ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ...

ସଂସ୍ଥା କରିପାରିବେ କୋଭିଡ୍‌ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ନିଜ କର୍ମଚାରୀଙ୍କ ସୁବିଧା ଓ ମାନସିକ ସୁସ୍ଥତା ପାଇଁ ସଂସ୍ଥା କୋଭିଡ୍‌ କେୟାର ହୋମ୍‌ କରିପାରିବେ। ୧୦ରୁ ୨୦ ଜଣ ରୋଗୀଙ୍କ ପାଇଁ ଏହି କୋଭିଡ୍‌ କେୟାର ହୋମ୍‌ କରାଯାଇପାରିବ। ଏଥିନିମନ୍ତେ ବଡ଼ ସଂସ୍ଥାମାନଙ୍କୁ କେୟାର ସେଣ୍ଟର...

ଏଣିକି ଘରେ ରହି ଚିକିତ୍ସିତ ହେବେ କରୋନା ପଜିଟିଭ: ଜାଣନ୍ତୁ କାହାକୁ ମିଳିବ ଅନୁମତି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କରୋନା ଲକ୍ଷଣ ନ ଥିବା ରୋଗୀଙ୍କୁ ଏଣିକି ହୋମ୍‌ ଆଇସୋଲେସନ ଅନୁମତି ମିଳିବ। ଲକ୍ଷଣ ନ ଥିବା ବା ସାମାନ୍ୟା ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍‌ ଆଇସୋଲେଶନ କରାଯିବ। ଲକ୍ଷଣ ନ ଥାଇ ପଜିଟିଭ ଚିହ୍ନଟ ହେଲେ...

ରାଜଧାନୀରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୮ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪ ଜଣଙ୍କ,...

ଜୁଲାଇ ୩୧ ଭିତରେ ମାଟ୍ରିକ ରେଜଲ୍ଟ, ଯୁକ୍ତ ୨ ଖାତା ମୂଲ୍ୟାୟନରେ ରହୁଛି ସମସ୍ୟା

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଟ୍ରିକ ଖାତାଦେଖା ସରିଛି। ଏବେ ଟାବୁଲେସନ ଚାଲିଛି।...

ଚାକିରି ଚାଲିଯିବା ପରେ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): କରୋନା ଛଡ଼ାଇ ନେଲା ଜୀବିକା। ଚାକିରି ଚାଲିଯିବା ପରେ ଅସହ୍ୟ ହୋଇଗଲା ଆର୍ଥିକ ସମସ୍ୟା। ଶେଷରେ ଅର୍ଥ ଓ ପେଟ ଚିନ୍ତାରେ ଜୀବନ ହାରିଦେଲେ ଯୁବକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଣ୍ଡଗିରି ଥାନା ଅଞ୍ଚଳରେ। ଆତ୍ମହତ୍ୟା...

ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ ଜଣ ଥିବା ବେଳେ କଟକ ଓ ଭୁବନେଶ୍ୱରରୁ...

CORONAVIRUS UPDATE: ଆଜି ପୁଣି ୬୧୬ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଲା

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ...

ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍‌ ମ୍ୟୁଜିୟମ୍‌ ବା ମାଛ ସଂଗ୍ରହାଳୟ। ଏସିଆ ମହାଦେଶର ଏହି ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଶତାଧିକ ପ୍ରଜାତି...

୭ ଜିଲାରେ ମରୁଡ଼ିର ପଦଧ୍ୱନି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଜୁଲାଇ ଅଧା ହେବାକୁ ବସିଲାଣି। ମାସେ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କଲାଣି। ହେଲେ ଆଶାନୁରୂପ ବର୍ଷା ମିଳିପାରୁ ନାହିଁ। ଦୁର୍ବଳ ମୌସୁମୀ ସାଙ୍ଗକୁ ଲଘୁଚାପ ସୃଷ୍ଟି ହେଉ ନ ଥିବାରୁ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି...

ମାସ୍କ ଜୀବନ ସହ ଜଡିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସାରା ବିଶ୍ୱରେ କରୋନା ମହାମାରୀ ରୂପ ନେଇଥିବା ବେଳେ ଏହାକୁ ରୋକିବା ସକାଶେ ସମସ୍ତେ ଉଦ୍ୟମ ଜାରି ରଖିଛନ୍ତି। କିଛି ନିର୍ଦ୍ଦିଷ୍ଟ ସାବଧାନତା ରକ୍ଷା କରି ଲୋକମାନେ ଏହି ମହାମାରୀରୁ ଦୂରେଇ ରହିପାରିବେ ବୋଲି ସରକାର କହୁଛନ୍ତି। ଅନ୍ୟପଟେ...

ସଡ଼କ ପରିବହନ ସେବା ବିପର୍ଯ୍ୟସ୍ତ: ରୋଡ୍‌ ଟ୍ୟାକ୍ସ ଛାଡ଼ ହେଉ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମହାମାରୀ କରୋନା କେବଳ ସ୍ବାସ୍ଥ୍ୟ ନୁହେଁ, ବିଭିନ୍ନ କ୍ଷେତ୍ରରେ ଜୀବିକା ଉପରେ ପ୍ରଚଣ୍ଡ ପ୍ରହାର ଦେଇଛି। ରାଜ୍ୟ ଅର୍ଥନୀତିରେ ଯାତ୍ରୀ ପରିବହନ ସେବା ଏକ ବଡ ଅଂଶ। କରୋନା ସଂକ୍ରମଣ ଆଶଙ୍କା ଦେଖାଦେବା ଦିନ ଠାରୁ ଏହି କ୍ଷେତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri