ମେଟ୍ରୋ

ଭୁବନେଶ୍ୱରରେ ୯ ନୂଆ ପଜିଟିଭ୍‌ ଚିହ୍ନଟ: ଅଛନ୍ତି ୩ କୋଭିଡ ହସ୍ପିଟାଲ କର୍ମଚାରୀ, ୨ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨ ଲୋକାଲ୍‌ କେସ୍‌ ଅଛନ୍ତି। ସହରରେ ଜଣେ ଆକ୍ରାନ୍ତ(ଡମଣାର ୨୫ ବର୍ଷୀୟ ପୁରୁଷ)...

ମହାନଦୀ ଗର୍ଭରେ ଠାବ ହୋଇଛି ଗୋପୀନାଥ ମନ୍ଦିର: ପୁନଃଉଦ୍ଧାର ସହ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୮।୬(ବ୍ୟୁରୋ): ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ମହାନଦୀ ଗର୍ଭରେ ଠାବ ହୋଇଥିବା ୫ଶହ ବର୍ଷ ତଳ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନଃଉଦ୍ଧାର ସହ ଏହାକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଓ...

CORONAVIRUS UPDATE: ରାଜ୍ୟରେ ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି

ଭୁବନେଶ୍ୱର,୧୮।୬(ବ୍ୟୁରୋ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦୦କୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଅଞ୍ଚଳର...

୩୦ସ୍ଥାନରେ ମନ୍ଦିରରେ ହେବ ରଥ ପର୍ବ

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ଯୋଗୁ ପୁରୀରେ ରଥଯାତ୍ରା ହେବ ନା ନାହିଁ ସେନେଇ ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରି ନାହିଁ। ଅପରପକ୍ଷରେ ରାଜ୍ୟର ୩୦ଟି ସ୍ଥାନରେ ଥିବା ପ୍ରମୁଖ ମନ୍ଦିର ପରିସରରେ ରଥପର୍ବ ଆୟୋଜନ କରିବାକୁ ବିଭିନ୍ନ ମନ୍ଦିର କମିଟି...

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଡିଜିଟାଲ ଘର ନମ୍ବର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀରେ ଡିଜିଟାଲ ଡୋର୍‌ ନମ୍ବରିଂ ସିଷ୍ଟମ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସହରର ପ୍ରତି ଲୋକଙ୍କ ଘରେ ଡିଜିଟାଲ ନମ୍ବର ବୋର୍ଡ ଲଗାଇବାକୁ ବିଏମ୍‌ସି ପକ୍ଷରୁ ବୁଧବାର ନବଯୁଗ ସ୍ପାସିଆଲ ଟେକ୍ନୋଲୋଜିସ୍‌ ଆଣ୍ଡ୍‌...

ଭୂମିହୀନଙ୍କୁ ଘରଡିହ ଯୋଗାଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ସମସ୍ତ ପରିବାରଙ୍କ କଚ୍ଚାଘରକୁ ପକ୍କାଘରରେ ପରିଣତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ଗତ ୫ ବର୍ଷ ମଧ୍ୟରେ ୨୫ଲକ୍ଷ ୧୮ହଜାର ୪ଶହ ୯୭ ପକ୍କାଗୃହ ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ...

ଆଜିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ...

ଟେକ୍ନୋଲୋଜି, ସ୍ବୟଂକ୍ରିୟ ବ୍ୟବସ୍ଥାରେ ଧାନ ସଂଗ୍ରହ ତ୍ବରାନ୍ବିତ କରାଯାଇଛି:ମନ୍ତ୍ରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ୨୦୧୯-୨୦ ଖରିଫ, ରବିଧାନ ସଂଗ୍ରହରେ ଟେକ୍ନୋଲୋଜି ବ୍ୟବହାର ଏବଂ ସ୍ବୟଂକ୍ରିୟ ବ୍ୟବସ୍ଥାର ଉପଯୋଗ କରି ରେକର୍ଡ ପରିମାଣର ଧାନ ସଂଗ୍ରହ କରାଯାଇଛି। ଧାନ ବିକ୍ରି ନିମନ୍ତେ ଅନ୍‌ଲାଇନରେ ଚାଷୀଙ୍କ ନାମ ପଞ୍ଜୀକରଣ, ପି-ପାସ୍‌ ଏବଂ ଆଗୁଆ ଟୋକନ୍‌ ମାଧ୍ୟମରେ...

ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...

ଆଜି କ୍ୟାବିନେଟ୍‌, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ ଗୁରୁତ୍ୱପୂର୍ଣ୍ଣ...

ବନ ବିଭାଗ ଶୋଇଗଲା: ବନ୍ୟପ୍ରାଣୀ ଅପରାଧ ବଢ଼ିଗଲା

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ସବୁଜ ଓଡ଼ିଶାର ସ୍ବପ୍ନ ଦେଖୁଛନ୍ତି ସରକାର। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ କାର୍ଯ୍ୟ କରୁଥିବାବେଳେ ବଡ଼ ବଡ଼ ଅଫିସର ଦାୟିତ୍ୱରେ ରହୁଛନ୍ତି। ହେଲେ ସବୁଜ ବନାନୀକୁ ପ୍ରକୃତ ସୁରକ୍ଷା ଦେଉଥିବା ହାତୀ, ବାଘ...

ରଥଯାତ୍ରା ନେଇ ଆଜି ହେବ ଚୂଡ଼ାନ୍ତ ନିଷ୍ପତ୍ତି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନକୁ ନେଇ ଲାଗି ରହିଥିବା ଅନିଶ୍ଚିନ୍ତତାର ଅନ୍ତ ଘଟିବ। ଚଳିତବର୍ଷ ରଥଯାତ୍ରା ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି ଗୁରୁବାର ହେବ। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri