ମେଟ୍ରୋ

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରଓଡ଼ିଶାର କିଛି ଜିଲାରେ ବର୍ଷା ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହିତ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର।...

କରୋନା ଆକ୍ରାନ୍ତ ୨ ବିଧାୟକଙ୍କ ସହ କଥାହେଲେ ନବୀନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଉଭୟ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଫୋନ୍‌ ଯୋଗେ କଥା ହୋଇଛନ୍ତି।...

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୨ ଲୋକାଲ କେସ୍‌ ରହିଛି। ସେହିଭଳି ୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ...

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ...

ବୟାନ ରେକର୍ଡ, ଟ୍ରେନ୍‌ ତଥ୍ୟ ମାଗିଲା ଜିଆର୍‌ପି

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଯୁବ ସାମାଜିକ କର୍ମୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା ଏବେବି ରହସ୍ୟ ହୋଇ ରହିଛି। ଭୁବନେଶ୍ୱର ଜିଆର୍‌ପି ଥାନା ପୋଲିସ ମାମଲାର ତଦନ୍ତ ଚଳାଇଥିଲେ ମଧ୍ୟ କିଛି ବି ନୂଆ ସୁରାକ ପାଇପାରିନି। ଆଦିତ୍ୟଙ୍କ ପିପୁଲ ଫର୍‌ ସେବାର...

ଦଶଦିନରେ ଦୁଇଗୁଣ ସଂକ୍ରମଣ: ଭୁବନେଶ୍ୱରରେ ୬୦୦ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ମାଡ଼ି ଚାଲିଛି। ଜୁଲାଇ ଆରମ୍ଭରୁ କୋଭିଡ୍‌-୧୯ ଉଗ୍ର ହେବାରେ ଲାଗିଛି। ଶେଷ ୨୪ ଘଣ୍ଟାରେ ଆଉ ୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୫ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ...

ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ଗତ ଜୁନ୍‌ ୩୦ରୁ ନିର୍ଲିପ୍ତ ଭୋଳ ଏବଂ ତାଙ୍କ...

ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍‌ ବୃଦ୍ଧି ଘଟିଛି। ଜୁନ୍‌ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍‌ ସନ୍ତୋଷଜନକ ଥିବାବେଳେ ଜୁଲାଇ ଆରମ୍ଭରୁ ସ୍ଥିତି ଅଧିକ ବିପଜ୍ଜନକ ହେବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ...

୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶ ଲିଙ୍ଗରାଜ...

କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ...

ଘୋଷଣା ହେଲା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର: ଜାଣନ୍ତୁ ଏଥର କେଉଁମାନେ ପୁରସ୍କୃତ ହେବେ….

ଭୁବନେଶ୍ୱର, ୧୦।୭(ବ୍ୟୁରୋ)- ଶେଷରେ ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ୨୦୧୫ ଓ ୨୦୧୬ ବର୍ଷ ପାଇଁ ଶୁକ୍ରବାର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଏଥିପାଇଁ ବିଭିନ୍ନ ବିଭାଗରେ ବହୁ ପ୍ରତିଷ୍ଠିତ ଲେଖକ ତଥା ନାଟ୍ୟକାର, ଔପନ୍ୟାସିକଙ୍କୁ ଏକାଡେମୀ...

ପ୍ଲାଜମା ଥେରାପିର ହବ୍‌ ହେବ ଏସ୍‌ସିବି

ଭୁବନେଶ୍ୱର, ୧୦।୭(ବ୍ୟୁରୋ)- କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଖୁବ୍‌ଶୀଘ୍ର ପ୍ଲାଜମା ଥେରାପି ଆରମ୍ଭ ହେବ। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ, କିମ୍ସ, ଏସଏମ ହସ୍ପିଟାଲ ଏବଂ ଅଶ୍ୱିନୀ ହସ୍ପିଟାଲ ଆଦି ୪ଟି ହସ୍ପିଟାଲରେ ପ୍ଲାଜମା ଥେରାପିର ବ୍ୟବସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri