ମେଟ୍ରୋ

ରାଜଧାନୀରେ ମାଡ଼ିଚାଲିଛି କରୋନା : ଆଜି ପୁଣି ୧୯ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରବିବାର ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍‌ ଯୋଧ୍ୟା ମଧ୍ୟ କରୋନା...

ଶ୍ରମିକ ବେଶରେ ରାଜଧାନୀ ବସ୍ତିରେ ଅପରାଧୀ ଗ୍ୟାଙ୍ଗ୍‌: ବନ୍ଦ ଘରୁ ଚୋରି, ଏକୁଟିଆ ପାଇଲେ ଲୁଟୁଥିଲେ

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀ ବସ୍ତିରେ ଆଡ୍ଡା ଜମାଇଛନ୍ତି ଅପରାଧୀ ଗ୍ୟାଙ୍ଗ୍‌। ରାଜରାସ୍ତାରୁ କଲୋନୀ ସବୁଠି ରାଜୁତି କରୁଛନ୍ତି। କରୋନା କଟକଣା ଭିତରେ କମିଶନରେଟ ପୋଲିସକୁ ଚକ୍‌ମା ଦେଇ ଗୋଟିକ ପରେ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଅପରାଧୀଙ୍କ ଆଡ୍ଡା ସମ୍ପର୍କରେ...

ବିବାଦରେ ଓଡ଼ିଆ କବି ରାଜେନ୍ଦ୍ରଙ୍କ କବିତା: ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ କରିଥିଲେ ପୋଷ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ‘ଅଶୋକ ବନରେ ତମେ ଇଚ୍ଛିପାର ରାବଣର ବଳାତ୍କାର, ଅଗ୍ନି ପରୀକ୍ଷାରେ ଏଣେ ହୋଇପାର ଅନାୟାସରେ ଉତ୍ତୀର୍ଣ୍ଣା, ତୁମେ କାହାରି ନୁହଁ।’ ସୋସିଆଲ ମିଡିଆରେ ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ଏଭଳି ଏକ ପୋଷ୍ଟ କରି ବିବାଦକୁ ଆସିଛନ୍ତି କେନ୍ଦ୍ର ସାହିତ୍ୟ...

ରାଜଧାନୀରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଛି। ନୟାପଲ୍ଲୀ ଥାନାଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ଶିଶୁଟି ଗୁରୁତର ଅବସ୍ଥାରେ ଏକ ବସ୍ତି ଅଞ୍ଚଳରେ ପଡିଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଘରୋଇ...

ଆଇପିଏସ୍‌ ଅଫିସରଙ୍କୁ ଠକିଦେଲେ ବିଲ୍ଡର: ଘର ଦେବାକୁ କହି ନେଇଗଲେ ୩ଲକ୍ଷ

ଭୁବନେଶ୍ୱର,୫ା୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜମି ଓ ଘର କିଣାବିକାକୁ ନେଇ ବଡ଼ ବଡ଼ ଠକେଇ ହୋଇଛି। କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଅଭିଯୋଗର ଲମ୍ବା ତାଲିକା ଗଡୁଛି। ଅଧିକାଂଶ ଥାନାର ପୋଲିସକୁ ହାତବାରିସ କରି ବିଲ୍ଡରମାନେ ସାଧାରଣ ଲୋକଙ୍କଠାରୁ...

ବିଦେଶରେ ଶିକ୍ଷା ସ୍ବପ୍ନ: ଉଦ୍‌ବେଗ ବଢ଼ାଇଲା ସର୍ଭେ ରିପୋର୍ଟ

ଭୁବନେଶ୍ୱର,୫।୭: ଡାକ୍ତରୀ ଶିକ୍ଷା ପାଇଁ ଓଡ଼ିଶାରେ ମାତ୍ର ୧୫୦୦ ସିଟ୍‌ ରହିଛି। ହେଲେ ଆଶାୟୀଙ୍କ ସଂଖ୍ୟା ଏହାଠାରୁ ୩୦ଗୁଣା ଅଧିକ ଅର୍ଥାତ୍‌ ୩୫ରୁ ୪୦ ହଜାର ରହୁଛି। ତେଣୁ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଥିବା ବିଭିନ୍ନ ମେଡିକାଲ କଲେଜରେ ଡାକ୍ତରୀ...

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦...

ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା...

କରୋନା ପରିଚାଳନା ଲାଗି ୬ ଓଏଏସ୍‌ ଗଞ୍ଜାମ ପାଇଁ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ୍‌ ଗଞ୍ଜାମ ଜିଲା ପାଇଁ ନିଯୁକ୍ତି ହୋଇଛନ୍ତି। ସେମାନେ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାର୍ଯ୍ୟ କରିବେ।...

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ...

ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ। ସରକାର ଉକ୍ତ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ଙ୍କୁ ନିଯୁକ୍ତି କରିଛନ୍ତି।...

ଅପରାହ୍ନ ସାଢ଼େ ୨ଟାରେ ରାଜ୍ୟ ସରକାରଙ୍କ ଜରୁରୀ ପ୍ରେସ୍‌ମିଟ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଜନିତ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥଳେ ପରିସ୍ଥିତିକୁ କିଭଳି ସାମ୍ନା କରିହେବ ତାହା ପ୍ରଶାସନର ମୁଣ୍ଡବିନ୍ଧାର କାରଣ ପାଲଟିଲାଣି। ତେବେ ଶନିବାର ଅପରାହ୍ନ ସାଢ଼େ ୨ଟାରେ ଜରୁରୀ ପ୍ରେସ୍‌ମିଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri