେ ପ୍ରଭାବିତ କରିଛି। ଆସନ୍ତା ଦୁଇବର୍ଷ ପର୍ଯ୍ୟନ୍ତ କୌଣସି ନୂତନ ଟେଣ୍ଡର ଡକାଯିବ ନାହିଁ କିମ୍ବା ସରକାରୀ ସ୍ତରରେ...

ବିଳାସିନୀ ନାଟ୍ୟମକୁ ସନ୍ତୁର ବାଦନର ନିଆରା ପରିବେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଚାଲିଥିବା ଭାରତୀୟ ଶାସ୍ତ୍ରୀୟ ନୃତ୍ୟସଙ୍ଗୀତର ମହାକୁମ୍ଭ ଓଏମ୍‌ସି ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ମଙ୍ଗଳବାର ଥିଲା ୪ର୍ଥ ସନ୍ଧ୍ୟା। ପ୍ରତି ସନ୍ଧ୍ୟା ଭଳି ଏଥର ମଧ୍ୟ ନୃତ୍ୟ ଓ ଶାସ୍ତ୍ରୀୟ ସଙ୍ଗୀତର...

ରାଉରକେଲା କୋଭିଡ୍‌ ସ୍ଥିତି ସମୀକ୍ଷା

ଭୁବନେଶ୍ୱର ୯।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା...

ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଭରତପୁର ବିଜୁନଗର ବସ୍ତିରେ ରହୁଥିବା ଅଶ୍ୱିନୀ କୁମାର...

୫ ବର୍ଷରେ ୫୦ ପ୍ରତିଶତ ଫୁଏଲ୍‌ ଷ୍ଟେଶନ ହେବ ସୌରଚାଳିତ: ଧର୍ମେନ୍ଦ୍ର

ଭୁବନେଶ୍ୱର ୯।୯(ବ୍ୟୁରୋ): ରାଷ୍ଟ୍ରାୟତ ତୈଳ କମ୍ପାନୀଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫ୍ୟୁଏଲ୍‌(ଇନ୍ଧନ) ଷ୍ଟେସନକୁ ଆସନ୍ତା ୫ ବର୍ଷରେ ସୌରଚାଳିତ କରାଯିବ। ଆନ୍ତର୍ଜାତିକ ସୌର ଆଲିଆନ୍ସ (ଆଇଏସଏ)ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ୱ ସୌର ବୈଷୟିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ...

ଋଣ ପରିଶୋଧ ନ କଲେ ବାଜ୍ୟାପ୍ତ ହେବ ବନ୍ଧକ ସମ୍ପତ୍ତି

ଭୁବନେଶ୍ୱର ୯।୯(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟ ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତି କରୁଛି। ରାଜ୍ୟ ସରକାର ବିଭିନ୍ନ ବକେୟା, ଋଣ ଓ ଟିକସ ଆଦାୟ କରିବାକୁ ଗୁରୁତ୍ୱ ଦେଉଛନ୍ତି। ରାଜ୍ୟ ଅର୍ଥନିଗମରୁ ବହୁ ଶିଳ୍ପ ସଂସ୍ଥା ଋଣ ନେଇ...

କେଶରୀ ଇଷ୍ଟେଟ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ସାଢେ ୫ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ କେଶରୀ ଇଷ୍ଟେଟର ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ଫରେଷ୍ଟ ପାର୍କ ପ୍ଲଟ ନଂ.୨୬୧ରେ ରହୁଥିବା ଅକ୍ଷୟ କୁମାର ଚୌଧୁରୀ।...

ସଂକ୍ରମଣ ୧ଲକ୍ଷ ୩୧ ହଜାର ପାର୍‌

ଭୁବନେଶ୍ୱର, ୯ା୯(ବ୍ୟୁରୋ): କରୋନାରେ ରାଜ୍ୟରେ ଦୈନିକ ୩ହଜାର ଉପରେ ଆକ୍ରାନ୍ତ ହେଉଛନ୍ତି। ଶେଷ ୨୪ ଘଣ୍ଟା ମଧ୍ୟରେ ୪୧,୨୭୫ ନମୁନା ପରୀକ୍ଷା କରାଯାଇଥିବାବେଳେ ସେଥିରୁ ୩,୪୯୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୨୦୯୪ଜଣ ଥିବାବେଳେ ୧୩୯୬ଜଣ ସ୍ଥାନୀୟ ଆକ୍ରାନ୍ତ...

କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜ୍ୟରେ ମଙ୍ଗଳବାର ସୁଦ୍ଧା କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଛି। ଏହି...

ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନରୁ ୧୪୫ ଓ ଲୋକାଲ କଣ୍ଟାକ୍ଟ କେସ ୨୩୧ ରହିଛି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ସୁଦ୍ଧା ବିଏମସି...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୮୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦, ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬,...

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri